ବିପଦ ବେଳେ ବିଷ ବେଉସା
୧–କେନ୍ଦ୍ର ସରକାର ରେମଡେସିଭିର ଉପରୁ ଜିଏସ୍ଟି ୧୨% ରୁ ୫%କୁ ହ୍ରାସ କରିଛନ୍ତି ।୪୪ତମ ଜିଏସ୍ଟି ପରିଷଦ ବୈଠକ ବୈଠକ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।୪୪ତମ ଜିଏସ୍ଟି ପରିଷଦ ବୈଠକ ବୈଠକ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ୨–ରାଜ୍ୟରେ ୟୁଜି ଓ ପିଜି ପରୀକ୍ଷା ପ୍ରାୟତଃ ହେବ,ସରକାର ଆସନ୍ତା ୧୮ ତାରିଖରେ ଏ ଦିଗରେ ଚୂଡ଼ାନ୍ତ ନିଷ୍ପତି ନେବେ : ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ୩-ଓଡିଶା ପୋଲିସ୍ ର ନିଯୁକ୍ତି: […]