Browsing category

ମନୋରଞ୍ଜନ

ସ୍ପଷ୍ଟୀକରଣ ରଖିଲେ କାମିୟା ଜାନୀ

ଭୁବନେଶ୍ୱର,୨୪।୧୨(ଏସଏସ ନିଉଜ)ଶ୍ରୀମନ୍ଦିର ପ୍ରବେଶକୁ ନେଇ ସ୍ପଷ୍ଟୀକରଣ ରଖିଲେ କାମିୟା ଜାନୀ।ଭିଡିଓ ବାର୍ତ୍ତା ମାଧ୍ୟମରେ ସ୍ପଷ୍ଟୀକରଣ ରଖିଲେ କାମିୟା।ସେ କହିଛନ୍ତିଯେ,ବିଫ୍‌ ଖାଏନି କି ଖାଇବାକୁ ପ୍ରୋତ୍ସାହନ କରେନି।ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇବାକୁ ପୁରୀ ଯାଇଥିଲି।ମନ୍ଦିରରନିର୍ମାଣ ଓ ସଂସ୍କୃତି ଲୋକଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟ ଥିଲା।ଦୁର୍ଭାଗ୍ୟବଶତଃ ମୋର ଏହି ଭ୍ରମଣ ବିବାଦୀୟ ହୋଇଛି।ଭ୍ରମଣ ସମୟରେ କୌଣସି ବି ନିୟମ ଭଙ୍ଗ କରିନି ବୋଲି କହିଛନ୍ତି କାମିୟ।ହିନ୍ଦୁ ଧର୍ମକୁ ଅନୁସରଣକରେ।କେରଳ ଫୁଡ୍‌ ବ୍ଲଗ ଭିଡିଓର ଏକ ସ୍କ୍ରିନସଟ୍‌ ବ୍ୟବହାର କରାଯାଉଛି।ସେଠାରେ ବିଫ୍‌ ଖାଇନଥିଲି […]

ଏୟାରପୋର୍ଟରେ ବିରଳସାପ

ଭୁବନେଶ୍ୱର,୨୩ା୧୨(ଏସଏସନିଉଜ) ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଏୟାରପୋର୍ଟରୁ ବିରଳ ପ୍ରଜାତିର ସାପ ଉଦ୍ଧାର ହୋଇଛି ।ବ୍ୟାଙ୍କ୍‌କରୁ ମୁମ୍ବାଇ ଆସିଥିବା ଜଣେ ଯାତ୍ରୀଙ୍କ ବ୍ୟାଗ୍‌ରୁ ଏହି ସାପକୁ ଉଦ୍ଧାର କରାଯାଇଛି ।ଯାତ୍ରୀ ଜଣଙ୍କ ବେଆଇନ୍ ଭାବରେ ବିସ୍କୁଟ୍ ଓ କେକ୍ ପେଟିରେ ସାପଗୁଡ଼ିକୁ ଆଣିଥିବାର ଯାଂଚବେଳେ ଜଣାପଡିଥିଲା ।

ନନ୍ଦନକାନନରେ ୱାଲାବି

ବାରଙ୍ଗ,୨୨ା୧୨(ଏସଏସନିଉଜ) ଆଉ ଦିନକେଇଟା ପରେ ନନ୍ଦନକାନନକୁ ୬୩ପୁରୀ ୬୪ଚାଲିବା ଡିସେମ୍ବର ୨୯ ତାରିଖରେ ୬୪ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି ନନ୍ଦନକାନନ ।ସବୁବର୍ଷ ପର‌୍ୟ୍ୟଟକଙ୍କୁ ନୁଆବର୍ଷର ଭେଟିଦେଉଥିବା ବେଳେ ନନ୍ଦନକାନନ ଚଳିତବର୍ଷ ପ୍ରତିଷ୍ଠା ଦିବସରରେ ପର‌୍ୟ୍ୟଟକଙ୍କୁ ନୁଆପ୍ରଜାତିର (କଙ୍ଗାରୁ ଜାତୀୟ)ୱାଲାବି ଭେଟିଦେବାକୁ ଯାଉଛି ।ଶୁକ୍ରବାରରାତିରେ ହଳେ ୱାଲାବି ଓ ହଳେ ଲିଭିଙ୍ଗଷ୍ଟୋନ ଟୁରାକୋ ନନ୍ଦନକାନନରେ ଆସି ପହଁଚିଛି । ହାଇଦ୍ରାବାଦର ଏକ ଘରୋଇ ସଂସ୍ଥାଠାରୁ ପ୍ରାୟ ୨୦ଲକ୍ଷଟଙ୍କା ରେ କ୍ରୟ କରାଯାଇ ୪ଅତିଥିଙ୍କୁ ନନ୍ଦନକାନନକୁ ଅଣାଯାଇଛି ।ୱାଲାବି […]

