Browsing category

ମନୋରଞ୍ଜନ

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

କେନ୍ଦ୍ରା‌ପଡ଼ା,୩୧।୭(ଏସଏସନିଉଜ) କୁମ୍ଭୀର ପ୍ରଜନନ ପାଇଁ ତିନି ମାସ ବନ୍ଦ ଥିବା ଭିତରକନିକା ଜାତୀୟଉଦ୍ୟାନ ଆସନ୍ତାକାଲି ଶୁକ୍ରବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି। କୁମ୍ଭୀର ପ୍ରଜନନରେ କୌଣସି ବାଧାରେ ଯେଭଳି ସୃଷ୍ଟି ନହେବ ସେଥିପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିଥିଲା।

ନନ୍ଦନକାନନ ପାଳିଲା ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ

ଭୁବନେଶ୍ୱର,୨୯।୭(ଏସଏସନିଉ ଜ)ପ୍ରାଣୀଉଦ୍ୟାନ ନନ୍ଦନକାନନ ରେ ମଙ୍ଗଳବାରଦିନ ଅନ୍ତର୍ଜାତୀୟ ବ୍ୟାଘ୍ରଦିବସ ପାଳନ କରାଯାଇଛି।ପ୍ରତିବର୍ଷ ଜୁଲାଇମାସ ୨୯ ତାରିଖରେ ବିଶ୍ୱ ବ୍ୟାଘ୍ରଦିବସ ପାଳନ କରାଯାଏ। ବାଘମାନଙ୍କ ସଂରକ୍ଷଣ ଏବଂ ବଂଶବୃଦ୍ଧି ଓ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ଦିବସ ପାଳନ କରାଯାଉଛି। ନନ୍ଦନକାନନ ବାଘମାନଙ୍କ ପ୍ରଜନନରେ ଏକ ମାଇଲ ଖୁଣ୍ଟ ହାସିଲ କରିଛି। ଧଳାବାଘ, ମହାବଳବାଘ ଏବଂ ମେଲାନିଷ୍ଟିକ ବା କଳାଲୋମଯୁକ୍ତ ବାଘ ପାଇଁ ନନ୍ଦନକାନନ ବିଶ୍ୱରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଏହି ଚିଡ଼ିଆଖାନାରେ ୩୬୦ରୁ […]

କାନ୍ଦ ବୋବାଳିରେ ଫାଟିଲା ବିଦ୍ୟାଳୟ

କଟକ,୨୯।୭(ଏସଏସନିଉଜ) ସାନମୁଣ୍ଡଳୀ ସ୍କୁଲର ଦୁଇଜଣ ଶିକ୍ଷକଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶ ସୋମବାର ଅପରାହ୍ନରେ ଜଣାପଡିବା ପରେ ମଙ୍ଗଳବାର ସକାଳୁ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।ପିଲାମାନେ ଏହି ବଦଳି ଆଦେଶକୁ ବାତିଲ କରିବା ପାଇଁ ସ୍କୁଲ ସାମ୍ନାରେ ଧାରଣରେ ବସିଥିଲେ।ପରେ ଖବର ପାଇ ବାରଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ପିଲାମାନେ ଶୋକାକୁଳ ପରିବେଶ ଭିତରେ କାନ୍ଦିକାନ୍ଦି ବଦଳି ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍କୁଲରୁ ବିଦାୟ ଦେଇଥିଲେ। ପ୍ରକାଶଯେ, ସାନମୁଣ୍ଡଳୀ ସ୍କୁଲର ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ରଙ୍କର […]

