Browsing category

ମନୋରଞ୍ଜନ

ରାଜ୍ୟ ଶିଶୁବାଟିକା

ଭୁବନେଶ୍ୱର,୨୯।୬(ଏସଏସନିଉଜ)ଶିଶୁ ସେବିକା ନିୟୋଜନ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି ନେଇଛନ୍ତି।ପିଲାଙ୍କ ଯତ୍ନନେବା ସହ ସହାୟତା କରିବେ ଶିଶୁ ସେବିକା।ପିଲାଙ୍କ ହାତଧୂଆ, ଖାଇବା, ଟଏଲେଟ୍‌ ଯିବାରେ ସହଯୋଗ କରିବେ।ପିଲା କାନ୍ଦିଲେ କିମ୍ବା ଅଝଟ ହେଲେ ସେମାନଙ୍କୁ ବୁଝାଇବେ।ପିଲାଙ୍କୁ ବହି, ଖେଳଣା ଆଦି ବିଭିନ୍ନ ସହାୟକ ଜିନିଷ ଯୋଗାଇବେ।ପିଲା କୌଣସି କାରଣରୁ ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ।ପ୍ରତ୍ୟେକ ଦିନ ପିଲାଙ୍କ ଦିନ କେମିତି କଟିଲା ନୋଟ୍‌ ପ୍ରସ୍ତୁତ କରିବେ।ପାଚିକାମାନଙ୍କ ସମାନୁପାତିକ ହାରରେ ଦରମା ପାଇବେ ଶିଶୁ ସେବିକା।ଶିକ୍ଷକଙ୍କ ଉପରୁ ଅଣ-ଶିକ୍ଷାକାର୍ଯ୍ୟ […]

ଶରଧାବାଲିରେ ଅଘଟଣ

ପୁରୀ,୨୯।୬(ଏସଏସନିଉଜ)ପୁରୀ ଶରଧାବାଲିରେ ଅଘଟଣ ଘଟିଛି। ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର ୪ଟାରେ ପହଡ଼ ଖୋଲିବା ପରେ ଦର୍ଶନପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ବଢିଥିଲା।ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଛନ୍ତିଲ ସିଏମ୍‌।ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।ଏହିଭଳି ଏକ ଦାରୁଣ ଦୁଃଖକୁ […]

ନନ୍ଦନକାନନ କାନନକ୍ଷେତ୍ରରେ ରଥଯାତ୍ରା

ବାରଙ୍ଗ,୨୭।୬(ଏସଏସନିଉଜ) ବାରଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ରଥଯାତ୍ରା ମହା ସମାରୋହର ସହ ଅନୁଷ୍ଟିତ ହୋଇଯାଇଛି।ବାରଙ୍ଗ ଅଞ୍ଚଳର ସର୍ବ ପୁରାତନ ରଥଯାତ୍ରା ନନ୍ଦନକାନନ ଛକସ୍ଥିତ କାନନକ୍ଷେତ୍ରରେ ଅନୁଷ୍ଟିତ ହୋଇଯାଇଛି।ପରମ୍ପରା ଅନୁଯାୟୀ ତିନିଠାକୁରଙ୍କୁ ପହଣ୍ଡି ବିଜେ ପରେ ରାଜା ଇ.ଅଭୟ ସାମନ୍ତରାୟ ଆସି ଛେରା ପହଁରା କରିଥିଲେ।ଏହାପରେ ନନ୍ଦନକାନନ ଥାନା ଆଇଆଇସି ସମିତା ମିଶ୍ରଙ୍କ ତତ୍ତ୍ୱାବଧାନରେ ଏକ ଭୋଗହାଣ୍ଡି ଥାନାରୁ ବିରାଟ ପଟୁଆରରେ ଆସି ତିନିଠାକୁରଙ୍କୁ ସମର୍ପଣ କରାଯିବା ପରେ ରଥଟଣା ଆରମ୍ଭ ହୋଇଥିଲା।ମନ୍ଦିରକମିଟି ସଭାପତି ତଥା ବିଜେଡିନେତା […]

