Browsing category

ମନୋରଞ୍ଜନ

ଆଜିର ରାଶିଫଳ

୨୦୨୬ମସିହା,ଅଗଷ୍ଟମାସ,୭ତାରିଖ,ଶୁକ୍ରବାର,ସ୍ବାମୀ ଶିବାନନ୍ଦଙ୍କର ମହାସମାଧି ଦିବସ,ବୀର-ରାମଚନ୍ଦ୍ରପୁରରେ ବିଜୟ ନବମୀଯାତ୍ରା।ଋତୁ-ବର୍ଷାଋତୁର (ପ୍ରଥମ ମାସ)ସୂର୍ଯ୍ୟ-ଦକ୍ଷିଣାୟନ🌄ପୁରୀକୁ ସୁର୍ଯ୍ୟୋଦୟ-ଘ୫/୨୭/୫୬🌅ପୁରୀକୁ ସୂର୍ଯ୍ୟାସ୍ତ-ଘ୬/୧୬/୫୨ଶ୍ରାବଣମାସ,କୃଷ୍ଣପକ୍ଷ,ଭୃଗୁବାସ,ତିଥି-ନବମୀ ଦିବା ଘ୪/ ୫୪ମି ପର୍ଯ୍ୟନ୍ତ ତଦନ୍ତେଦଶମୀ,ନକ୍ଷତ୍ର-କୃତ୍ତିକା ନକ୍ଷତ୍ର ରାତ୍ରି ଘ୭/୩୭ମି ପର୍ଯ୍ୟନ୍ତ ତଦନ୍ତେ ରୋହିଣୀନକ୍ଷତ୍ର, ବୃଦ୍ଧିଯୋଗ ଦିବାଘ୧/୩୪ମି ପର୍ଯ୍ୟନ୍ତ ତଦନ୍ତେ ଧ୍ରୁବଯୋଗ,କରଣ-ତୈଳକରଣ ପ୍ରାତଃଘ୫/୫୬ମି ପର୍ଯ୍ୟନ୍ତ ତଦନ୍ତେ ଗରକରଣ ଦିବା ଘ୪/୫୪ମିପର୍ଯ୍ୟନ୍ତ ।ଯୋଗିନୀସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ପୂର୍ବ ଦିଗରେ,ଦିବା ଘ୪/୫୪ମିପରେ ଉତ୍ତରଦିଗରେ,ରିକ୍ତାତିଥି, ବିଷ୍ଟିକରଣ ଦୋଷହେତୁ ଦିବା ଘ୪/୫୪ମିପରେ ରାତ୍ରି ଘ୩/୪୨ମିମଧ୍ୟେ ଯାତ୍ରାଶୁଭ । ଉତ୍ତରଦିଗ,ବାୟୁକୋଣ ଓ ପଶ୍ଚିମଦିଗକୁ ତ୍ୟାଗକରି ଯାତ୍ରା କରାଯିବ ।ଚନ୍ଦ୍ରଶୁଦ୍ଧି-ବୃଷ,ମିଥୁନ,କର୍କଟ,ସିଂହ,ଧନୁ,କୁମ୍ଭ ଓ […]

ଶ୍ରାବଣୀ ଯାତ୍ରା ପାଇଁ କଟକଣା

କଟକ,୦୬।୦୮(ଏସଏସନିଉଜ)ପବିତ୍ର ସିଂହନାଥପୀଠରେ ହେଉଥିବା ଶ୍ରାବଣୀ ଯାତ୍ରା ତଥା ବୋଲବମ୍ ଯାତ୍ରାଅବସରରେ ବିପୁଳ ସଂଖ୍ୟାରେ କାଉଡ଼ିଆ ଓ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଯାନବାହନ ଚଳାଚଳ ଉପରେ ସ୍ୱତନ୍ତ୍ର କଟକଣା ଜାରି କରାଯାଇଛି,ଜିଲ୍ଲାପାଳ ଓ ଜିଲ୍ଲାମାଜିଷ୍ଟ୍ରେଟ ତଥା ଆଞ୍ଚଳିକ ସଡକ ପରିବହନକର୍ତ୍ତୃପକ୍ଷ,ଅଧ୍ୟକ୍ଷ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରାବଣମାସର ପ୍ରତ୍ୟେକସୋମବାର ଅର୍ଥାତ ୧୦.୦୮.୨୦୨୬ ପାଇଁ ୦୯ଅଗଷ୍ଟ ମଧ୍ୟାହ୍ନ ୧୨ଟାଠାରୁ ୧୦ଅଗଷ୍ଟ ସନ୍ଧ୍ୟା୬ଟା,୧୭.୦୮.୨୦୨୬ ପାଇଁ ୧୬ଅଗଷ୍ଟ ମଧ୍ୟାହ୍ନ ୧୨ଟାଠାରୁ ୧୭ଅଗଷ୍ଟ ସନ୍ଧ୍ୟା୬ଟା ଏବଂ ୨୪.୦୮. […]

