ଆଜିର ରାଶିଫଳ
ନଭେମ୍ବରମାସ ୦୫ତାରିଖ ୨୦୨୪ମସିହା(ମଙ୍ଗଳବାର)କାର୍ତ୍ତିକମାସ- ଶୁକ୍ଳପକ୍ଷ ,ତିଥି- ଚତୁର୍ଥୀ ରାତ୍ରି ଘ ୧୨/୧୧ ଗତେ ପଞ୍ଚମୀ ,ନକ୍ଷତ୍ର- ଜ୍ୟେଷ୍ଠା ଦିବା ଘ ୧୦/୨୦ ଗତେ ମୂଳା ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୪/୪୦ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୮/୦୬ ,ଯୋଗିନୀ ନୈରୁତେ ରାତ୍ରି ଘ୧୨/୧୧ଗତେ ଦକ୍ଷିଣେ ,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,କାଳବେଳା -ଦିବା ଘ୧୨/୫୩ ଗତେ ଘ୦୧/୨୭ ମଧ୍ୟେ ,ବାରବେଳା – ଦିବା ଘ୦୭/୧୭ଗତେ ଘ୦୮/୪୨ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୬/୪୪ […]