ପଶ୍ଚିମବଙ୍ଗରେ ୭ ବର୍ଷର ଛୁଆକୁ ଓମିକ୍ରନ୍
୧. ପଶ୍ଚିମବଙ୍ଗରେ ଚିହ୍ନଟ ହେଲା ପ୍ରଥମ ‘ଓମିକ୍ରନ୍’ ଆକ୍ରାନ୍ତ, ୭ ବର୍ଷର ଛୁଆ ସଂକ୍ରମିତ ହୋଇଥିବା ସୂଚନା । ୨. କିରାନା ଦୋକାନଗୁଡ଼ିକୁ ଡିଜିଟାଲ୍ ଷ୍ଟୋର୍ରେ ରୂପାନ୍ତରିତ କରିବା ଆବଶ୍ୟକ । ୩. ଶାହାରୁଖ ଖାନଙ୍କ ପୁଅ ଆର୍ୟନ୍ଙ୍କୁ ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ମିଳିଲା ଆଶ୍ବସ୍ତି । ୪. ଏବେ ଭୋଟର ପରିଚୟ ପତ୍ର ସହ ଲିଙ୍କ୍ ହେବ ଆଧାର । ୫. ଦେଶ ଗ୍ରୁପ କ୍ୟାପଟେନ ବରୁଣ ସିଂଙ୍କ ସେବା କଦାପି ଭୁଲିବ ନାହିଁ – […]