ଆମର ଦରକାର ଜଗନ୍ନାଥ ସାର୍

କଟକ,୨୯।୭(ଏସଏସନିଉଜ)ଶିକ୍ଷକଙ୍କ ବଦଳି ବାତିଲ ଦାବୀରେ ଛାତ୍ରୀଛାତ୍ରମାନେ ପାଠପଢା ବନ୍ଦ କରି ପ୍ରାୟ ୧ଘଣ୍ଟା ଧରି ଧାରଣାରେ ବସିଥିଲା।ପରେ ପୋଲିସ ଆସି ବୁଝାସୁଝା କରି ଆଲୋଚନା ମାଧ୍ୟମରେ ସମାଧାନ କରିବାର ପ୍ରତିଶ୍ରୁତି ଦେବା ପରେ ପିଲାମାନେ ଧାରଣାରୁ ଉଠିଥିଲେ।   ପ୍ରକାଶ ଯେ,ରାମଦାସପୁର ପଞ୍ଚାୟତ ଅନ୍ତର୍ଗତ ରତାଗଡ ସରକାରୀ ପ୍ରକଳ୍ପ ଉ.ପ୍ରା ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଯାଏ ଶ୍ରେଣୀଗୃହ ରହିଥିବା ବେଳେ ମାତ୍ର ୫ ଜଣ ଶିକ୍ଷକ ରହିଛନ୍ତି।ସେଥିମଧ୍ୟରୁ ଦୀର୍ଘ ବର୍ଷ ହେବ ରହିଥିବା ଜଗନ୍ନାଥ ମାରାଣ୍ଡି ନାମକ […]

ଆଜିର ରାଶିଫଳ

ଜୁଲାଇମାସ ୨୮ତାରିଖ ୨୦୨୫ମସିହା(ସୋମବା ର)ଶ୍ରାବଣମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ରାତ୍ରି ଘ୧୧/୦୦ ଗତେ ପଞ୍ଚମୀ,ନକ୍ଷତ୍ର- ପୁର୍ବା ଫା ସନ୍ଧ୍ୟା ଘ୦୬/୦୧ ଗତେ ଉତ୍ତରା ଫା,ଚନ୍ଦ୍ର- ସିଂହ ରାତ୍ରି ଘ୧୨/୨୭ ଗତେ କନ୍ୟା,ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୦୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୧/ ୫୫,ଯୋଗିନୀ ନୈରୁତକୋଣେ ରାତ୍ରି ଘ ୧୧/୦୧ ଗତେଦକ୍ଷିଣେ,କର୍କଟ ଓ ମକରରାଶିର ଘାତଚନ୍ଦ୍ର, ମିଥୁନରାଶିର ଘାତବାର,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା -ଦିବା ଘ୦୬/୫୧ ଗତେ ଘ୦୮/୩୧ ମଧ୍ୟେ,ବାରବେଳା- ଦିବା ଘ୦୩/୦୫ ଗତେ ଘ୦୪/୪୮ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୮/୩୧ ଗତେ ଘ୧୧/୧୩ମଧ୍ୟେ ଓ […]

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ସମସ୍ତ ପୁରୁଣା ଟେଣ୍ଡର ବାତିଲ

ଭୁବନେଶ୍ୱର,୨୭ା୭ (ଏସଏସନିଉଜ) ୨୦୨୪ ଜାନୁଆରୀ ପହିଲାରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ପଡ଼ିଥିଲା । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ସହ କଣ୍ଟ୍ରାକ୍ଟ ଚୁକ୍ତି ବାତିଲ କରାଯାଇଛି। ୬ଟି ମେଟ୍ରୋ ଷ୍ଟେସନ ନିର୍ମାଣ ପାଇଁ ଚୁକ୍ତି ହୋଇଥିଲା। ୨୦୨୪ ନିର୍ବାଚନ ପୂର୍ବରୁ ପୂର୍ବ ସରକାର ମେଟ୍ରୋ ପ୍ରକଳ୍ପର ନିଅଁ ଦେଇଥିଲେ । ୨୦୨୪-୨୫ ବଜେଟରେ ଏ ପ୍ରକଳ୍ପ ପାଇଁ ଅର୍ଥ […]

ସାବାସ ଶ୍ରେୟାଶିଂ

ସାକ୍ଷୀଗୋପାଳ,୨୫।୭(ଏସଏସନିଉଜ)ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାକାଳ ସଠିକ ଉତ୍ତର ଦେଇ ଭଲଭାବେ କଥା କହି ପାରିନଥିବା ୨୦ମାସ ବୟସର ଶିଶୁ କନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି । ବିଭିନ୍ନ ପ୍ରଜାତିର ୧୯ ଟି ବନ୍ୟଜନ୍ତୁ, ୧୭ ଗୃହପାଳିତ ପଶୁ, ୧୩ ପକ୍ଷୀ, ୧୮ ପ୍ରକାର ପନିପରିବା, ୨୦ ଟି ଯାନବାହାନ, ୨୬ ଟି ଇଂରାଜୀ ଅକ୍ଷର ଓ ବ୍ୟବହୃତ ଶଦ୍ଦାବଳି, ଭିନ୍ନ ଭିନ୍ନ ପ୍ରକାରର ୨୦ଟି […]

