Browsing category

ମନୋରଞ୍ଜନ

ତାଲୁକା ବିଶ୍ଵକର୍ମା ସମାଜ ପକ୍ଷରୁ ବିଶ୍ଵକର୍ମା ପୂଜା

ଆସିକା,୧୭/୯(ଏସଏସନିଉଜ)ଆସିକା ତାଲୁକା ବିଶ୍ଵକର୍ମା ସମାଜ (ବଢେଇକୁଳ)ଆନୁକୂଲ୍ୟରେ ଆସିକା ତାଲୁକା ଅନ୍ତର୍ଗତ କୋଟିନଡା ଗ୍ରାମରେ ନିର୍ମାଣଧୀନ ବିଶ୍ଵକର୍ମା ମନ୍ଦିରଠାରେ ଶ୍ରୀ ବିଶ୍ୱକର୍ମା ମହାପ୍ରଭୁଙ୍କ ପୂଜାର୍ଚ୍ଚନା ଯଥା ରୀତି ପାଳନ କରାଯାଇଥିଲା। ସଭାପତି ମାଧବ ମହାରଣା ଓ ସମ୍ପାଦକ ଅଶୋକ କୁମାର ମହାରଣା ସମେତ କମିଟିର ସମସ୍ତ ସଭ୍ୟ ଏବଂ ଆସିକା ତାଲୁକାର ସମସ୍ତ କୁଳଭାଇମାନେ ମହା ଆନନ୍ଦରେ ଉକ୍ତ ଉତ୍ସବ ପାଳନ କରିଥିଲେ।ଏଥିସହ ଆସିକା ବିଧାୟକ ସରୋଜ କୁମାର ପାଢ଼ୀ ଯୋଗ ଦେଇ ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ। ଆଇନଜୀବୀ […]

ଆଜିର ରାଶିଫଳ

ସେପ୍ଟେମ୍ବରମାସ ୧୬ତାରିଖ ୨୦୨୪ ମସିହା (ସୋମବାର)ଭାଦ୍ରବମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ଦିବା ଘ୦୩/୪୦ ଗତେ ଚତୁର୍ଦ୍ଦଶୀ,ଅଦ୍ୟ ବିଶ୍ଵକର୍ମା ପୂଜା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୯/୦୯, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୩୦,ଯୋଗିନୀ ଦକ୍ଷିଣେ ଦିବା ଘ୦୩/୩୧ଗତେ ପଶ୍ଚିମେ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ଅଦ୍ୟ ପୁଷ୍କରଦୋଷ ନାସ୍ତି,କାଳବେଳା -ଦିବା ଘ୦୭/୧୦ ଗତେ ଘ୦୮/୪୨ ମଧ୍ୟେ,ବାରବେଳା – ଦିବା ଘ୦୨/୪୧ ଗତେ ଘ୦୪/୧୩ ମଧ୍ୟେ, ବିଶୁଦ୍ଧ ଅମୃତବେଳା- ଦିବା ଘ ୦୭/୧୦ ମଧ୍ୟେ ଓ ଘ୦୮/୫୨ […]

ଜିଲ୍ଲାସ୍ତରୀୟ ସୁଭଦ୍ରାସ୍ବାଗତ ପଦଯାତ୍ରାର ଶୁଭାରମ୍ଭ

କଟକ,୧୫ା୯(ଏସଏସନିଉଜ)ରାଜ୍ୟସରକାରଙ୍କ ସୁଭଦ୍ରାଯୋଜନା ସମ୍ପର୍କରେ ଜିଲ୍ଲାର ହିତାଧିକାରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ସ୍ୱାଗତ ପଦଯାତ୍ରାର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି ଜ଼ିଲ୍ଲା ପରିଷଦ କାର୍ଯ୍ୟାଳୟ , ସ୍ୱରାଜ ଆଶ୍ରମ ଓ ହାଇକୋର୍ଟ ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ପଦଯାତ୍ରାରେ ସ୍ଵଂୟ ସହାୟକ ଗୋଷ୍ଠୀର […]

ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ୱର,୧୫ା୯(ଏସଏସନିଉଜ)ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା ।ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା ସୁଭଦ୍ରାଶୋଭାଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି ।ସେକହିଛନ୍ତି ଶେଷ ହିତାଧିକାରୀଙ୍କ ପର‌୍ୟ୍ୟନ୍ତ ନପହଞ୍ଚିବା ଯାଏଁ ଯୋଜନା ଚାଲିବା ୧୭ ତାରିଖକୁ ନେଇ ଭୟଭୀତ ହୁଅନିା ସବୁ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ସେ କହିଛନ୍ତି ।

