Browsing category

ମନୋରଞ୍ଜନ

୨୦୫ କୋଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ଜୁନ(ଏସଏସନିଉଜ)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲାପାଇଁ ଆଜି ୩୦୦ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି । ସୂଚନାଥାଉକି, ଏହି ପ୍ରକଳ୍ପଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତି କରଣପ୍ରକଳ୍ପ ରହିଛି।ଏହି […]

ରଥଯାତ୍ରା ସୁପରିଚାଳନା ପାଇଁ ବୈଠକ

ଭୁବନେଶ୍ୱର,୨।୬(ଏସଏସନିଉଜ)ଆସନ୍ତା ଜୁନ ମାସ ୨୭ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ […]

ଆଜିର ରାଶିଫଳ

ଜୁନମାସ ୦୩ତାରିଖ ୨୦୨୫ମସିହା (ମଙ୍ଗଳ ବାର)ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ରାତ୍ରି ଘ୦୯/୪୩ ଗତେ ନବମୀ,ନକ୍ଷତ୍ର- ପୂର୍ବା ଫା ରାତ୍ରି ଘ୦୧/୨୫ ଗତେ ଉତ୍ତରା ଫା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୧୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/ ୨୦,ଯୋଗିନୀ ଐଶାନ୍ୟ ରାତ୍ରି ଘ୦୯/୪୨ ଗତେ ପୂର୍ବେ,ମକରରାଶିର ଘାତବାର,କର୍କଟ ଓ ମକରରାଶିର ଘାତଚନ୍ଦ୍ର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୁତେ ଏକ ପାଦ ଓ ରାତ୍ରି ଘ୦୧/୨୫ ମଧ୍ୟେ ଦ୍ୱୀପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୧/୩୦ଗତେ ଘ୦୩/୦୮ ମଧ୍ୟେ,ବାରବେଳା- ଦିବା ଘ୦୬/୪୭ ଗତେ ଘ୦୮/୨୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୬ […]

ରୂପା ଛୁଆର ଚାଲିଗଲା ଜୀବନ

ଭୁବନେଶ୍ୱର, ୧।୬(ଏସଏସନିଉଜ) ମେଲାନିଷ୍ଟିକ୍ ବାଘ କୃଷ୍ଣା ଏବଂ ଧଳାବାଘୁଣୀ ରୂପାର ମିଲଣରୁ ଜନ୍ମ ଗ୍ରହଣ କରିଥିବା ୩ଛୁଆଙ୍କ ମଧ୍ୟରୁ ଏକ ଧଳାବାଘ ଛୁଆର ମୃତ୍ୟୁ ହୋଇଛି। ମା ଛୁଆମାନଙ୍କର ଯତ୍ନ ନେଉଥିବାରୁ ଜନ୍ମିତ ୧ ଧଳାରଙ୍ଗର ଏବଂ ୨ସାଧାରଣ ରଙ୍ଗର ଛୁଆକୁ ମାପାଖରେ ରଖାଯାଇଥିଲା। ମୃତ ବାଘ ଛୁଆଟି ମାର୍ଚ୍ଚ ୨୦୨୫ରେ ପଙ୍ଗୁ ହେବାର ଲକ୍ଷଣ ଦେଖାଇଥିଲା ଏବଂ ଡାଇଗ୍ନୋଷ୍ଟିକ୍ ଇମେଜିଂ, ଔଷଧ ଏବଂ ପୁଷ୍ଟିକର ପରିପୂରକ ସମେତ ନିୟମିତ ପଶୁଚିକିତ୍ସକ ମାନେ ତାର ଚିକିତ୍ସା ଚଳାଇଥିଲେ।ଏହାସହ […]

ଅତ୍ୟାଧୁନିକ ସ୍ୱୟଂସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ ହେବ କଳିଙ୍ଗ ଷ୍ଟୁଡ଼ିଓ

ଭୁବନେଶ୍ୱର,୧ା୬(ଏସଏସନିଉଜ) ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ […]

ଆଜିର ରାଶିଫଳ

ମଇମାସ ୩୧ତାରିଖ ୨୦୨୫ ମସିହା(ଶନିବାର)ଶିବବିବାହ ,ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ, ତିଥି- ପଞ୍ଚମୀ ରାତ୍ରି ଘ୦୮/୧୪ ଗତେ ଷଷ୍ଠୀ,ନକ୍ଷତ୍ର- ପୂଷ୍ୟା ରାତ୍ରି ଘ୦୯/୪୫ ଗତେ ଅଶ୍ଳେଷା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୧୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୭/୫୦,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୮/୧୪ଗତେ ପଶ୍ଚିମେ,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୁତେ ରାତ୍ରି ଘ୧୧/୧୪ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୬/୪୮ ମଧ୍ୟେ ଓ ଦିବା ଘ୦୪ /୩୮ ଗତେ ଘ୦୬/୭୨ ମଧ୍ୟେ, ବାରବେଳା- ଦିବା ଘ୦୧/୨୦ ଗତେ ଘ୦୩/୦୦ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୩୫ […]

ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ

କଟକ,୩୦।୫(ଏସଏସନିଉଜ)ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ ।ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖିଆଗରେ ରଖି ରାଜ୍ୟ ପରିବହନପ୍ରାଧିକରଣ ପକ୍ଷରୁ ଏକ ସମନ୍ୱୟବୈଠକ ଅନୁଷ୍ଠିତ ହୋଇଛି ।ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୋଲିସ କର୍ତ୍ତୃପକ୍ଷ ଏବଂ ବସ୍ ମାଲିକସଙ୍ଘ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏତେ ସଂଖ୍ୟକ ଶ୍ରଦ୍ଧାଳୁ କିଭଳି ପୁରୀରେ ସୁବିଧାରେ ପହଞ୍ଚିବେ ଓ ଫେରିବେ ସେ ବିଷୟରେ ବିଭିନ୍ନଦିଗ ଉପରେ […]

ଆଜିର ରାଶିଫଳ

ମଇମାସ ୩୦ତାରିଖ ୨୦୨୫ମସିହା (ଶୁକ୍ରବାର)ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ ରାତ୍ରି ଘ୦୯/୨୪ ଗତେ ପଞ୍ଚମୀ,ନକ୍ଷତ୍ର- ପୁନର୍ବସୁ ରାତ୍ରି ଘ୧୦/୦୬ ଗତେ ପୂଷ୍ୟା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୩୦,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୧୭/୪୦,ଯୋଗିନୀ ନୈରୁତେ ରାତ୍ରି ଘ୦୭/୨୫ ଗତେ ଦକ୍ଷିଣେ,ବିଛା,ଧନୁ ଓ ମୀନ ରାଶିର ଘାତବାର,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୦୮/୨୪ ଗତେ ଘ୧୧/୩୮ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୧୧/୩୮ ଗତେ ଘ୦୧/୨୭ ମଧ୍ୟେ ଓ ରାତ୍ରି ଘ୦୮/୩୦ ଗତେ ଘ୧୨/୫୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୬/୦୦ ଗତେ ଘ୦୬/୫୬ […]

ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର,୨୯।୫(ଏସଏସନିୟୁଜ)ଭାରତ ସରକାରଙ୍କ କୃଷି ଏବଂ କୃଷକକଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷିବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷିସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନାଯୋଗ୍ୟଯେ, ଆଗାମୀ ୧୫ ଦିନଧରି ଚାଲୁ […]

ଆଜିର ରାଶିଫଳ

ମଇମାସ ୨୬ତାରିଖ ୨୦୨୫ମସିହା(ସୋମବାର)ଜ୍ୟେଷ୍ଠମାସ- କୃଷ୍ଣପକ୍ଷ ,ତିଥି- ଚତୁର୍ଦ୍ଦଶୀ ଦିବା ଘ୧୨/୦୮ଗତେ ଅମାବାସ୍ୟା ,ନକ୍ଷତ୍ର- ଦ୍ଵିଜା ଦିବା ଘ୦୮/୫୪ଗତେ କୃତ୍ତିକା ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୩୦ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୧୬/୩୦ ,ଯୋଗିନୀ ପଶ୍ଚିମେ ଦିବା ଘ୧୨/୦୮ ଗତେ ଐଶାନ୍ୟେ ,ବିଛାରାଶିର ଘାତଚନ୍ଦ୍ର ,ମିଥୁନରାଶିର ଘାତବାର ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ଅମାବାସ୍ୟାର ସମ୍ବତ୍ସାରିକଶ୍ରାଦ୍ଧ ,କାଳବେଳା -ଦିବା ଘ୦୬/୪୯ ଗତେ ଘ୦୮/୨୭ମଧ୍ୟେ ,ବାରବେଳା- ଦିବା ଘ୦୩/୦୨ଗତେ ଘ୧୨/୫୦ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୮/୨୮ ଗତେ ଘ୧୦/ ୦୦ମଧ୍ୟେ ଓ ରାତ୍ରି ଘ୦୯/୨୫ଗତେ ଘ୧୨/୩୬ […]