Browsing category

ମନୋରଞ୍ଜନ

୫ଦିନ ମା ତାରିଣୀ ଦର୍ଶନ ବନ୍ଦ

ଘଟଗାଁ,୨୧/୧୨(ଏସ ଏସ ନିଉଜ)ବଡ଼ଦିନ ଓ ନୂଆବର୍ଷ ରେ ସମ୍ଭାବ୍ୟ ଭିଡ଼ ଆଶଙ୍କାରେ ଘଟଗାଁ ତାରିଣୀ ମନ୍ଦିରରେ ସାଧାରଣ ଦର୍ଶନରେ କଟକଣା କରାଯାଇଛି।ଡିସେମ୍ବର ୨୫, ୨୬, ୩୧, ଜାନୁଆରୀ ୧ ଓ ୨ତାରିଖ ରେ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ କରାଯାଇଛି।୫ ଦିନ ଭକ୍ତମାନେ ମା ତାରିଣୀଙ୍କ ଦର୍ଶନରୁ ବଂଚିତ ହେବେ ଓ ମନ୍ଦିର ବନ୍ଦ ରହିବା ନେଇ ଟ୍ରଷ୍ଟ ବୋର୍ଡ ସଭାପତିଙ୍କ ସୂଚନା ଦେଇଛନ୍ତି।

ତୃତୀୟ ଲହର ସମ୍ଭାବନା ନିଶ୍ଚିତ

୧-୭ ଡିଗ୍ରୀ ସହ ଫୁଲବାଣୀ ସବୁଠାରୁ ଥଣ୍ଡା ସହର,୧୨ ଡିଗ୍ରୀ ତଳେ ଆଉ ୧୨ ସହର,ଆଉ ୪ ଦିନ ପ୍ରବଳ ଶୀତ। ୨-ନୂଆ ଦିଲ୍ଲୀ: ସୋମବାର ଠାରୁ ଦେଶ ତମାମ ଆରମ୍ଭ ହେବ ସୁଶାସନ ସପ୍ତାହ, ‘ପ୍ରଶାସନ ଗାଁ କି ଔର’ ଅଭିଯାନ ନାମରେ ଗ୍ରାମାଞ୍ଚଳର ସମସ୍ତ ସମସ୍ୟାର ସମାଧାନ ଉପରେ ପଦକ୍ଷେପ ନିଆଯିବ। ୩-ଓମିକ୍ରନ ଆଣିପାରେ ତୃତୀୟ ଲହର ,ଫେବୃଆରୀରେ ଛୁଇଁ ପାରେ ଶୀର୍ଷକୁ, ସଂକ୍ରମଣ ବଢାଇବ କିନ୍ତୁ ଘାତକ ହେବନି। ୪-ମହାକାଳପଡ଼ା: ଶଙ୍ଖପଦା ଗ୍ରାମର […]

ଆଜିର ଅନୁଚିନ୍ତା

🦋ଅଖିରୁ ଝରୁଥିବା ଲୁହ ଓ ନୀରବତା ପଛରେ ଲୁଚିରହିଥିବା ଦୁଃଖ ବୁଝିପାରୁଥିବା ଭଳି ମଣିଷଟି ଯଦି ଆପଣଙ୍କ ପାଖରେ ଅଛି , ତେବେ ବୁଝିନିଅନ୍ତୁ ଆପଣ ଦୁନିଆରେ ଜଣେ ଭାଗ୍ୟବାନ ମଣିଷ । 🦋”ସଂଘର୍ଷ” ପ୍ରକୃତିର ଆମନ୍ତ୍ରଣ ଅଟେ ,ଯିଏ ସ୍ୱୀକାର କରିଥାଏ.ସେ ହିଁ ଆଗକୁ ବଢ଼ିଥାଏ… 🦋ଜନ୍ମ ପୂର୍ବରୁ ଭଗବାନ ସବୁ ସମ୍ପର୍କ ଗଢ଼ି କରି ପଠାଇଥାଆନ୍ତି ହେଲେ ଦୁଇଟି ସମ୍ପର୍କ ଜନ୍ମ ପରେ ସୃଷ୍ଟି ହୁଏ ଗୋଟେ ହେଲା ” ବନ୍ଧୁତା ” ଆଉ […]