ଆୟୁର୍ବେଦ ଆଧାରିତ ଜୀବନ ଶୈଳୀକୁ ଗୁରୁତ୍ୱ

ବାରଙ୍ଗ,୨।୮(ଏସଏସନିଉଜ)ମନୁଷ୍ୟ ଜୀବନ ସହ ଆୟୁର୍ବେଦ ଓ ଏହା ସମ୍ବନ୍ଧୀୟ ବୃକ୍ଷଲତାର ନିବିଡ଼ ସମ୍ପର୍କ ରହିଛି। ଏହାର ଗୁଢ଼ ତତ୍ତ୍ୱକୁ ବୁଝି ଏହାକୁ ଲୋକଙ୍କ ଉପକାରରେ ଲଗାଇବା ହିଁ ଏହି ବୃତ୍ତିଧାରୀଙ୍କ ପ୍ରକୃତ କର୍ତ୍ତବ୍ୟ ହେବା ଉଚିତ ବୋଲି ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ ଆୟୁର୍ବେଦିକ ବିଜ୍ଞାନ ଅନୁସନ୍ଧାନ ପରିଷଦର ମହାନିର୍ଦ୍ଦେଶକ ବୈଦ୍ୟ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟ କହିଛନ୍ତି। ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ଶ୍ରୀ ଶ୍ରୀ ଆୟୁର୍ବେଦ ମହାବିଦ୍ୟାଳୟ ଦ୍ୱାରା ନରାଜ ଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟ […]

ଆଜିର ରାଶିଫଳ

୨୦୨୬ମସିହା,ଅଗଷ୍ଟମାସ,୨ତାରିଖ,ରବିବାର,ବିବିଧ-ଦିବା ଘ୩/୫୩ମି ମଧ୍ୟେ ଶରଣ ପଞ୍ଚକଶେଷ,ଋତୁ-ବର୍ଷାଋତୁର (ପ୍ରଥମମାସ)ସୂର୍ଯ୍ୟ-ଦକ୍ଷିଣାୟନ🌄ପୁରୀକୁ ସୁର୍ଯ୍ୟୋଦୟ- ଘ୫/୨୬/୧୮,🌅ପୁରୀକୁ ସୂର୍ଯ୍ୟାସ୍ତ-ଘ୬/୧୯/୨୪, ଶ୍ରାବଣମାସ,କୃଷ୍ଣପକ୍ଷ,ଆଦିତ୍ୟବାସ,ତିଥି-ଚତୁର୍ଥୀ ରାତ୍ରି ଘ୧୧/୧ମି ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ,ଯୋଗିନୀସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ନୈର୍ଋତ କୋଣରେ, ରାତ୍ରି ଘ୧୧/୧ମିପରେ ଦକ୍ଷିଣଦିଗରେ,ରିକ୍ତାତିଥି,ପାପଯୁକ୍ତ ଦୋଷ ହେତୁ ଯାତ୍ରାଦି ଶୁଭକର୍ମ ନିଷେଧ,ଚନ୍ଦ୍ରଶୁଦ୍ଧି-ମେଷ,ବୃଷ,ସିଂହ,କନ୍ୟା,ବିଛା,ଧନୁ ଓ କୁମ୍ଭ ଏହି ରାଶିମାନଙ୍କର ଏବଂ ଦିବା ଘ୩/୫୩ମିପରେ ମେଷ,ବୃଷ,ମିଥୁନ, କନ୍ୟା,ତୁଳା,ମକର ଓ ମୀନ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି,ଘାତଚନ୍ଦ୍ର-ମିଥୁନ ଓ ମୀନରାଶିର ଏବଂ ଦିବା ଘ୩/୫୩ମିପରେ ଧନୁରାଶିର ଘାତଚନ୍ଦ୍ର,ଘାତବାର-ମେଷରାଶିର ଘାତବାର।ତାରାଶୁଦ୍ଧି-୨।୪।୬।୮।୯।୧୧।୧୩।୧୫।୧୭।୧୮।୨୦।୨୨।୨୪।୨୬।୨୭ ଏହି ନକ୍ଷତ୍ର ମାନଙ୍କର ଏବଂ ରାତ୍ରି ଘ୧୦/୫ମିପରେ […]