ଶଙ୍କରାଚାର୍ଯ୍ୟଙ୍କ ପ୍ରେସମିଟ୍

ଭୁବନେଶ୍ବର,୨୬।୬(ଏସଏସନିଉଜ)ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ବର୍ଷିଲେ ଗୋବର୍ଦ୍ଧନପୀଠ ଶଙ୍କରାଚାର୍ଯ୍ୟ।ଧର୍ମୀୟ ଭାବନା ପାଇଁ ନୁହେଁ, ଆୟପାଇଁ ଏହା କରାଯାଇ ଛି।ବହୁତସଂଖ୍ୟାରେ ଭକ୍ତ ପଶ୍ଚିମବଙ୍ଗରୁ ପୁରୀକୁ ଆସିଥାନ୍ତି।ଏହାକୁ ଦୃଷ୍ଟିରେ ରଖି ମମତା ବାନାର୍ଜୀ ଦୀଘାରେ ଜଗନ୍ନାଥ ମନ୍ଦିର କରିଛନ୍ତି ବୋଲି କହିଛନ୍ତି।

ଶ୍ରୀଶ୍ରୀଆୟୁର୍ବେଦ ମହାବିଦ୍ୟାଳୟ ପକ୍ଷରୁ ଚିକିତ୍ସା ଶିବିର

କଟକ,୨୫|୬ (ଏଏସନିଉଜ) ବୁଧବାରଦିନ ଶ୍ରୀଶ୍ରୀ ବିଶ୍ଵବିଦ୍ୟାଳୟରେ ଥିବା ଶ୍ରୀଶ୍ରୀ ଆୟୁବେଦ ମହାବିଦ୍ୟାଳୟ ତରଫରୁ ବେଲଗଛିଆ ପଞ୍ଚାୟତରେ ଏକ ବହୁମୁଖୀ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ମହାବିଦ୍ୟାଳୟ ଡିନ୍ ପ୍ରଫେସର ପ୍ରଦୀପ କୁମାର ପଣ୍ଡା ଉଦ୍‌ଘାଟନ କରିଥିଲେ ଏବଂ ଡେପୁଟି ଡିନ୍ ପ୍ରଫେସର ଦୁର୍ଗାପ୍ରସାଦ ଦାଶ ଜନ ସାଧାରଣଙ୍କୁ ଏହାର ସୁବିଧା ନେବା ପାଇଁ ପରାମର୍ଶ ଦେଇଥିଲେ । ଏହି ଶିବିରରେ ୩୦୦ରୁ ଅଧିକ ଲୋକଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ବଣ୍ଟନ ଏବଂ ସମସ୍ତଙ୍କର ମଧୁମେହ […]

ଆଜିର ରାଶିଫଳ

ଜୁନମାସ ୨୬ତାରିଖ୨୦୨୫ମସିହା(ଗୁରୁବାର)ଆଷାଢ଼ମାସ- ଶୁକ୍ଳପକ୍ଷ ,ତିଥି- ପ୍ରତିପଦ ଦିବା ଘ୦୧/୩୪ଗତେ ଦ୍ଵିତୀୟା ,ନକ୍ଷତ୍ର-ଆର୍ଦ୍ରା ଦିବା ଘ୦୯/୩୦ଗତେ ପୁନର୍ବସୁ ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୫୭ ,ସୂର୍ୟ୍ୟାସ୍ତ -ସନ୍ଧ୍ୟାଘ୦୬/୨୫/୨୯ ,ଯୋଗିନୀ ପୂର୍ବେ ଦିବାଘ୦୧/୩୪ ଗତେ ଉତ୍ତରେ ,କନ୍ୟାରାଶିର ଘାତଚନ୍ଦ୍ର ,ତୁଳା ଓ କୁମ୍ଭରାଶିର ଘାତବାର ,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଦ୍ଵିତୀୟାର ପାର୍ବଣଶ୍ରାଦ୍ଧ ,କାଳବେଳା ଓ ବାରବେଳା- ଦିବାଘ୦୩/୦୮ ଗତେ ଘ୦୬/୨୬ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୩/୩୭ ଗତେ ଘ୦୬/୦୮ମଧ୍ୟେ ଓ ଘ୦୭/୦୮ଗତେ ଘ୦୯/୨୨ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା […]

ଆସ୍କାରେ ରାଜ୍ୟସ୍ତରୀୟ ଯୁବଶକ୍ତି ସମାବେଶ

ଭୁବନେଶ୍ୱର,୨୩।୬(ଏସଏସନିଉଜ)ଓଡ଼ିଶା ଯୁବବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜପାଇଁ ଏକ ସୁବର୍ଣ୍ଣଯୁଗ ଆସୁଛି, ସବୁ କ୍ଷେତ୍ରରେ ବ୍ୟାପକସୁଯୋଗ ସୃଷ୍ଟି ହେଇଛି। ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ଅର୍ଥନୀତି ହେବ। ଓଡ଼ିଶାର ଏହି ଲକ୍ଷ୍ୟ ହାସଲରେ ଯୁବ ଶକ୍ତି ହିଁ ମୁଖ୍ୟ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଆସ୍କାଠାରେ ଆୟୋଜିତ ରାଜ୍ୟସ୍ତରୀୟ […]