ରାତିରେ ଗାଡିଚାଳକଙ୍କୁ ମିଳିବ ମାଗଣା ଚା

ଭୁବନେଶ୍ୱର,୨୧।୧୨(ଏସଏସନିଉଜ)NH କଡ଼ରେ ଥିବା ଢ଼ାବା, ହୋଟେଲରୁ ମିଳିବ ଚା।ରାତିରେ ଭାରିଯାନ ଚଳାଉଥିବା ଡ୍ରାଇଭରଙ୍କୁ ମିଳିବ ଚା’। ଦୁର୍ଘଟଣା ହ୍ରାସ ପାଇଁ ରାତିରେ ଓ ସକାଳେ ମିଳିବ ଚା’। RTOଙ୍କ ସହ ଆଲୋଚନା କରି ଢ଼ାବା ଚିହ୍ନଟ କରିବେ ଜିଲ୍ଲାପାଳ।ରାତିରେ ଯାଉଥିବା ଗାଡ଼ିକୁ ଅଟକାଇ ଏହାର ଚାଳକଙ୍କୁ ମାଗଣାରେ ଚା’ ଦିଆଯିବାକୁ ନିଷ୍ପତି ହେଉଥିବାର ଜଣାପଡିଛି।

୪ଘଣ୍ଟା ପାଇଁ ଜଗାଦର୍ଶନ ବନ୍ଦ

ପୁରୀ,୨୦।୧୨(ଏସଏସନିଉଜ)ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।ଦ୍ବିତୀୟ ଭୋଗ ଶେଷ ପରେ ହେବ ବନକଲାଗି ପରେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ।ବନକଲାଗି ଯୋଗୁଁ ସାଧାରଣ ଦର୍ଶନ ବନ୍ଦ ରହିବ।ଅପରାହ୍ନ ୪ରୁ ରାତି ୮ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ।

ପୁଅକୁ କାନ୍ଧରେ ଧରି କାଳିଆଧାମ

ଭୁବନେଶ୍ୱର,୧୦ା୧୨(ଏସଏସନିଉଜ)ପୁଅକୁ କାନ୍ଧରେ ଧରି କାଳିଆଧାମ । ମାନସିକ ପୂରଣ ପରେ ଭାରାରେ ପୁଅକୁ ନେଇ ଆସିଲେ ପୁରୀ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭିଡ଼ ଜମିଥିବା ବେଳେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା । ମାନସିକ ପୂରଣ ହେବା ପରେ ପୁଅ ଝିଅଙ୍କୁ ଭାରାରେ ଆଣିଛନ୍ତି ଜଣେ ଭକ୍ତ । ଜଟଣୀ କୁସୁମାଟିରୁ ଚାଲି ଚାଲି ଆସିଛନ୍ତି ଅଜୟ କୁମାର ଖମାରୀ । ତାଙ୍କ ପୁଅ ଅସୁସ୍ଥ ଥିବାରୁ ଦୀର୍ଘ ଦିନ ଧରି ଆଇସିୟୁରେ […]

ସଡକସୁରକ୍ଷା ସଚେତନତାକାର୍ଯ୍ୟକ୍ରମ

ବାରଙ୍ଗ,୭।୧୨(ଏସଏସନିଉଜ) କୁଞ୍ଜବିହାରୀ ମହାବିଦ୍ୟାଳୟରେ ଗୁରୁବରଦିନ ଏକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧକ୍ଷ ପ୍ରତାପ କୁମାର ସ୍ୱାଇଁଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡିଶା ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ ନିର୍ଦ୍ଧେଶକ ତପନ କୁମାର ମିଶ୍ର, କଟକ ସଡ଼କ ପରିବହନ ଅଧିକାରୀ ସଞ୍ଜୟ ବେହେରା ଓ ରାଜ୍ୟ ସଡକ ସୁରକ୍ଷା ସଦସ୍ୟ ବିମଳ ସିଂ ଯୋଗଦେଇ ସଡ଼କ ସୁରକ୍ଷା ଓ ଏହାର ନିରାକରଣ ସହ ପ୍ରାଥମିକ ଚିକିତ୍ସାର ବିଭିନ୍ନ ବିଷୟରେ ଆଲୋକପାତ କରିଥିଲେ। […]

ମେଲାଣି ନେଲେ କାର୍ତ୍ତିକେୟ

ବାରଙ୍ଗ, ୬।୧୨ (ଏସଏସ ନିଉଜ) ବାରଙ୍ଗ ଗଣପର୍ବ ପ୍ରଭୁ କାର୍ତ୍ତିକକେଶ୍ଵରଙ୍କର ଭସାଣୀ ଉତ୍ସବ ବୁଧବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବକୁ ଆକର୍ଷଣୀୟ କରିବାପାଇଁ ପ୍ରାୟ ସବୁ ପୂଜାକମିଟି ପକ୍ଷରୁ ଜୋରଦାର ଉଦ୍ୟମ କରାଯାଇଥିବାର ଦେଖିବାକୁ ମିଳିଛି।ପାରମ୍ପରିକ ବାଦ୍ୟ,ଆକର୍ଷଣୀୟ ଲାଇଟ ଗେଟ, ସିଂହ ଗର୍ଜନ,କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ଦେବା ଦେବୀନାଚ ,ଘୋଡାନାଚ , କଣ୍ଢେଇନାଚ, ଘଂଣ୍ଟ, ପଞ୍ଜାବୀ ବାଜା ,ଶିଙ୍ଘ, ଶଙ୍ଖ, ହଳିଦିକାଠ,ଆଦିବାସୀ ନାଚ ସମେତ ବହୁ ପାରମ୍ପାରିକ ଓ ଆଧୁନିକ ବାଦ୍ୟକୁ ଏଥର ଶୋଭାଯାତ୍ରାରେ […]

ଜନ୍ତୁଅଦଳବଦଳରେ ନନ୍ଦନକାନନରୁ ଗଲେ ୮

ବାରଙ୍ଗ,୪ା୧୨(ଏସଏସନିଉଜ)କେନ୍ଦ୍ରୀୟ ଚିଡ଼ିଆଖାନା କର୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ସମ୍ବଲପୁର ଚିଡ଼ିଆଖାନା ମଧ୍ୟରେ ପ୍ରଥମପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ୮ଟି କୃଷ୍ନସାରମୃଗ (୪ଟି ଅଣ୍ଡିରା,୪ଟି ମାଇ), ୮ଟି ନୀଳଗାଇ (୪ଟି ଅଣ୍ଡିରା,୪ଟି ମାଇ) ଏବଂ ୮ଟି ହଗ୍ ଡିଅର (୪ଟି ଅଣ୍ଡିରା,୪ଟି ମାଇ) ରହିଛନ୍ତି। ସେହିପରି ପ୍ରତିବଦଳରେ ସେଠାରୁ ୭ଟି ଚଉସିଂଘା (୨ଟି ଅଣ୍ଡିରା,୫ଟି ମାଇ), ୫ଟି ସମ୍ବର (୨ଟି ଅଣ୍ଡିରା,୩ଟି ମାଇ) ରହିଛନ୍ତି। ସୋମବାର ଏବଂ […]

ଦାଢାପାଟଣାରେ କାର୍ତ୍ତିକେଶ୍ୱର ଭଷାଣି

ବାରଙ୍ଗ,୨ା୧୨ (ଏସଏସନିଉଜ) ବାରଙ୍ଗର ପ୍ରସିଦ୍ଧ ପର୍ବ ପବିତ୍ର କାର୍ତ୍ତିକେଶ୍ୱର ପୂଜାର ପ୍ରଥମ ପର‌୍ୟ୍ୟାୟ ଭଷାଣୀ ଶନିବାର ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ପ୍ରଥମ ପର‌୍ୟ୍ୟାୟରେ ଦାଢ଼ାପାଟଣା ଗ୍ରାମରେ ପୂଜା ପାଉଥିବା ୧୩ଟି ମେଢ଼ ମଧ୍ୟରୁ ୧୦ଟି ମେଢ଼ ଭସାଣି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଗ୍ରାମର ମୁଖ୍ୟ ମେଢ଼ ଆସନ୍ତା ବୁଧବାର ଦିନ ହେବାକୁ ଥିବା ଭସାଣୀରେ ସାମିଲ ହେବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତ ମେଢ଼ଗୁଡିକରେ ଡିଜେକୁ ବନ୍ଦ କରି ପାରମ୍ପରିକ ନୃତ୍ୟ,ଲୋକ […]