Browsing category

ମନୋରଞ୍ଜନ

ଆଜିର ରାଶିଫଳ

ଜୁନ୍ ମାସ ୨୨ ତାରିଖ ୨୦୨୪ ମସିହା(ଶନିବାର) ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ,ତିଥି- ପୂର୍ଣ୍ଣିମା ପ୍ରାତଃ ଘ ୦୬/୩୭ ଗତେ ପ୍ରତିପଦ,ସୁର୍ୟୋଦୟ-ପ୍ରାତଃ ଘ୦୫/ ୧୩/୦୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୪୯, ପ୍ରତିପଦର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,କାଳବେଳା -ଦିବା ଘ୦୬/୫୨ ମଧ୍ୟେ ଓ ଦିବା ଘ୦୪/୪୪ ଗତେ ଘ୦୬/୨୪ ମଧ୍ୟେ,ବାରବେଳା – ଦିବା ଘ୦୧/୨୭ ଗତେ ଘ୦୩/ ୦୬ ମଧ୍ୟେ,ଅଦ୍ୟ ମୃତେ ଏକ ପୁଷ୍କରଦୋଷ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୦୭ ଗତେ ଘ୦୪/୪୩ମଧ୍ୟେ […]

୫ ବର୍ଷପରେ ବାରବାଟୀରେ ହେବ ଦିନିକିଆମ୍ୟାଚ୍‌

କଟକ,୨୦।୬(ଏସଏସନିଉଜ) ପ୍ରାୟ ୫ ବର୍ଷର ବ୍ୟବଧାନ ପରେ ଐତିହାସିକ ବାରବାଟୀ ଷ୍ଟାଡିୟମ ଦିନିକିଆ ମ୍ୟାଚ୍‌ର ଆୟୋଜନ କରିବ। ଏହି ମ୍ୟାଚରେ ଭାରତ ଓ ଇଂଲଣ୍ଡ ମୁହାଁମୁହଁ ‌‌ହେବେ। ୨୦୨୫ ଫେବୃଆରୀ ୯ ତାରିଖରେ ଖେଳାଯିବ ଏହି ମ୍ୟାଚ୍ ଖେଳାଯିବ ବୋଲି ଜଣାପଡ଼ିଛି। ୨୦୨୫ରେ ଭାରତ ଗସ୍ତରେ ଇଂଲଣ୍ଡ ଆସିବ। ଏହି ଗସ୍ତକାଳରେ ଭାରତ ବିପକ୍ଷରେ ୩ଟି ଦିନିକିଆ ମ୍ୟାଚ୍‌ ଖେଳିବ। ପ୍ରଥମ ମ୍ୟାଚ୍‌ ନାଗପୁରରେ ଖେଳାଯିବ। ୨ୟ ମ୍ୟାଚ୍‌ କଟକ ଓ ୩ୟ ମ୍ୟାଚ୍‌ ଅହମ୍ମଦାବାଦରେ ହେବ। […]

ଉଦଯାପିତ ହେଲା ମକଡ୍ରିଲ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର,୨୦।୬(ଏସଏସନିଉଜ) ଭୁବନେଶ୍ୱରବ୍ଲକରେ ଆପଦକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଆୟୋଜିତ ମକଡ୍ରିଲ ପ୍ରଶିକ୍ଷଣ ଶିବିର ବୁଧବାର ଦିନ ଉଦଯାପିତ ହୋଇଯାଇଛି।ଦୁଇଦିନ ଧରି ଅନୁଷ୍ଠିତ ଏହି ଶିବିରର ଉଦଯାପନି ଉତ୍ସବରେ ଏଡିଏମ ରୁଦ୍ର ନାରାୟଣ ମହାନ୍ତି ଯୋଗଦେଇ ଉପସ୍ଥିତ ଥିବା ସମସ୍ତ କର୍ମଚାରୀ, ବିଭିର୍ନ୍ନ ସ୍ତରରୁ ଆସିଥିବା ଟ୍ରେନରମାନଙ୍କୁ ପ୍ରଶିକ୍ଷଣ ନେଇ ବୁଝାଇଥିଲେ।ଏଥିରେ ଭୁବନେଶ୍ୱରତହସିଲଦାର ଓ ବିଡ଼ିଓ ସାଗର ପାଳ ଉପସ୍ଥିତ ଥିଲେ। ମକଡ୍ରିଲ ଓ ଟେବୁଲଟପ ଏକ୍ସରସାଇଜ ନିମନ୍ତେ ଯୋଗଦେଇଥିବା ସମସ୍ତ ପ୍ରଶିକ୍ଷାର୍ଥୀଙ୍କୁ ବିଡ଼ିଓ ପ୍ରଶଂସା କରିଥିଲେ ।(ସଚ୍ଚିଦାନନ୍ଦ […]