ପଶ୍ଚିମବଙ୍ଗରେ ୭ ବର୍ଷର ଛୁଆକୁ ଓମିକ୍ରନ୍‌

୧. ପଶ୍ଚିମବଙ୍ଗରେ ଚିହ୍ନଟ ହେଲା ପ୍ରଥମ ‘ଓମିକ୍ରନ୍‌’ ଆକ୍ରାନ୍ତ, ୭ ବର୍ଷର ଛୁଆ ସଂକ୍ରମିତ ହୋଇଥିବା ସୂଚନା । ୨. କିରାନା ଦୋକାନଗୁଡ଼ିକୁ ଡିଜିଟାଲ୍ ଷ୍ଟୋର୍‌ରେ ରୂପାନ୍ତରିତ କରିବା ଆବଶ୍ୟକ । ୩. ଶାହାରୁଖ ଖାନଙ୍କ ପୁଅ ଆର୍ୟନ୍‌ଙ୍କୁ ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ମିଳିଲା ଆଶ୍ବସ୍ତି । ୪. ଏବେ ଭୋଟର ପରିଚୟ ପତ୍ର ସହ ଲିଙ୍କ୍ ହେବ ଆଧାର । ୫. ଦେଶ ଗ୍ରୁପ କ୍ୟାପଟେନ ବରୁଣ ସିଂଙ୍କ ସେବା କଦାପି ଭୁଲିବ ନାହିଁ – […]

ଆଜିର ଅନୁଚିନ୍ତା

🦋କେହି ରହି ନାହିଁ ରହିବେ ନାହିଁ ଟି ଭବରଙ୍ଗ ଭୂମି ତଳେ,ସର୍ବେ ନିଜ ନିଜ ଅଭିନୟ ସାରି,ବାହୁଡିବେ କାଳବଳେ । 🦋ହେ ଈଶ୍ବର ସୁଖ ଏତିକି ଦିଅ ଯେ ମନରେ ଅହଙ୍କାର ନ ଆସୁ ଆଉ ଦୁଃଖ ଏତିକି ଦିଅ ଯେ ତୁମ ଉପରୁ ଯେମିତି ଭରସା ନ ତୁଟୁ । 🦋ମିତ୍ର ଯଦି ସୁଖରେ ଅଛି ତେବେ ନ ଡାକିଲା ଯାଏଁ ଯିବ ନାହିଁ ଆଉ ମିତ୍ର ଯଦି ଦୁଃଖରେ ପଡିଛି ତେବେ ଡାକିବା ଯାଏଁ […]

ଉଦ୍‌ଘାଟନ ହେଲା ଇକୋ ରିଟ୍ରିଟ୍

କୋଣାର୍କ, ୧୫/୧୨(ଏସଏସନିୟୁଜ) ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ପ୍ଲାଟଫର୍ମରେ ଇକୋ ରିଟ୍ରିଟ୍‌କୁ ଉଦ୍‌ଘାଟନ କରିଛନ୍ତି । କୋଣାର୍କ-ପୁରୀ ବେଳାଭୂମି ରାମଚଣ୍ଡୀ ମୁହାଣ ନିକଟରେ ତିନି ମାସ ପର‌୍ୟ୍ୟନ୍ତ ଚାଲିବ । ସେହିପରି ଭିତରକନିକାର ପେଣ୍ଠ ସମୁଦ୍ର ବେଳାଭୂମିରେ ଆଜିଠୁ ମଧ୍ୟ ଇକୋ ରିଟ୍ରିଟ୍ ଆୟୋଜିତ ହେବ ।

ପୁଣି ଲାଗିଲା କଟକଣା

➡️୧-ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଆଜି ଅପରାହ୍ଣ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ➡️୨-ଆଜି ଯାଜପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ ମୋଟ୍ ୪ ଲକ୍ଷ ୧୦ହଜାର ହିତାଧିକାରୀ ଉପକୃତ ହେବେ । ➡️୩-ଓପିଏସ୍‌ସି ଦ୍ୱାରା ପରିଚାଳିତ ଓଡିଶା ଜୁଡିସିଆଲ୍‌ ସର୍ଭିସ୍‌ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ମୋଟ ୫୩ଟି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ […]

ଆଜିର ଅନୁଚିନ୍ତା

🦋ହଲଚଲ ହେଉଥିବା ପାଣିରେ ଯେପରି ନିଜ ପ୍ରତିବିମ୍ବ ଦେଖାଯାଏ ନାହିଁ, ଠିକ୍ ସେହିପରି କ୍ରୋଧରେ ଥିବା ବ୍ୟକ୍ତି କେବେହେଲେ ସତ୍ୟକୁ ଦେଖିପାରେ ନାହିଁ । 🦋ଏ ଦୁନିଆରେ ଏହି ଦୁଇ ପ୍ରକାର,ସବୁଠାରୁ ବଡ ଅସହାୟ ଅଟନ୍ତି :- ●ରୂପ ବିନା ନାରୀ । ●ଟଙ୍କା ବିନା ପୁରୁଷ । 🦋ଭଲ ବନ୍ଧୁଟିଏ ପାଇବା ଜମାରୁ ସହଜ କଥା ନୁହେଁ । ସ୍ୱାର୍ଥକୁ ଆଖି ଆଗରେ ରଖି ବନ୍ଧୁତା ସୂତ୍ରରେ ଆବଦ୍ଧ ହେବା ପାଇଁ ଆମ ଜୀବନରେ ଅନେକ […]

ଆଜିର ଅନୁଚିନ୍ତା

ଆଜିର ନୀତିବାଣୀ ➡️ଯାହାଙ୍କର ମନ ଲୋଭଦ୍ୱାରା କଳୁଷିତ ନୁହେଁ, ଦ୍ୱେଷଦ୍ୱାରା ଆକ୍ରାନ୍ତ ନୁହେଁ ଏବଂ ଯିଏ ନିର୍ବିକାର – ସେ ସଦା ଜାଗ୍ରତ ଓ ନିର୍ଭୟ !! ➡️ହିଂସା, ଚୌର୍ଯ୍ୟ, ଯୌନଲିପ୍ସା, ମିଥ୍ୟା କଥନ, ଅପବାଦ, କର୍କଶ କଥା, ଅସଂଯତ ଆଳାପ, ଲୋଭ, ବିଦ୍ୱେଷ ଓ ଅନ୍ଧ ବିଶ୍ୱାସ- ଏସବୁ ଅଶୁଭ ମାର୍ଗ । ଏଣୁ ଏଥିରୁ ମନକୁ ନିବୃତ ରଖ !! ➡️ଜୀବନର ଯାତ୍ରାପଥରେ ମହତର କିମ୍ବା ସମାସ୍କନ୍ଧଙ୍କ ସାହଚର୍ଯ୍ୟ ଲୋଡିପାର । ଦୃଢ ସଂକଳ୍ପରେ […]

ବିନା କୋଚିଂରେ ଆଇଏଏସ

➡️୧-ଆଜି ବାରଣାସୀରେ ଥିବା କାଶୀ ବିଶ୍ୱନାଥ ମନ୍ଦିର କରିଡର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ➡️୨-ବାତ୍ୟା ଜୱାଦ୍ : ପ୍ରଥମ ଦିନରେ ଗ୍ରାଉଣ୍ଡରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ କଟକ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ର ଆକଳନ ଓ ଚାଷୀଙ୍କ ସହ କଲେ ଆଲୋଚନା । ➡️୩-ବିନା କୋଚିଂରେ ଆଇଏଏସ ଅଫିସର ହେଲେ ଉତ୍ତରପ୍ରଦେଶର ବରେଲିରେ ରହୁଥିବା ହିଂମାଶୁ ଗୁପ୍ତା । ଘର ଚଳାଇବା ପାଇଁ ସେ ଚା’ ବିକିବା […]