ନିଆଁ ପରି ବ୍ୟାପୁଛିକୋଭିଡ୍ …
୧. ୱାସିଂଟନ:ବିଶ୍ବରେ ପ୍ରଥମ: ମଣିଷ ଶରୀରରେ ଘୁଷୁରି ହୃତ୍ପିଣ୍ଡ ପ୍ରତିରୋପଣ । ୨. ବିଶିଷ୍ଟ ସାହିତ୍ୟିକ, ନାଟ୍ୟକାର, ଆଦର୍ଶ ଶିକ୍ଷକ, ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର ତଥା ପ୍ରଥମ ସମ୍ବଲପୁରୀ ଚଳଚ୍ଚିତ୍ର ‘ଭୁଖା’ର ଲେଖକ ମଙ୍ଗଳୁ ଚରଣ ବିଶ୍ବାଳଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି । ୩. ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଚାଲିଥିବା +୨ ପ୍ରଥମ ବର୍ଷ (ଏକାଦଶ) ପତ୍ର ବିନିମୟ ପାଠ୍ୟକ୍ରମ (କରେସପଣ୍ଡେନ୍ସ କୋର୍ସ)ର ନାମଲେଖା ଅବଧି ବୃଦ୍ଧି କରାଯାଇଛି । ଏନେଇ ପରିଷଦ […]