ଆଜିର ରାଶିଫଳ

ଜୁନ୍ ମାସ ୨୧ତାରିଖ ୨୦୨୪ମସିହା(ଶୁକ୍ରବାର) ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଦ୍ଦଶୀ ପ୍ରାତଃ ଘ ୦୭/୩୧ଗତେ ପୂର୍ଣ୍ଣିମା,ସୁର୍ୟୋଦୟ-ପ୍ରାତଃ ଘ୦୫ /୧୨/୫୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୩୯, ଯୋଗିନୀ ପଶ୍ଚିମେ ପ୍ରାତଃ ଘ ୦୭/୩୧ଗତେ ବାୟବ୍ୟେ,ପୂର୍ଣ୍ଣିମାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,କାଳବେଳା ଓ ବାରବେଳା -ଦିବା ଘ୦୮/ ୩୯ ଗତେ ଘ୧୧/୪୯ ମଧ୍ୟେ,ଅଦ୍ୟ ମୃତେ ପୁଷ୍କର ଦୋଷ ନାସ୍ତି,ବିଶୁଦ୍ଧ ଅମୃତବେଳା- ଦିବା ଘ୧୧/୪୦ ଗତେ ଘ୦୨/ ୦୧ମଧ୍ୟେ ଓ ରାତ୍ରି ଘ୦୮/୫୦ ଗତେ ଘ୦୧/୩୬ […]

ଆଜିର ରାଶିଫଳ

ଜୁନ୍ ମାସ ୨୦ତାରିଖ ୨୦୨୪ମସିହା(ଗୁରୁବାର) ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ପ୍ରାତଃ ଘ ୦୭/୪୭ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ଅନୁରାଧା ସନ୍ଧ୍ୟା ଘ ୦୬/୪୪ଗତେ ଜ୍ୟେଷ୍ଠା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୦୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୨୯, ଯୋଗିନୀ ଦକ୍ଷିଣେ ପ୍ରାତଃ ଘ ୦୭/୪୭ ଗତେ ବାୟବ୍ୟେ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ତୁଳା ଓ କୁମ୍ଭରାଶିର ଘାତବାର,କାଳବେଳା ଓ ବାରବେଳା -ଦିବା ଘ୦୩/୦୬ ଗତେ ଘ୦୬/୨୪ ମଧ୍ୟେ,ଅଦ୍ୟ ମୃତେ ପୁଷ୍କରଦୋଷ ନାସ୍ତି,ବିଶୁଦ୍ଧ ଅମୃତ ବେଳା-ଦିବାଘ୦୨/୪୭ଗତେ ଘ୦୩/୦୫ମଧ୍ୟେ ଓ ସନ୍ଧ୍ୟାଘ୦୭/୧୨ଗତେଘ୦୯/୩୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବାଘ୦୬/୦୦ ମଧ୍ୟେ ଘ୦୯ /୦୨ ଗତେ ଘ୧୦/୪୯ମଧ୍ୟେ,ଅଦ୍ୟ ବିରିଭକ୍ଷଣ […]

ବିବାହ କଲେ ନବୀନଙ୍କ ପୁତୁରା

ଭୁବନେଶ୍ୱର,୧୮ା୬(ଏସଏସନିଉଜ) ବାହାହେଲେ ପୁର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ନେଦରଲ୍ୟାଣ୍ଡରେ ବିବାହ କଲେ ଅରୁଣ । ନାଦିଆ ନାମକ ଜଣେ ବିଦେଶୀ ଯୁବତୀଙ୍କୁ ବିବାହ କରିଛନ୍ତି । ଏହି ବିବାହରେ ବାପା ପ୍ରେମ ପଟ୍ଟନାୟକ ଉପସ୍ଥିତ ଥିଲେ । ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକଙ୍କ ପୁଅ ହେଉଛନ୍ତି ଅରୁଣ ।କିଛିଦିନ ତଳେ ଓଡ଼ିଶା ଆସିଥିଲେ, ନବୀନଙ୍କ ପରେ ବିଜେଡ଼ିର ନେତୃତ୍ୱ ନେବେ ବୋଲି ଚର୍ଚ୍ଚା ହେଉଥିଲାା

ବଦଳିଲା ସ୍କୁଲ ଛୁଟି ନିଷ୍ପତି

ଭୁବନେଶ୍ୱର ,୧୭ା୬(ଏସଏସନିଉଜ) ପାଣିପାଗବିଭାଗ ସୂଚନାକୁ ଭିତ୍ତିକରି ସ୍କୁଲଖୋଲିବା ନିଷ୍ପତ୍ତି ଗ୍ରହଣ କରିବାପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳମାନେ ନିଜନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକର ପ୍ରଥମ ରୁ ଦ୍ଵାଦଶଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ ।ଏହି ନିର୍ଦେଶ ଆଗାମୀ ୨୦.୬.୨୦୨୪ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କୁହାଯାଇଛି ।