ଆଜିର ରାଶିଫଳ

ଜୁଲାଇମାସ ୨୬ତାରିଖ୨୦୨୫ମସିହା(ଶନିବାର)ଶ୍ରାବଣମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା ରାତ୍ରି ଘ୧୦/୪୧ ଗତେ ତୃତୀୟା,ନକ୍ଷତ୍ର-ଅଶ୍ଳେଷା ଦିବା ଘ୦୪/୩୭ ଗତେ ମଘା,ସୁର୍ୟୋଦୟ-ପ୍ରାତଃ ଘ୦୫/ ୨୪/୨୩,ସୂର୍ୟ୍ୟାସ୍ତ-ସନ୍ଧ୍ୟାଘ୦୬/୨୨/୪୫,ଯୋଗିନୀଉତ୍ତରେରାତ୍ରି ଘ୧୦/୪୦ଗତେ ଅଗ୍ନିକୋଣେ, କର୍କଟ ଓ ମକରରାଶିର ଘତଚନ୍ଦ୍ର,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା -ଦିବା ଘ୦୭/୦୫ ମଧ୍ୟେ ଓ ଦିବା ଘ୦୪/୪୭ଗତେ ଘ୦୬/୨୨ ମଧ୍ୟେ,ବାରବେଳା- ଦିବା ଘ୦୧/୨୭ଗତେ ଘ୦୩/୦୬ ମଧ୍ୟେ, ବିଶୁଦ୍ଧ ଅମୃତବେଳା- ଦିବା ଘ୦୯/୨୩ ଗତେ ଘ୧୨/୩୫ ମଧ୍ୟେ ଓ ରାତ୍ରି ଘ୦୮/୪୫ ଗତେ ଘ୧୧/ ୧୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ […]

ଆଜିର ରାଶିଫଳ

ଜୁଲାଇମାସ ୨୫ତାରିଖ ୨୦୨୫ମସିହା(ଶୁକ୍ରବାର)ଶ୍ରାବଣମାସ- ଶୁକ୍ଳପକ୍ଷ ,ତିଥି- ପ୍ରତିପଦ ରାତ୍ରି ଘ୧୧/୩୬ ଗତେ ଦ୍ଵିତୀୟା ,ନକ୍ଷତ୍ର- ପୂଷ୍ୟା ଦିବା ଘ୦୪/୫୪ ଗତେ ଅଶ୍ଳେଷା ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୦୩ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୦୫ ,ଯୋଗିନୀ ପୂର୍ବେ ରାତ୍ରି ଘ ୧୧/୩୫ ଗତେ ଉତ୍ତରେ ,ବିଛା,ଧନୁ ଓ ମୀନ ରାଶିର ଘାତବାର ,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ .କାଳବେଳା ଓ ବାରବେଳା- ଦିବା ଘ୦୮/୩୦ ଗତେ ଘ୧୧/୪୮ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୮ ମଧ୍ୟେ ଓ ଘ୦୭/୫୮ […]

ଆଜିର ରାଶିଫଳ

ଜୁଲାଇମାସ ୨୪ତାରିଖ ୨୦୨୫ମସିହା(ଗୁରୁବାର)ଶ୍ରାବଣମାସ- କୃଷ୍ଣପକ୍ଷ ,ତିଥି- ଅମାବାସ୍ୟା ରାତ୍ରି ଘ୦୧/୦୦ଗତେ ପ୍ରତିପଦ ,ନକ୍ଷତ୍ର- ପୁନର୍ବସୁ ଦିବା ଘ୦୫/୪୩ ଗତେ ପୂଷ୍ୟା ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୪୩ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୨୫ ,ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୧/୦୧ ଗତେ ପୂର୍ବେ ,ତୁଳା ଓ କୁମ୍ଭରାଶିର ଘାତବାର ,ଅମାବାସ୍ୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା ଓ ବାରବେଳା- ଦିବା ଘ୦୩/୦୭ ଗତେ ଘ୦୬/୨୫ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ରାତ୍ରି ଘ୧୨/୪୬ ଗତେ ଘ୦୩/୧୧ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୬/୫୮ ମଧ୍ୟେ ଓ ଘ୧୦/୧୦ ଗତେ […]