ଗଡିଲା ଦୁଇ ବନ୍ଦେ ଭାରତଏକ୍ସପ୍ରେସ୍

ରାଉରକେଲା୧୫ା୯(ଏସଏସନିଉଜ) ଓଡ଼ିଶାରୁ ଦୁଇ ବନ୍ଦେଭାରତ ଏକ୍ସପ୍ରେସ୍ ଗଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହା ସହିତ ରାଉରକେଲା-ହାୱଡ଼ା ବନ୍ଦେ ଭାରତର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ଭର୍ଚ୍ଚୁଆଲ ମାଧ୍ୟମରେ କରିଛନ୍ତି। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ଼ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ନୟାଗଡ଼ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।ସେହିପରି ରାଉରକେଲା ଷ୍ଟେସନରୁ ପ୍ରଧାନମନ୍ତ୍ରୀ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ଏହି […]

ପୁରୀବେଳାଭୂମିରେ ହେବନି ମଦ କୁଟୀର

ପୁରୀ,୧୩ା୯(ଏସଏସନିଉଜ)ପୁରୀବେଳାଭୂମିରେ ହେବନି ମଦ କୁଟୀର ।ଅବକାରୀ ବିଭାଗ ପକ୍ଷରୁ ନୂଆ ବିଜ୍ଞପ୍ତି ଜାରି କରାଯାଇ କୁହାଯାଇଛି ।ପୁରୀ ପୌରପାଳିକା ଅଧୀନରେ ମଦ କୁଟୀର ମନାାସାମାଜିକ, ଧାର୍ମିକ ଓ ସାଂସ୍କୃତିକ ଦୃଷ୍ଟିରୁ ନିଷ୍ପତ୍ତି ହୋଇଛି ।ଧାର୍ମିକ ଅନୁଷ୍ଠାନର ୫କିମି. ଭିତରେ ହେବନି ମଦ କୁଟୀର ବୋଲି କୁହାଯାଇଛି ।  

ଆଜିର ରାଶିଫଳ

ସେପ୍ଟେମ୍ବରମାସ ୧୪ତାରିଖ ୨୦୨୪ମସିହା(ଶନିବାର)ଭାଦ୍ରବମାସ- ଶୁକ୍ଳପକ୍ଷ ,ତିଥି-ଏକାଦଶୀ ରାତ୍ରି ଘ୦୮/୫୯ ଗତେ ଦ୍ୱାଦଶୀ ,ନକ୍ଷତ୍ର- ଉତ୍ତରାଷାଢ଼ା ରାତ୍ରି ଘ୦୯/୨୭ଗତେ ଶ୍ରବଣ। ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୨୯ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୪୮/୨୦ ,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୦୮/୫୯ ଗତେ ନୈରୁତେ ,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ସିଂହରାଶିର ଘାତଚନ୍ଦ୍ର ,ବୃଷ,ସିଂହ ଓ ,କନ୍ୟା ରାଶି ର ଘାତବାର ,ଅଦ୍ୟ ମୃତେ ଦ୍ଵିପାଦ ପୁଷ୍କର ଦୋଷ ,କାଳବେଳା -ଦିବା ଘ୦୭/୧୧ମଧ୍ୟେ ଓ ଦିବା ଘ୦୪/୧୪ ଗତେ ଘ୦୫/୪୬ ମଧ୍ୟେ ,ବାରବେଳା – ଦିବା ଘ୦୧/୧୨ […]

