Browsing category

ମନୋରଞ୍ଜନ

କୁମ୍ଭୀର ସଂରକ୍ଷଣର ୫୦ବର୍ଷ

ବାରଙ୍ଗ,୨୦।୬(ଏସଏସନିଉଜ) କୁମ୍ଭୀର ସଂରକ୍ଷଣର ୫୦ ବର୍ଷ ପାଳନ ଅବସରରେ ଓଡିଶାର ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ସୋସାଇଟ ସହଯୋଗରେ ନନ୍ଦନକାନନରେ ଶୁକ୍ରବାର ଦିନ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।କର୍ମଶାଳାରେ ଓଡିଶାର ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ସୋସାଇଟର ସଦସ୍ୟ, ଚିଡ଼ିଆଖାନା କର୍ମଚାରୀ, ପଶୁଚିକିତ୍ସକ, କୁମ୍ଭୀର ରକ୍ଷକ ଓ ଗବେଷକ,ଚିଡ଼ିଆଖାନା ସ୍ୱେଚ୍ଛାସେବୀଙ୍କୁ ନେଇ ସମୁଦାୟ ୬୦ ଜଣ ଅଂଶଗ୍ରହଣ କରିଥିଲେ।ଏଥିରେ ପୂର୍ବତନ ପିସିସିଏଫ୍ ତଥା ବନ୍ୟପ୍ରାଣୀ ସଂରକ୍ଷଣ ସୋସାଇଟ ସଭାପତି ସରୋଜ କୁମାର ପଟ୍ଟନାୟକ ଏବଂ କୁମ୍ଭୀର […]

ନୂଆରୂପରେ ଆସୁଛି ଯାତ୍ରା ପୃଥ୍ୱୀରାଜ

ମେଣ୍ଢାଶାଳ,୨୦।୬।(ଏସଏସନିଉଜ) ଶୁକ୍ରବାରଦିନ ରାଜଧାନୀ ଉପକଣ୍ଠ ଦାରୁଠେଙ୍ଗ ଗ୍ରାମମୁଣ୍ଡରେ ନାଟ୍ୟ ସମ୍ରାଟ ପୃଥ୍ୱୀରାଜ ଅପେରାର ଆଖଡ଼ା ପୂଜା ସରିଛି ।ଚଳିତବର୍ଷ ଯାତ୍ରାପାଟିର ମାଲିକାନା ବଦଳିବା ପରେ ଆଜି ଆଖାଡା ପୁଜାସହ ରିୟଲସେଲ ଆରମ୍ଭ ହୋଇଛି । ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ ଆଜି ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିବା ରିୟଲସେଲ କାର୍ଯ୍ୟକ୍ରମକୁ  ଉଦଘାଟନ କରିଛନ୍ତି ।ବହୁନାମିଦାମି କଳାକାରମାନଙ୍କୁ ନେଇ ନୁଆ ରୁପରେ ଯାତ୍ରା ପୃଥ୍ୱୀରାଜ ଆଗକୁ ବଢିବାକୁ ଯାଉଛି ବୋଲି ସାମ୍ବାଦିକ ସମ୍ମଳନୀରେ ମାଲିକ ଗୋବିନ୍ଦ ଚନ୍ଦ୍ର […]

ଆଜିର ରାଶିଫଳ

ଜୁନମାସ ୨୦ତାରିଖ ୨୦୨୫ମସିହା(ଶୁକ୍ରବାର)ଆଷାଢ଼ମାସ- କୃଷ୍ଣପକ୍ଷ ,ତିଥି- ନବମୀ ଦିବା ଘ୦୯/୫୧ ଗତେ ଦଶମୀ ,ନକ୍ଷତ୍ର-ରେବତୀ ରାତ୍ରି ଘ୧୦/୨୩ ଗତେ ଅଶ୍ୱିନୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୩୭ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୨୫ ,ଯୋଗିନୀ ପୂର୍ବେ ଦିବା ଘ୦୯/୫୦ ଗତେ ଉତ୍ତରେ ,ମେଷ ରାଶିର ଘାତଚନ୍ଦ୍ର ,ବିଛା,ଧନୁ ଓ ମୀନ ରାଶିର ଘାତବାର ,ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,କାଳବେଳା ଓ ବାରବେଳା- ଦିବା ଘ୦୮/୨୮ ଗତେ ଘ୧୧/୪୬ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା-ଦିବା ଘ୧୧/୪୮ ଗତେ ଘ୦୧/୩୯ ମଧ୍ୟେ […]

ପ୍ରଧାନମନ୍ତ୍ରୀ କରିବେ ବିଶାଳ ରୋଡସୋ

ଭୁବନେଶ୍ଵର,୧୯।୬(ଏସଏସନିଉଜ)କାଲି ୧୯ ହଜାର କୋଟିର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ହେବ।୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ କରିବେ ବୋଲି ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ବିମାନବନ୍ଦରରୁ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ।କଳିଙ୍ଗଷ୍ଟାଡିୟମ୍‌ଠାରୁ ବିଶାଳ ରୋଡ୍‌ ସୋ କରିବେ।ପାଖାପାଖି ୨ଲକ୍ଷ ଲୋକ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବେ।ବୟୋବନ୍ଦନା କାର୍ଡ ବାଣ୍ଟିବେ, ଅନ୍ତ୍ୟୋଦୟ ଘର ବଣ୍ଟନ କରିବେ।ଲକ୍ଷପତିଦିଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି।

