Browsing category

ମନୋରଞ୍ଜନ

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରୁ ମିଳିଲା ଯୁଦ୍ଧ ସାମଗ୍ରୀ

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ଶ୍ରୀମନ୍ଦିର ରତ୍ନ ଭଣ୍ଡାରରୁ ରାଜରାଜୁଡ଼ା ଅମଳର ଯୁଦ୍ଧସାମଗ୍ରୀ ମିଳିଥିବାନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ତେବେ ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା ଜଣାପଡ଼ିନଥିଲେ ବି ଏହା କଳା ପଡ଼ିଯାଇଥିବା ସେ କହିଛନ୍ତି । ଗତକାଲି ରତ୍ନଭଣ୍ଡାର ଭିତରେ ୧୧ ଜଣିଆ ଅଧିକୃତ ଟିମ ଭଣ୍ଡାରର ଘର ଭିତରକୁ ଯାଇ ଦ୍ବିତୀୟ ରତ୍ନଭଣ୍ଡାର ଖୋଲିଥିଲେ । ଏହି ସମୟରେ ଭିତର ରତ୍ନଭଣ୍ଡାରରେ ୪ଟି ଆଲମାରୀ ଓ […]

ଆସନ୍ତାକାଲି ବିଜେଡ଼ି ବିଧାୟକଦଳର ବୈଠକ

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ଆସନ୍ତାକାଲି ସନ୍ଧ୍ୟା ସାଢେ଼ ୫ଟା ଶଙ୍ଖ ଭବନରେ ବିଜେଡ଼ି ବିଧାୟକଦଳର ବୈଠକ ବସିବ। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଆଗାମୀ ବିଧାନସଭା ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି ।ଅନ୍ୟପଟେବିଜେଡି ସଂସଦୀୟ ଦଳ ବୈଠକ ଆରମ୍ଭ ହୋଇଛି ।ନବୀନ ନିବାସରେ ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତରହିଥିବାବେଳେ ସଂସଦ ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ ହୋଇଥିବାର ଜଣାପଡିଛି ।

ମାଇକ୍ରୋସଫ୍ଟ ସମସ୍ୟା

ଭୁବନେଶ୍ୱର,୧୯ା୭(ଏସଏସନିଉଜ)ମାଇକ୍ରୋସଫ୍ଟରେ ଅଚଳାବସ୍ଥା ପାଇଁ ସାରା ବିଶ୍ୱ ପ୍ରଭାବିତ ହୋଇଛି ।ଯାହାଫଳରେ ଭୁବନେଶ୍ୱରରୁ କିଛି ବିମାନ ବାତିଲ୍ କରାଯାଇଛି ।ଇଣ୍ଡିଗୋ କାଲି ପର୍ଯ୍ୟନ୍ତଉଡ଼ାଣ ବାତିଲ କରିଥିବା ସୂଚନାମିଳିଛି ।ଚେକ୍ ଇନ୍ ଓ ଚେକ୍ ଆଉଟ୍‌ରେ ସମସ୍ୟାଯୋଗୁ ଯାତ୍ରୀମାନେ ହନ୍ତସନ୍ତ ହୋଇଛନ୍ତି ।ସବୁ ମାନୁଆଲି ହେଉଥିବାରୁ ବୋର୍ଡିଂରେ ବ୍ୟାପକ ସମସ୍ୟା ଦେଖାଦେଇଛି ।

ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା

ଭୁବନେଶ୍ବର, ୧୮ା୭(ଏସଏସନିଉଜ)ଶ୍ରାବଣ ମାସ ଆରମ୍ଭ ହେବାକୁ ଆଉ ମାତ୍ର ଦିନ କେଇଟା ବାକି। ଶ୍ରାବଣ ସୋମବାରରେ ଶୈବପୀଠରେ ଜଳଲାଗି କରିବେ କାଉଡିଆ। ଆଉ ଶ୍ରାବଣ ଆରମ୍ଭ ହେବା ପୂର୍ବରୁ କାଉଡିଆଙ୍କ ପାଇଁ ଆସିଛି ବଡ ଖବର। ଏଣିକି ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ କଳସୀରେ ପାଣି ନେଇପାରିବେନି କାଉଡିଆ ମାନସିକଧାରୀ। ଧବଳେଶ୍ୱରଙ୍କ ପାଖକୁ ନିଷେଧ ହେଇଛି ପ୍ଲାଷ୍ଟିକ୍ କଳସ। ଯଦି କେହି ମାନସିକଧାରୀ ପ୍ଲାଷ୍ଟିକ୍ କଳସ ଧରି ପାଣି ଲାଗି କରିବାକୁ ଆସନ୍ତି , ତେବେ ତାଙ୍କ ଜଳ […]

ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ- ଗଜପତି

ପୁରୀ, ୧୮ା୭(ଏସଏସନିଉଜ)ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ ବୋଲି କହିଲେ ଗଜପତି ମହାରାଜା। ରତ୍ନଭଣ୍ଡାର ଦେଖି ଫେରିଲା ପରେ ଗଜପତି ମହାରାଜା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତ ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହେଲା ପରେ ଲେଜର ସ୍କାନିଂ କରାଯିବ।ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ASIକୁ ହସ୍ତାନ୍ତର କରାଯିବ। ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେଉଁ କାଳରୁ ଓ କେବେ ମରାମତି ହୋଇଥିଲା , କେହି ଜାଣନ୍ତିନି। ୧୯୭୧ରୁ ଏଏସ୍‌ଆଇ ଦାୟିତ୍ବ […]

ଆଜିର ରାଶିଫଳ

୨୦୨୪ମସିହା ଜୁଲାଇମାସ ୧୮ତାରିଖ ଗୁରୁବାର ।ରଥ ଉପରେ ଶ୍ରୀଜୀଉଙ୍କର ଅଧର ପଣା, ଶ୍ରୀଗରୁଡ଼ ଶୟନ ଉତ୍ସବ।ସୁର୍ଯ୍ୟୋଦୟ- ଘ୫/୨୦/୫୯ ,ସୂର୍ଯ୍ୟାସ୍ତ- ଘ୬/୨୪/୨୩ ,ଆଷାଢ଼ମାସ ,ଶୁକ୍ଳପକ୍ଷ ,ବୃହସ୍ପତିବାସ ,ତିଥି- ଦ୍ବାଦଶୀ ରାତ୍ରି ଘ୮/୫୩ମି ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ।ନକ୍ଷତ୍ର- ଜ୍ୟେଷ୍ଠା ନକ୍ଷତ୍ର ରାତ୍ରି ଘ୪/୧୮ମି ପର୍ଯ୍ୟନ୍ତ ତଦନ୍ତେ ମୂଳା ନକ୍ଷତ୍ର।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ନୈର୍ଋତକୋଣରେ କୋଣରେ, ରାତ୍ରି ଘ୮/୫୩ମି ପରେ ଦକ୍ଷିଣ ଦିଗରେ। ଅଗନ୍ତବ୍ୟ ତିଥି, ମଙ୍ଗଳସପ୍ତ ଦୋଷ ହେତୁ ରାତ୍ରି ଘ୪/୧୮ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ଦକ୍ଷିଣଦିଗ,ଅଗ୍ନିକୋଣ,ଓ […]

ଶ୍ରୀଶ୍ରୀ ସାଇ ସୋମନାଥଦେବଙ୍କ ସପ୍ତମବାର୍ଷିକ ବିଶ୍ଵଶାନ୍ତିମହାଯଜ୍ଞ

ବାରଙ୍ଗ,୧୭/୭ (ଏସଏସନିଉଜ); ରାଜଧାନୀ ଉପକଣ୍ଠ କଲ୍ୟାଣପୁର ପଞ୍ଚାୟତର ଗଣ୍ଡରପୁର ଗ୍ରାମରେ ଶ୍ରୀ ଶ୍ରୀ ସାଇ ସୋମନାଥ ଦେବଙ୍କ ସପ୍ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଯାଇଛି। ବୁଧବାର ଠାରୁ ଆସନ୍ତା ଶନିବାର ପର୍ଯ୍ୟନ୍ତ ୪ଦିନ ଧରି ବାବାଙ୍କ ପୀଠରେ ଯଜ୍ଞ ଚାଲିବ। ବୁଧବାର ଯଜ୍ଞର ପ୍ରଥମ ଦିନରେ ଅଞ୍ଚଳର ଶତାଧିକ ମାନସିକଧାରୀ ପ୍ରାଚୀନ ପ୍ରାଚୀନଦୀ ଧାରରୁ ବିରାଟ କଳସ ଶୋଭାଯାତ୍ରାରେ ବାହାରି ବାବାଙ୍କ ପୀଠରେ ଜଳାଭିଷେକ କରିଥିଲେ। ଗୁରୁବାର ଦ୍ଵିତୀୟ ଦିନରେ ସୂର୍ଯ୍ୟପୂଜା, ଅଗ୍ନି ସ୍ଥାପନ ଏବଂ […]