ଆଜିର ରାଶିଫଳ

୨୦୨୬ମସିହା,ଅଗଷ୍ଟମାସ,୧ତାରିଖ,ଶନିବାର,ଋତୁ-ବର୍ଷାଋତୁର(ପ୍ରଥମ ମାସ)ସୂର୍ଯ୍ୟ-ଦକ୍ଷିଣାୟ.🌄ପୁରୀକୁ ସୁର୍ଯ୍ୟୋଦୟ- ଘ୫/୨୫/୫୭🌅ପୁରୀକୁ ସୂର୍ଯ୍ୟାସ୍ତ-ଘ୬/୧୯/୫୩,ଶ୍ରାବଣମାସ,କୃଷ୍ଣପକ୍ଷ,ଶୌରିବାସ ,ତିଥି- ତୃତୀୟା ରାତ୍ରିଘ୧୦/୫୭ମିପର୍ଯ୍ୟନ୍ତତଦନ୍ତେ ଚତୁର୍ଥୀ ।ନକ୍ଷତ୍ର-ଶତଭିଷାନକ୍ଷତ୍ର ରାତ୍ରି ଘ୯/୧୮ମିପର୍ଯ୍ୟନ୍ତ ତଦନ୍ତେ ପୂର୍ବଭାଦ୍ରନକ୍ଷତ୍ର ।ଯୋଗିନୀସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ଆଗ୍ନେୟକୋଣରେ,ରାତ୍ରି ଘ୧୦/୫୭ମିପରେ ନୈର୍ଋତ କୋଣରେ । ଶନିବାର, ରିକ୍ତାତିଥି,ବିଷ୍ଟିକରଣଦୋଷ ହେତୁ ଯାତ୍ରାଦି ଶୁଭକର୍ମନିଷେଧ ।ଚନ୍ଦ୍ରଶୁଦ୍ଧି-ମେଷ,ବୃଷ, ସିଂହ,କନ୍ୟା,ବିଛା,ଧନୁ ଓ କୁମ୍ଭ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ।ଘାତଚନ୍ଦ୍ର-ମିଥୁନ ଓ ମୀନରାଶିର ଘାତଚନ୍ଦ୍ର ।ଘାତବାର-ବୃଷ,ସିଂହ ଓ କନ୍ୟାରାଶିର ଘାତବାର।ତାରାଶୁଦ୍ଧି-୧।୩।୫।୭।୭।୧୦।୧୨।୧୪।୧୬।୧୭।୧୯।୨୧।୨୩।୨୫।୨୬ ଏହି ନକ୍ଷତ୍ରମାନଙ୍କର ଏବଂ ରାତ୍ରି ଘ୯/୧୮ମି ପରେ ୨।୪।୫।୮।୯।୧୧।୧୩।୧୫।୧୭।୧୮।୨୦।୨୨।୨୪।୨୬।୨୭ ଏହି ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।ସାମ୍ବତ୍ସରିକଶ୍ରାଦ୍ଧ–ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ […]

ଚାଉଳଟ୍ରକ୍ ରେ ଗଞ୍ଜେଇ

ଭୁବନେଶ୍ୱର,୩୧।୭(ଏସଏସନିଉଜ)ଚାଉଳ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା STF।ଗଜପତିରୁ ଦିଲ୍ଲୀ ଚାଲାଣ ବେଳେ ଖୋର୍ଦ୍ଧା ପିତାପଲ୍ଲୀରୁ ଜବତ କରିଛି।ଗନ୍ଧ ଓ ଯାଞ୍ଚରୁ ବଞ୍ଚିବା ପାଇଁ ଚାଉଳ ଟ୍ରକ୍‌ରେ ଯାଉଥିଲା ଗଞ୍ଜେଇ ବୋଲି ତଦନ୍ତ ବେଳେ ଜଣାପଡିଛି।

ଆସୁଛି ବୋଲ୍‌-ବମ୍

କଟକ,୩୦ା୭(ଏସଏସନିଉଜ) ବଡ଼ ଧରଣର ଧାର୍ମିକ ସମାବେଶ ସମୟରେ ଜନସାଧାରଣଙ୍କ ଜୀବନ ରକ୍ଷା କରିବା ପାଇଁ ଏନ୍‌ଡିଆର୍‌ଏଫ୍ ସଦାସର୍ବଦା ସଙ୍କଳ୍ପବଦ୍ଧ ଥିବାବେଳେ ଆଗାମୀ ବୋଲ୍‌-ବମ୍ ଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁମାନଙ୍କ ସୁରକ୍ଷା ପାଇଁ କଟକ ଗଡ଼ଗଡ଼ିଆ ଘାଟରେ ଏକ ସ୍ୱତନ୍ତ୍ର ବନ୍ୟା ଜଳ ଉଦ୍ଧାରକାରୀ ଦଳ ମୁତୟନ କରାଯାଇଛି। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ମୁଣ୍ଡଳୀସ୍ଥିତ ୦୩ ବାଟାଲିୟନ ଏନ୍‌ଡିଆର୍‌ଏଫ୍ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।ଏହି ଉଦ୍ଧାରକାରୀ ଦଳ ସମ୍ପୂର୍ଣ୍ଣ ସ୍ୱୟଂଶାସିତ ଏବଂ ଆଧୁନିକ ଜଳ ଉଦ୍ଧାର ଉପକରଣ, […]