ଆଜିର ରାଶିଫଳ

ଜୁନ୍ ମାସ ୧୮ତାରିଖ ୨୦୨୪ମସିହା(ମଙ୍ଗଳବାର)ଜ୍ୟେଷ୍ଠମାସ- ଶୁକ୍ଳପକ୍ଷ ,ତିଥି-ଏକାଦଶୀ ପ୍ରାତଃ ଘ୦୬/୨୩ ଗତେ ଦ୍ଵାଦଶୀ,ନକ୍ଷତ୍ର- ସ୍ୱାତି ଦିବା ଘ ୦୪/୩୩ଗତେ ବିଶାଖା ,ସୁର୍ୟୋଦୟ-ପ୍ରାତଃଘ୦୫/୧୨/୨୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୫୯ ,ଯୋଗିନୀ ଅଗ୍ନିକୋଣେ ପ୍ରାତଃ ଘ ୦୬/୨୩ଗତେ ନୈରୁତେ ,ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମକରରାଶିର ଘାତବାର ,କାଳବେଳା-ଦିବା ଘ ୦୧/୨୪ଗତେ ଘ୦୩/୦୪ମଧ୍ୟେ ,ବାରବେଳା -ଦିବା ଘ୦୬ /୫୦ ଗତେ ଘ୦୮/୩୦ ମଧ୍ୟେ ,ଅଦ୍ୟ ମୃତେ ଏକପାଦ ଦୋଷ ପ୍ରାତଃଘ ୦୬/୨୩ଗତେ ଦ୍ଵିପାଦ ଓ ଦିବା ଘ ୦୪/୨୫ ଗତେ ତ୍ରୀପାଦ […]

ଆଜିରରାଶିଫଳ

୨୦୨୪ମସିହା ଜୁନ୍ ମାସ ୧୫ ତାରିଖ ଶନିବାର ।ଶ୍ରୀମନ୍ଦିରେ ଓ ସର୍ବତ୍ର ମିଥୁନ (ରଜ) ସଂକ୍ରାନ୍ତି।ବିବିଧ – ହଳ ନିଷେଧ, ସ୍ତ୍ରୀ ତୈଳ ବର୍ଜନ। ସୂର୍ଯ୍ୟୋଦୟ ରୁ ଦିବା ଘ୯/୩୧ମି ମଧ୍ୟେ ସଂକ୍ରାନ୍ତିର ପୂଣ୍ୟକାଳଃ। ଦିବା ଘ୯/୩୧ମି ଠାରୁ ଦିବା ଘ୩/୫୫ମି ମଧ୍ୟେ ସଂକ୍ରାନ୍ତିର ବିଶିଷ୍ଟ ପୂଣ୍ୟକାଳଃ ।ସୁର୍ଯ୍ୟୋଦୟ- ଘ୫/୧୧/୬, ସୂର୍ଯ୍ୟାସ୍ତ- ଘ୬/୨୨/୩୨,ଜ୍ୟେଷ୍ଠମାସ,ଶୁକ୍ଳପକ୍ଷ,ଶୌରିବାସ,ତିଥି- ନବମୀ ରାତ୍ରି ଘ୨/୩୦ମି ପର୍ଯ୍ୟନ୍ତ ତଦନ୍ତେ ଦଶମୀ।ନକ୍ଷତ୍ର- ଉତ୍ତରାଫାଲ୍ଗୁନୀ ନକ୍ଷତ୍ର ଦିବା ଘ୮/୫୫ମି ପର୍ଯ୍ୟନ୍ତ ତଦନ୍ତେ ହସ୍ତା ନକ୍ଷତ୍ର ।ଚ଼ନ୍ଦ୍ର- କନ୍ୟାଚନ୍ଦ୍ର (ଅହୋରାତ୍ର)।ସୌରଚଳନେ […]

ଗାଡ଼ିଅଟକାଇ କୁନିଝିଅ ହାତରୁ ଫୁଲତୋଡ଼ାନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଏସଏସନିଉଜ)ରାସ୍ତାରେ ଗାଡ଼ି ଅଟକାଇ କୁନି ଝିଅ ହାତରୁ ଫୁଲ ତୋଡ଼ା ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ରାଜ୍ୟ ସଂଗ୍ରହାଳୟକୁ ଯାଉଥିବାବେଳେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବାକୁ ରାସ୍ତାକଡ଼ ରେ ଛିଡ଼ା ହୋଇଥିଲା କୁନି ଝିଅ।ଅନ୍ୟପଟେ ରଜ ପାଇଁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା।ପହିଲି ରଜରେ ଓଡ଼ିଶାବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଗଣ ପର୍ବ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ।Xରେ ପୋଷ୍ଟ କରି ରାଜ୍ୟବାସୀଙ୍କୁ […]