ନନ୍ଦନକାନନ

ବାରଙ୍ଗ,୧୮ା୬(ଏସଏସନିଉଜ)ଦୀର୍ଘ୩୩ବର୍ଷର ବ୍ୟବଧାନ ପରେ ନନ୍ଦନକାନନରେ ଇଗୁଆନା (ଆମେରିକା ଏଣ୍ଡୁଅ)୫ଟିଛୁଆକୁ ଜନ୍ମଦେଇଛି ।ସରୀସୃପ ଉଦ୍ୟାନରେ ରହୁଥିବା ଇଗୁଆନା ବୁଧବାରଦିନ ପାଞ୍ଚଟିଛୁଆକୁ ଜନ୍ମ ଦେଇ ପୁଣି ନନ୍ଦନକଲାନନକୁ ଚର୍ଚ୍ଚାକୁ ଆଣିବାସହ ଇଚ୍ଛିହାସ ସୃଷ୍ଟିକରିପାରିଛି ।ଶେଷଥରପାଇଁ ଇଗୁଆନା ୨୯.୦୧.୧୯୯୨ରେ ଛୁଆ ଜନ୍ମଦେଇଥିଲା ଏହାପରଠାରୁ ଛୁଆଜନ୍ମଦେବାରେ ବ୍ୟତିକ୍ରମ ଦେଖାଦେଇଥିଲା ତେବେ ଶେଷକୁ ୨ଟି ଅଣ୍ଡିରା ଇଗୁଆନା ରହିଥିଲେ ।ଏମାନଙ୍କ ବଂଶବୃଦ୍ଧି ଓ ନୂଆ ରକ୍ତ ସମ୍ପର୍କ ଯୋଡିବାପାଇଁ ନନ୍ଦନକାନନ କର୍ତୁପକ୍ଷ ୨୬.୦୮.୨୦୨୪ ରେ କୋଲକାତାର ଆଲିପୁର ଚିଡ଼ିଆଖାନାରୁ ୮ଟି ଇଗୁଆନା (୪ ଅଣ୍ଡିରା […]

ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ପୋଷ୍ଟ

ଭୁବନେଶ୍ୱର,୧୮।୬(ଏସଏସନିଉଜ)ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆପତ୍ତିଜନକ ଭିଡିଓ ପୋଷ୍ଟକରି ଗିରଫ ହେଲେ ଯୁବକ।ସୋସିଆଲ୍ ମିଡିଆରେ ସାମ୍ମନାହାନୀ ପୋଷ୍ଟ କରିବାରୁ ଗିରଫ କଲା କ୍ରାଇମବ୍ରାଞ୍ଚ।ରାୟଗଡ଼ା ଚାନ୍ଦିଲିର କିଶୋର କୌଶଲ୍ୟା ଗିରଫ ହୋଇଛନ୍ତି। ଫେସବୁକରେ ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ସେୟାର କରିଥିଲେ।ଉଦ୍ଦେଶ୍ୟମୂଳକ ଭାବେ ଅପମାନିତ କରିବା ଭଳି AI ଭିଡିଓ କରି ଗିରଫ ହୋଇଥିବାର ଜଣାପଡିଛି।

ଆଜିର ରାଶିଫଳ

ଜୁନମାସ ୧୭ତାରିଖ ୨୦୨୫ମସିହା (ମଙ୍ଗଳବାର)ଆଷାଢ଼ମାସ- କୃଷ୍ଣପକ୍ଷ ,ତିଥି- ଷଷ୍ଠୀ ଦିବା ଘ୦୨/୫୦ଗତେ ସପ୍ତମୀ ,ନକ୍ଷତ୍ର- ଶତଭିଷା ରାତ୍ରି ଘ୦୧/୪୧ ଗତେ ପୂର୍ବ ଭାଦ୍ର ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୦୩ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୪୫ ,ଯୋଗିନୀ ପଶ୍ଚିମେ ଦିବା ଘ୦୨/୫୦ ଗତେ ବାୟବ୍ୟେ ,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,କାଳବେଳା -ଦିବା ଘ୦୧/୩୪ ଗତେ ଘ୦୩/୦୩ ମଧ୍ୟେ ,ବାରବେଳା- ଦିବା ଘ୦୬/୫୦ ଗତେ ଘ୦୮/୨୯ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୪୯ […]