ମହିମାଗାଦିରେ ନବାନ୍ନ ଭକ୍ଷଣ ମହୋତ୍ସବ

ମେଣ୍ଢାଶାଳ,୧୦/୯(ଏସଏସନିଉଜ)ଭୁବନେଶ୍ୱର ଉପକଣ୍ଠ ଦାରୁଠେଙ୍ଗ ସତ୍ୟମହିମା ଗୋବିନ୍ଦ ବାବାଙ୍କ ଗାଦିପୀଠରେମଙ୍ଗଳବାରଦିନ ନବାନ୍ନ ଭକ୍ଷଣ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।ଆଜି ସକାଳେ ବାବା ନୂଆଧାନରୁ ପ୍ରସ୍ତୁତ ଚୁଡାରେ ଗୁଡ଼. ବିଭିର୍ନ୍ନଫଳ. ଅଦା.ଗୋଲମରିଚ. ଗୁଆ ଘିଅ. ନଡ଼ିଆ. ଆମ୍ବୁଲ ଖଟା. ହଳଦୀପିଠା.ରସଗୋଲା.ପୋଡ଼ମିଠା. ଜିଲାପି ମିଶାଯାଇ ପ୍ରସାଦ ପ୍ରସ୍ତୁତ ହୋଇଥିଲା।ଏହାପରେ ଗାଦିପୀଠରେ ନୂଆ ଚାଉଳରୁପ୍ରସ୍ତୁତ ଅର୍ଣ୍ଣ.ଡାଲମା. ଖଟା ଓ ଖିରି ମିଠା ମଧ୍ୟ ପ୍ରସ୍ତୁତ ହୋଇ ଭୋଗ ଲଗିସାରିବା ପରେ ଭକ୍ତମାନଙ୍କୁ ବଣ୍ଟା ଯାଇଥିଲା। ଦାରୁଠେଙ୍ଗ .ଅଳସୁଆ.ଅନ୍ଧାରୁଆ.ଚନ୍ଦକା.ବଡମ୍ବା ଆଦି ଅଞ୍ଚଳରୁ ଶହଶହ ଭକ୍ତମାନେ ସାମିଲ […]

ଆଜିର ରାଶିଫଳ

ସେପ୍ଟେମ୍ବରମାସ ୧୧ତାରିଖ ୨୦୨୪ମସିହା(ବୁଧବାର)ଭାଦ୍ରବମାସ- ଶୁକ୍ଳପକ୍ଷ ,ତିଥି- ଅଷ୍ଟମୀ ସନ୍ଧ୍ୟାଘ୧୧/୪୩ଗତେ ନବମୀ ,ନକ୍ଷତ୍ର- ଜ୍ୟେଷ୍ଠା ରାତ୍ରି ଘ୦୯/୫୬ଗତେ ମୂଳା ,ସୁର୍ୟୋଦୟ-ପ୍ରାତଃଘ୦୫/୩୭/୪୫ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୫୦/୪୦ ,ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୧/୪୨ ଗତେ ପୂର୍ବେ ,ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,ଅଦ୍ୟ ମୃତେ ପୁଷ୍କରଦୋଷ ନାସ୍ତି ,କାଳବେଳା -ଦିବା ଘ୦୮/୪୧ ଗତେ ଘ୧୦/୧୨ମଧ୍ୟେ ,ବାରବେଳା – ଦିବା ଘ୧୧/୪୨ ଗତେ ଘ୦୧/୧୪ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୪ ମଧ୍ୟେ […]

ଓଡ଼ିଶାରେ ଚାଲିବ ୩ନୂଆ ବନ୍ଦେ ଭାରତଟ୍ରେନ୍‌

ଭୁବନେଶ୍ୱର,୧୦/୯(ଏସଏସନିଉଜ)ଆସନ୍ତା ୧୫ରୁ ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ୍‌।ସାରା ଦେଶରେ ୧୦ଟି ମଧ୍ୟରୁ ଓଡ଼ିଶା ଦେଇ ୩ଟି ଯାତ୍ରା କରିବ।ଟାଟା-ବ୍ରହ୍ମପୁର, ରାଉରକେଲା-ହାୱଡ଼ା, ଦୁର୍ଗ-ବିଶାଖାପାଟଣା ମଧ୍ୟରେ ଚାଲିବ।ପ୍ରଧାନମନ୍ତ୍ରୀ ମୋଦି ୧୦ଟି ବନ୍ଦେ ଭାରତର ଟ୍ରେନ୍‌ର ଶୁଭାରମ୍ଭ କରିବେ।ବ୍ରହ୍ମପୁର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଯୋଗଦେବାକୁ ନିମନ୍ତ୍ରଣ ଆସିଥିବାର ଜଣାପଡିଛି।ପୂର୍ବତଟ ମହାପ୍ରବନ୍ଧକ କେନ୍ଦ୍ର ରେଳମନ୍ତ୍ରୀ ଙ୍କ ପକ୍ଷରୁ କଲେ ନିମନ୍ତ୍ରଣ।