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ମେଗା ରକ୍ତଦାନ ଶିବିର

କଟକ,୨୯।୭(ଏସଏସନିଉଜ)ପବିତ୍ର ଗୁରୁପୂର୍ଣ୍ଣିମା ଉପଲକ୍ଷେ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ଲୋକସମ୍ପର୍କବିଭାଗ ପକ୍ଷରୁ କଟକ ବଡ଼ମେଡିକାଲ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ଓ ରକ୍ତକେନ୍ଦ୍ର ସହଯୋଗରେ ଏକ ମେଗାରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏଥିରେ ସମୁଦାୟ ୮୦ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ବିଭାଗ ମୁଖ୍ୟପ୍ରଫେସର ଡ.ସ୍ମିତା ମହାପାତ୍ର ମଧ୍ୟ ଶିବିରରେ ଉପସ୍ଥିତଥିଲେ।ଏଥିସହ ବଡ଼ମେଡିକାଲ ରକ୍ତ କେନ୍ଦ୍ରରୁ ଆସିଥିବା ଟିମ୍ ରକ୍ତସଂଗ୍ରହ କରିଥିଲେ।ରାଷ୍ଟ୍ରପତିଙ୍କ ସଚିବାଳୟ ଉପଦେଷ୍ଟା ପ୍ରଫେସର ଡ. ବିଜୟଲକ୍ଷ୍ମୀମହାନ୍ତି ମଧ୍ୟ ଉପସ୍ଥିତରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଏହି ମେଗାରକ୍ତଦାନ ଶିବିରରେ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ […]

ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ବର,୨୯।୭(ଏସଏସନିଉଜ)ଦେଶର ଅନ୍ୟତମ ପ୍ରମୁଖ ବାଘ ସଂରକ୍ଷଣ କେନ୍ଦ୍ର ଭାବେ ପ୍ରତିଷ୍ଠିତ ନନ୍ଦନକାନନ ବିଶ୍ଵଦରବାରରେ ଆନ୍ତର୍ଜାତିକ ସ୍ତରର ଚିଡ଼ିଆଖାନା ହେବାକୁ ଯାଉଛି।ଏଥିପାଇଁ ପଶୁପକ୍ଷୀ ଅଦଳବଦଳ ସାଙ୍ଗକୁ ନୂଆ ପ୍ରଜାତି ପଶୁପକ୍ଷୀମାନଙ୍କୁ ଆଣିବା ପ୍ରକିୟା ଆରମ୍ଭହୋଇଛି ଓ ସେମାନଙ୍କ ଖୁଆ ଡକୁ ମଧ୍ୟ ନୂତନ ଜ୍ଞାନକୌଶଳରେ ନିର୍ମାଣଚାଲିଛି ବୋଲି ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ କହିଛନ୍ତି। ବୁଧବାର ଦିନ ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଆନ୍ତର୍ଜାତୀୟ ବ୍ୟାଘ୍ରଦିବସ ପାଳନ ଅବସରରେ ମନ୍ତ୍ରୀ ଖୁଣ୍ଟିଆ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି […]

ଭୁବନେଶ୍ବରରେ ପହଞ୍ଚିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର,୨୮।୭(ଏସଏସନିଉଜ)ଭୁବନେଶ୍ବରରେ ପହଞ୍ଚିଲେ ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଭୁବନେଶ୍ବରରେ ପହଞ୍ଚିବା ପରେ ବିମାନବନ୍ଦର ପରିସରରେ ରାଜ୍ୟ ବିଜେପିର ବହୁ ବରିଷ୍ଠ ନେତା, କର୍ମୀ ଓ ଶୁଭେଚ୍ଛୁମାନେ ଉପସ୍ଥିତ ରହି ତାଙ୍କୁ ଫୁଲତୋଡ଼ା ଏବଂ ଶୁଭେଚ୍ଛା ଜଣାଇ ଭବ୍ୟ ସ୍ବାଗତ କରିଛନ୍ତି।