ଆଜିର ରାଶିଫଳ

ଜୁନମାସ ୨୩ତାରିଖ ୨୦୨୫ମସିହା (ସୋମବାର)ଆଷାଢ଼ମାସ- କୃଷ୍ଣପକ୍ଷ ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୨୩ଗତେ ଚତୁର୍ଦ୍ଦଶୀ ,ନକ୍ଷତ୍ର-କୃତ୍ତିକା ଦିବା ଘ୦୪/୦୩ ଗତେ ରୋହିଣୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୧୭ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୦୫ ,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୨୩ଗତେ ପଶ୍ଚିମେ ,ବିଛାରାଶିର ଘାତଚନ୍ଦ୍ର ,ମିଥୁନରାଶିର ଘାତବାର ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,କାଳବେଳା -ଦିବା ଘ୦୬/୫୩ଗତେ ଘ୦୮/୩୨ ମଧ୍ୟେ ,ବାରବେଳା- ଦିବା ଘ୦୩/୦୬ ଗତେ ଘ୦୪/୪୫ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୮/୩୩ଗତେ ଘ୧୦/୦୨ମଧ୍ୟେ ଓ ରାତ୍ରି ଘ୦୯/୩୮ ଗତେ ଘ୧୨/୪୦ମଧ୍ୟେ ,ବିଶୁଦ୍ଧ […]

ବିଜେଡି ଛାଡ଼ି ବିଜେପିରେ ମିଶିଲେ

ଚିଲିକା,୨୧।୬(ଏସଏସନିଉଜ)ଆଜି ବାଣପୁରସ୍ଥିତ କୃତ୍ତିବାସଭବନ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ବାଣପୁରବ୍ଲକ ଅନ୍ତର୍ଗତ ନୀଳାଦ୍ରି ପ୍ରସାଦ ଗ୍ରାମପଞ୍ଚାୟତର‌ ପୂର୍ବତନସରପଞ୍ଚ ଆଶାମଣୀ ସାହୁ,କୁଲେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ଏବଂ ନୀଳାଦ୍ରିପ୍ରସାଦ ପଞ୍ଚାୟତର‌ ବହୁ ୱାର୍ଡସଭ୍ୟ,ସଭ୍ୟା, ବିଜେଡ଼ିର କାର୍ଯ୍ୟକର୍ତ୍ତା ଓ କୁଲେଇପଞ୍ଚାୟତର ବିଜେଡି କାର୍ଯ୍ୟକର୍ତ୍ତାମାନେ ବିଜୁ ଜନତାଦଳ ପରିତ୍ୟାଗ କରି ଭାରତୀୟ ଜନତାପାର୍ଟିର ନୀତି ଆଦର୍ଶ,ପ୍ରଧାନମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ‌ ହୋଇ‌ ଆଇନମନ୍ତ୍ରୀ ପ୍ରୁଥିରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତାପାର୍ଟିରେ […]

ଯାହା କରିପାରିଲେନି ପ୍ରଶାସନ

ବାରଙ୍ଗ,୨୦।୬(ଏସଏସନିଉଜ)ବର୍ଷା ଦିନ ଆସିଥିବାରୁ ସାମାନ୍ୟ ବର୍ଷାରେ ରାଜରାସ୍ତା ଏବେ ଖାଲଖମାରେ ପରିପୂର୍ଣ୍ଣ ହୋଇଛି।ବର୍ଷା ପାଣି ଜମି ବଡ ଗର୍ତ୍ତ ମଧ୍ୟ ସୃଷ୍ଟି ହେଉଛି । ଯାହାଫଳରେ ପ୍ରତ୍ୟେକ ଦିନ ଛୋଟବଡ ଦୃଘଟଣା ଘଟି ଧନଜୀବନ କ୍ଷତି ହେଉଛି। ଅଭିଯୋଗ କଲେ ଶୁଣିବାକୁ କେହି ନାହିଁ। ବାରମ୍ବାର ଯୁବଗୋଷ୍ଟି ଠୁ ଆରମ୍ଭ କରି ସ୍ଥାନୀୟ ଲୋକେ ଏ ଅଫିସ୍ ରୁ ସେ ଅଫିସ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଯାଇଥିଲେ ମଧ୍ୟ କେହି ଶୁଣିଲେନି । ଶେଷରେ ଯୁବଗୋଷ୍ଠୀ ଏକାଠି […]