ପହିଲିରଜରେ ବଢ଼ିଲେ ପର୍ଯ୍ୟଟକ

ବାରଙ୍ଗ,୧୪।୬(ଏସଏସନିଉଜ)ପହିଲି ରଜରେ ନନ୍ଦନକାନନ ବୁଲିଲେ ୨୩୦୮୦ ପର୍ଯ୍ୟଟକ। ସେହିପରି ରାଜ୍ଯ ଉଦ୍ଭିଦ ଉଦ୍ୟାନ ବୁଲିଲେ ୧୭୭୬ ପର୍ଯ୍ୟଟକ।ଉଭୟ ପାର୍କକୁ ସମୁଦାୟ ୨୪ହଜାରେ ୮୫୬ ଜଣ ପର୍ଯ୍ୟଟକ ଆସିଥିଲେ।ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ପର୍ଯ୍ୟଟକଙ୍କ ଆଗମନ ସଂଖ୍ୟା ବୃଦ୍ଧି ପାଇଛି। ଗତବର୍ଷ ପ୍ରଥମରଜରେ ୧୭୪୪୬ ପର୍ଯ୍ୟଟକ ନନ୍ଦନକାନନ ବୁଲିଥିଲେ।ଗତବର୍ଷ ପହିଲିରଜ ଠାରୁ ଚଳିତବର୍ଷ ୫୬୩୪ ଜଣ ପର୍ଯ୍ୟଟକ ଅଧିକଆସିଛନ୍ତି।ପହିଲି ରଜପାଇଁ ପର୍ଯ୍ୟଟକସଂଖ୍ୟା ବୃଦ୍ଧି ହେବାର ଆଶଙ୍କାକରି ନନ୍ଦନକାନନ କର୍ତ୍ତୃପକ୍ଷ ବିଶେଷ ସୁବିଧା କରିଥିଲେ।ପର୍ଯ୍ୟଟକମାନଙ୍କସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି, ପାର୍କ […]

ଶ୍ରୀଶ୍ରୀ ଆୟୁର୍ବେଦ ମହାବିଦ୍ୟାଳୟରେ ପାଳନ ହେଲା ରଜପର୍ବ

ବାରଙ୍ଗ , ୧୩।୬(ଏସଏସନିଉଜ)ଶ୍ରୀଶ୍ରୀ ବିଶ୍ଵବିଦ୍ୟାଳୟରେ ଅବସ୍ଥିତ ଶ୍ରୀଶ୍ରୀ ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ରଜ ପର୍ବ ପାଳନ କରାଯାଇଥିଲା ।ପ୍ରାରମ୍ଭରେ ଡିନ୍ ପ୍ରଫେସର ପ୍ରଦୀପ କୁମାର ପଣ୍ଡା ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଚିକିତ୍ସକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ,ଏବଂ ପୋଡ଼ପିଠା ବଣ୍ଟନ କରିଥିଲେ । ତେପୁଟି ଡିନ୍ ପ୍ରଫେସର ଦୁର୍ଗା ପ୍ରସାଦ ଦାଶ ଓଡିଶାରେ ରଜ ପର୍ବର ପାଳନର ପୌରାଣିକ ଭିତ୍ତିଭୂମି ସହ ଆୟୁର୍ବେଦ ସମ୍ବନ୍ଧ ବିଷୟରେ ଆଲୋଚନା କରିଥିଲେ ଏବଂ ପ୍ରଫେସର ଲକ୍ଷ୍ମୀପ୍ରିୟା ଦେବୀ ପୃଥିବୀମାତାର ରଜସ୍ବଳା ସହ […]

ଉଦଘାଟିତ୍ ହେଲା ଭୁବନେଶ୍ୱର ରଜ ମହୋତ୍ସବ ୨୦୨୫

ଭୁବନେଶ୍ୱର,୧୪।୬(ଏସଏସନିଉଜ)ଏଥର ରାଜଧାନୀ ଉପକଣ୍ଠ କଲ୍ୟାଣପୂର ସ୍ବସ୍ତିବନରେ ମହା ଆଡମ୍ବର ସହକାରେ ଭୁବନେଶ୍ୱର ରଜ ମହୋତ୍ସବ ୨୦୨୫ ଶନିବାର ଦିନ ଆରମ୍ଭ ହୋଇଛି।ଏହାକୁ ଆନୁଷ୍ଠାନିକ ଭାବେ ଭୁବନେଶ୍ଵର ଉତର ବିଧାୟକ ସୁଶାନ୍ତ କୁମାର ରାଉତ ଉଦଘାଟନ କରିଛନ୍ତି। ଓଡ଼ିଶାର ଐତିହ୍ୟ ପରମ୍ପରା ଓ ପର୍ବପର୍ବାଣୀକୁ ବଜାୟ ରଖିବାର ଏହା ଅନନ୍ୟ ପ୍ରୟାସ। ରଜ ଆନନ୍ଦ ଉଲାସ ଓ ଉକ୍ତଣ୍ଠାର ପର୍ବବୋଲି ବିଧାୟକ ତାଙ୍କ ଅଭିଭାଷଣ ରେ ମତବ୍ୟକ୍ତ କରିଛନ୍ତି। ଭୁବନେଶ୍ୱର ରଜ ମହୋତ୍ସବ ପରିଷଦ ଅନୁକୁଲ୍ୟରେ କଲ୍ୟାଣପୂରସ୍ଥିତ ସ୍ବସ୍ତିବନଠାରେ […]