ବିଦ୍ୟୁତ୍ ଖୁଣ୍ଟରେ କୁମ୍ଭୀର ଛୁଆ

ରାଜନଗର,୧୭ା୭(ଏସଏସନିଉଜ) ଭିତରକନିକା ଜାତୀୟ ଉଦ୍ୟାନ ସୀମାବର୍ତ୍ତୀ ଅଞ୍ଚଳରେ ଏକ ୩ ଫୁଟ୍‌ର କୁମ୍ଭୀର ଛୁଆ ବିଦ୍ୟୁତ୍ ଖୁଣ୍ଟରେ ଚଢ଼ିଯାଇଥିବାର ଦେଖିବାକୁ ମିଳିଛି ।କୁମ୍ଭୀର ଛୁଆଟି ବିଦ୍ୟୁତ୍ ଖୁଣ୍ଟ ଉପରେ ଚଢ଼ି ଶୀର୍ଷରେ ତାର ସହିତ ଲାଗି ରହିଛି। ୨୫ ଫୁଟ୍ ଲମ୍ବ ବିଦ୍ୟୁତ୍ ଖୁଣ୍ଟର ପୂରା ଉପରକୁ ଚଢ଼ିଯାଇଛି ।ସ୍ଥାନିୟଲୋକାମନେ ପାଟିକରିବା ଓ ଟେକା ମାରିଲେ ମଧ୍ୟ କୁମ୍ଭୀରଟି ତଳକୁ ଓହ୍ଲାଉନଥିବାର ଜଣାପଡିଛି ।ଯାହାର ଭିଡିଓ ଏବେ ସୋସିଆଲମିଡିଆରେ ଭାଇରାଲ ହେବାରେ ଲାଗିଛି । ଜାତୀୟ ଉଦ୍ୟାନ […]

ଆଉ ଦିନେ ଦିନ ଧାର୍ଯ୍ୟ କରି ଖୋଲିବୁ- ମୁଖ୍ୟ ପ୍ରଶାସକ

ପୁରୀ,୧୪ା୭(ଏସଏସନିଉଜ)ଖୋଲିଛି ମହାପ୍ରଭୁଙ୍କର ରତ୍ନଭଣ୍ତାର ।ଭିତରଭଣ୍ଡାର ଅଳଙ୍କାର ଆଜି ଖୋଲାଯାଇପାରିଲାନି, ଆଉଦିନେ ଖୋଲାଯିବ ବୋଲି କହିଛନ୍ତି ମୁଖ୍ୟପ୍ରଶାସକ ଅରବିନ୍ଦପାଢ଼ୀ ।ସେକହିଛନ୍ତି ବାହାରଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣକାମ ବହୁତସମୟ ଲାଗିଗଲା ।କାଲି ବାହୁଡ଼ାଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି ।ବାହୁଡ଼ା,ସୁନାବେଶ ସରିବାପରେ ଆଉଦିନେ ନିର୍ଦ୍ଧାରଣ କରାଯିବବୋଲି କହିଲେ ।ଦିନନିର୍ଦ୍ଧାରଣ କରାଯାଇ ସେହିଦିନ ଭିତରଭଣ୍ଡାର ଖୋଲିବୁବୋଲି କହିଲେ ।ତାଲାଭାଙ୍ଗି ଭିତର ରତ୍ନଭଣ୍ତାର ଖୋଲାଗଲା ।ତେବେ ଭିତର ରତ୍ନଭଣ୍ଡାର ତାଲା ଚାବିରେ ନଖୋଲିବାରୁ ଏସ୍‌ଓପି ଅନୁସାରେ ତାଲା ଭାଙ୍ଗି ଭିତରଭଣ୍ଡାର ଖୋଲାଗଲା ।ସବୁ ଅଳଙ୍କାରକୁ […]

ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର

ପୁରୀ,୧୪ା୭(ଏସଏସନିଉଜ) ୫ ଦଶନ୍ଧି ପ୍ରତୀକ୍ଷାର ଅନ୍ତ ଘଟି ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର । ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ଖୋଲିଛି ରତ୍ନଭଣ୍ଡାର । ରତ୍ନ ଭଣ୍ତାର ଖୋଲିବା ପାଇଁ ମୋଟ୍ ୧୧ଜଣ ସଦସ୍ୟ ଭିତରକୁ ଯାଇଛନ୍ତି । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ, ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ […]