Browsing category

ମନୋରଞ୍ଜନ

ଦ୍ଵାରିକାଦାସଙ୍କ ଜନ୍ମଉତ୍ସବ

ବାଙ୍କୀ,୪।୫(ଏସଏସନିଉଜ )ଭଗୀପୁର ଗ୍ରାମର ଆରାଧ୍ୟଦେବତା ବାବା ଦ୍ଵାରିକାଦାସଙ୍କ ଜନ୍ମଉତ୍ସବ ପାଳିତ ହୋଇଯାଇଛି । ଏହି ଜନ୍ମଦିବସ ଉପଲକ୍ଷେ ବାବା ଦ୍ଵାରିକାଦାସଙ୍କ କଳସ ସ୍ଥାପନ ପାଇଁ ମହାନଦୀ ରୁ ଏକ ମାଠିଆରେ ଜଳଆସି କଳସ ସ୍ଥାପନ କରଯାଇଥିଲା । ପରେ ଦ୍ଵାରିକାଦାସଙ୍କ ପୂଜାର୍ଚ୍ଚନା ଓ ହୋମଯଜ୍ଞ ଆରମ୍ଭ ହୋଇଥିଲା । ପ୍ରକାଶଯେ ବାବା ଦ୍ବାରିକାଦାସ ବାଙ୍କୀ ଡମପଡା ଅର୍ନ୍ତଗତ ଭଗିପୁରଗ୍ରାମରେ ବହୁକାଳ ଧରି ଆଶ୍ରମ କରି ଅବସ୍ଥାନ କରୁଥିଲେ । ଡମପଡ଼ାରାଜା ଦ୍ଵାରିକା ଦାସଙ୍କପାଇଁ ବୃତ୍ତିବାଡ଼ି ଖଞ୍ଜି ଦେଇଥିଲେ […]

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୩।୫(ଏସଏସ ନିଉଜ)କାଲି ଓଡ଼ିଶାଆସୁଛନ୍ତି ରାଷ୍ଟ୍ରପତି।ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ରାଇରଙ୍ଗପୁର ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ସମୟର କାର୍ଯ୍ୟସୂଚୀ ଆସି ପହଂଚିଛି। ୪ ତାରିଖ ୧୦ଟା ୧୫ରେ ବାଦାମପାହାଡ ପହଞ୍ଚିବେ। ୧୨ଟା ୫୫ରେ ବ୍ରହ୍ମକୁମାରୀ ସେଣ୍ଟର ଗସ୍ତ କରିବେ।ନିଶାମୁକ୍ତ ଓଡ଼ିଶା କ୍ୟାମ୍ପେନର ଶୁଭାରମ୍ଭ କରିବେ।୪ଟା୨୫ରେ ମହୁଲଡ଼ିହାରେ ପତାକା ଉତ୍ତୋଳନ କରିବେ।

ଭୁବନେଶ୍ବରରୁ ସିଧା ଦୁବାଇ

ଭୁବନେଶ୍ୱର,୩।୫(ଏସଏସ ନିଉଜ)ଭୁବନେଶ୍ବରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ।ତାଙ୍କ ସୂଚନା ମୁତାବକ ମେ୧୫ରୁ ଭୁବନେଶ୍ବରରୁ ଦୁବାଇକୁ ସିଧା ବିମାନ ଉଡାଣ ହେବ।ଜୁନ୍‌ ୩ରୁ ଭୁବନେଶ୍ବରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ଉଡ଼ିବ ବୋଲି କହିଛନ୍ତି।

ଆକର୍ଷଣ ସାଜିଛି ବ୍ରହ୍ମରାକ୍ଷସୀ

ବ୍ରହ୍ମପୁର,୩୦ା୪(ଏସଏସନିଉଜ) ସରିଆସୁଛି ବୁଢୀ ଠାକୁରାଣୀ ଯାତ୍ରା । ଯାତ ଦେଖିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଲାଗିରହିଛି ।ଏହାକୁନେଇ ଜମୁଛି ପୁରୁଣାବ୍ରହ୍ମପୁର ଓ ବଡବଜାର ଅଞ୍ଚଳ ।ଯାହାଫଳରେ ଲୋକଙ୍କ ନାହିଁନଥିବା ଭୀଡ ଲାଗିରହୁଛି ।ଶହଶହ ବର୍ଷର ପୁରୁଣା ବୁଢିଠାକୁରାଣୀ ଯାତ୍ରାର ଅନେକ କିମ୍ବଦନ୍ତୀ ଓ ପରମ୍ପରା ରହିଛି ।ଏହି ଅବସରରେ ମାଆ ବାପଘରକୁ ଆସିବା ପରେ ନଗର ପରିକ୍ରମା କରିଥାନ୍ତି । ବିଶେଷକରି ରଥ , କଳାକୁଞ୍ଜ ,ବିଭିର୍ଣ ବେଶଧାରୀ କଲାକାର ଓ ମାନସିକଧାରୀଙ୍କ ନୃତ୍ୟ ଯାତ୍ରାର […]

ଭଗବତୀନଗର ପ୍ରିମିୟରଲିଗ୍ ମ୍ୟାଚ୍ ଉଦଯାପିତ

ବାରଙ୍ଗ,୩୦।୪(ଏସଏସନିଉଜ)ଭୁବନେଶ୍ବରବ୍ଲକ୍ ଅନ୍ତର୍ଗତ ଦାଢାପଞ୍ଚାୟତର ଭଗବତୀ ନଗର ଗ୍ରାମମୁଣ୍ଡ ଖେଳ ପଡିଆରେ ରବିବାର ଅପରାହ୍ନ ସମୟରେ ସିଦ୍ଧ୍ୟସାଧୁ ହୁଙ୍କାଗୋସାଇଁ କ୍ରିକେଟ୍ କ୍ଲବ ଆନୁକୂଲ୍ୟରେ ଚାଲିଥିବା ପ୍ରଥମବାର୍ଷିକ ଭଗବତୀନଗର ପ୍ରିମିୟର ଲିଗ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି।ଶେଷ ଦିନରେ ଅନୁଷ୍ଟିତ ଫାଇନାଲମ୍ୟାଚ୍ ବ୍ଲାକ୍ କୋବ୍ରା ସହିତ ଗୋଲଡେନ୍ ଷ୍ଟାର ମଧ୍ୟରେ ହୋଇଥିଲା।ଏଥିରେ ଗୋଲଡେନ୍ ଷ୍ଟାର ଦଳ ଟଚ୍ ଜିତି ପ୍ରଥମେ ବ୍ୟାଟିଂ କରି ୮ଓଭରରେ ୭ଓ୍ବିକେଟ ବିନିମୟରେ ୫୦ ରନ ସଂଗ୍ରହ କରିଥିଲା।ପ୍ରତିପକ୍ଷ ବ୍ଲାକ୍ କୋବ୍ରା ଦଳ ୮ଓଭରରେ ୬ଓ୍ବିକେଟ […]

ଆଜି ବନ୍ଦେଭାରତ ଏକ୍ସପ୍ରେସର ଟ୍ରାଏଲରନ୍

ଭୁବନେଶ୍ୱର,୨୮।୪(ଏସଏସ ନିଉଜ)ଆଜି ବନ୍ଦେ ଭାରତ ଏକ୍ସପ୍ରେସର ହେବ ଟ୍ରାଏଲ ରନ୍। ହାଓଡା ଓ ପୁରୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସର ହେବ ଟ୍ରାଏଲ ରନ୍‌। ହାଓଡ଼ାରୁ ସକାଳ ୬ଟା ୧୦ରୁ ବାହାରି ଦିନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ ବନ୍ଦେ ଭାରତ। ପୁଣି ପୁରୀରୁ ଦିନ ୧ଟା ୫୦ରେ ଛାଡ଼ି ହାଓଡାରେ ୮.୩୦ରେ ପହଞ୍ଚିବ ।ଖଡ଼ଗପୁର , ଭଦ୍ରକ , ଯାଜପୁର , କଟକରେ ୨ ମିନିଟ ଲେଖାଏ ରହିବ। କଟକ ପରେ ଭୁବନେଶ୍ୱର , ଖୋର୍ଦ୍ଧାରେ […]

ବନ୍ଧାହେଲେ ଭୂତଙ୍କ ସଭାପତି

ଭୁବନେଶ୍ୱର,୨୭।୪(ଏସଏସନିଉଜ) ବନ୍ଧାହୋଇଛନ୍ତି ଭୂତଙ୍କ ସଭାପତି ବିପିନ କୁମାର ରାଉତରାୟ । ଏକ ପୁରୁଣା ମାମଲାରେ ଗିରଫ ହୋଇଛନ୍ତି । ନନ୍ଦପୁର ଗ୍ରାମର ବିପିନ କୁମାର ରାଉତରାୟ । ବିପିନଙ୍କ ନାମରେ ୩ଟି ୱାରେଣ୍ଟ ରହିଥିଲା । ବିପିନ ପୋଲିସକୁ ଚକମା ଦେବାରେ ମାହିର ହୋଇଥିବା ବେଳେ ତାଙ୍କୁ ଗିରଫ କରିବାର ସଦର ପୋଲିସକୁ ସଫଳତା ମିଳିଛି । ବିପିନ ଅପରାହ୍ନ ୩ଟାରେ ନନ୍ଦପୁର ଆସିଥିବା ବେଳେ ପୋଲିସ ତାଙ୍କୁ ସେଠାରୁ ଉଠାଇ ନେଇ ଗିରଫ କରିଛି । […]

ଶ୍ରୀଜୟଦେବ ଶିକ୍ଷାକେନ୍ଦ୍ରର ସମାବର୍ତ୍ତନ ଉତ୍ସବ

ଚନ୍ଦ୍ରଶେଖରପୁର,୨୬।୪(ଏସଏସନିଉଜ)ଶ୍ରୀ ଜୟଦେବଶିକ୍ଷାକେନ୍ଦ୍ରର ଉନତ୍ରିଂଶତମ ସମାବର୍ତ୍ତନ ଉତ୍ସବ ମହାସମାରୋହର ସହ ମଙ୍ଗଳବାର ରାତିରେ ପାଳିତ ହୋଇଯାଇଛ। ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ଅନ୍ନପୂର୍ଣ୍ଣା ମିଶ୍ରଙ୍କ ସଭାପତିତ୍ବରେ ଆନୁଷ୍ଠିତ ଏହି ଉତ୍ସବରେ ସ୍ଥାନୀୟ ବିଧାୟକ ସୁଶାନ୍ତ କୁମାରରାଉତ,ଯୋଗାଚାର୍ଯ୍ୟ ଡଃ.ବିଶ୍ବରଞ୍ଜନରଥ,କର୍ପୋରେଟର ଲକ୍ଷ୍ମୀପ୍ରିୟା ପରିଡା ,ଭାରତୀୟ ଶିକ୍ଷା ପରିଷଦର ସଂପାଦକ ରବି ନାରାୟଣ ଜେନା ପ୍ରମୁଖଅତିଥି ଭାବେ ଯୋଗଦେଇ ବିଦ୍ୟାଳୟରେ ହେଉଥିବା ବିଭିର୍ଣ କାର‌୍ୟ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।ଆଜିର ଶିକ୍ଷା ବ୍ୟବସ୍ଥାର ଏକ ତୁଳନାତ୍ମକ ଚିତ୍ର ପ୍ରଦାନ କରିବା ସହ ପିଲାମାନଙ୍କୁ ସଂସ୍କାରିତ […]

ଆଜି ରଥ ନିର୍ମାଣ ଅନୁକୂଳ

ପୁରୀ,୨୩ା୪(ଏସଏସନିଉଜ)ପରମ୍ପରାଅନୁଯାୟୀ ପବିତ୍ର ଅକ୍ଷୟତୃତୀୟା‌ରେ ମହାପ୍ରଭୁଙ୍କ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନକାର୍ଯ୍ୟାଳୟ ସମ୍ମୁଖରେ ଛାମୁଣ୍ଡିଆ ବନ୍ଧା ହୋଇଛି। ତିନିରଥ ପାଇଁ ତିନି କାଠ ଶ୍ରୀମନ୍ଦିରକାର୍ଯ୍ୟାଳୟ ରେ ସମ୍ମୁଖରେ ପୂଜାର୍ଚ୍ଚନା ପାଇଁ ରଖାଯାଇଛି। ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ […]

ଶୀତଳଷଷ୍ଠୀ ପାଇଁ ପ୍ରସ୍ତୁତି: ଆଜି ଉଠିବ ଥାଳ

ସମ୍ବଲପୁର, , ୨୩ା୪(ଏସଏସନିଉଜ) ସମ୍ବଲପୁର ପ୍ରସିଦ୍ଧଶୀତଳଷଷ୍ଠୀ ଯାତ୍ରାର ଆଦ୍ୟପର୍ବ ‘ଥାଳଉଠା ’କାର୍ଯ୍ୟକ୍ରମ ରବିବାର ଅକ୍ଷୟତୃତୀୟା ଦିନ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରଚଳିତ ପରମ୍ପରା ଅନୁସାରେ ଥାଳଉଠା’କାର୍ଯ୍ୟକ୍ରମ ସନ୍ଧ୍ୟାରୁ ଆରମ୍ଭ ହୋଇ ରାତି ପ୍ରାୟ ସାଢ଼େ ୯ଟା ଥାଳଉଠାକାର୍ଯ୍ୟକ୍ରମ ସନ୍ଧ୍ୟାରୁ ଆରମ୍ଭ ହୋଇ ସରିବା ବେଳକୁ ରାତି ପ୍ରାୟ ସାଢ଼େ ୯ଟା ହୋଇଯାଇଥାଏ।ଏଥିପାଇଁ ନନ୍ଦପଡ଼ାର ବଂବରାଡ଼ ବାଲୁଙ୍କେଶ୍ବର ବାବାଙ୍କ ମନ୍ଦିର , ଝାଡ଼ୁଆପଡ଼ାର ଲୋକନାଥ ବାବାଙ୍କ ମନ୍ଦିର , ମୁଦିପଡ଼ାର ଜାଗେଶ୍ବର ବାବାଙ୍କ ମନ୍ଦିର , ବାଲିବନ୍ଧାର […]