Browsing category

ଜଣା ଅଜଣା

CISF ନଜରରେ ଅଯୋଧ୍ୟା ବିମାନବନ୍ଦର

ଭୁବନେଶ୍ବର,୧୦।୧(ଏସଏସନିଉଜ)ନବନିର୍ମିତ ଅଯୋଧ୍ୟା ବିମାନ ବନ୍ଦର ସୁରକ୍ଷା ଦାୟିତ୍ବ ନେଇଛି CISF।ମହର୍ଷି ବାଲ୍ମୀକି ଅନ୍ତର୍ଜାତୀୟ ବିମାନ ବନ୍ଦର ସୁରକ୍ଷା ଦାୟିତ୍ବ ହସ୍ତାନ୍ତର ହୋଇଛି।ଆସନ୍ତା କିଛିଦିନ ମଧ୍ୟରେ ଆବଶ୍ୟକ CISF ୟୁନିଟ୍ ମୁତୟନ ହେବ। ୨୨ରେ ପ୍ରାଣପ୍ରତିଷ୍ଠା ଉତ୍ସବରେ ବହୁ ବିଶିଷ୍ଟବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଆଜିର ରାଶିଫଳ

୨୦୨୪ମସିହା ଜାନୁଆରୀମାସ ୬ତାରିଖ ଶନିବାର। ସୁର୍ଯ୍ୟୋଦୟ- ଘ୬/୨୬/୫୦,ସୂର୍ଯ୍ୟାସ୍ତ-ଘ୫/୧୭/୫୪, ପୌଷମାସ,କୃଷ୍ଣପକ୍ଷ,ଶୌରିବାସ,ତିଥି- ଦଶମୀ ରାତ୍ରି ଘ୧୨/୪୭ମି ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତରଦିଗରେ, ରାତ୍ରି ଘ୧୨/୪୭ମି ପରେ ଆଗ୍ନେୟକୋଣରେ। ଶନିବାର, ବିଷ୍ଟିକରଣ ଦୋଷହେତୁ ଯାତ୍ରାଦି ଶୁଭକର୍ମ ନିଷେଦ୍ଧ।ଘାତଚନ୍ଦ୍ର–ଘାତଚନ୍ଦ୍ରନାହିଁ।ଘାତବାର–ବୃଷ,ସିଂହ ଓ କନ୍ୟାରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- କଳମଶାଗ ଭକ୍ଷଣ ନିଷେଧ।ଅଶୁଭବେଳା-କାଳବେଳା ପ୍ରାତଃ ରୁ ଘ୭/୪୯ ମି ମଧ୍ୟେ, ଘ୩/୫୮ମି ରୁ ସୂର୍ଯ୍ୟାସ୍ତ ଘ୫/୧୮ ମି ପର୍ଯ୍ୟନ୍ତବାରବେଳା ଦିବା ଘ୧/୧୬ମି ରୁ ଘ୨/୩୮ ମି ପର୍ଯ୍ୟନ୍ତ।(କାଳରାତ୍ରି) ସୂର୍ଯ୍ୟାସ୍ତରୁ […]

କୁମ୍ଭୀରପାଇଁ ଭିତରକନିକା ବନ୍ଦ

ଭୁବନେଶ୍ୱର,୪ା୧(ଏସଏସନିଉଜ) ଆରମ୍ଭ ହୋଇଛି ଚିଲିକାରେ ପକ୍ଷୀଗଣନା । ସମଗ୍ର ଚିଲିକାର ବାଲୁଗାଁରେ ୬ଟି, ଟାଙ୍ଗିରେ ୮ଟି, ସାତପଡ଼ାରେ ୪ଟି, ରମ୍ଭାରେ ୨ଟି ଓ ଚିଲିକା ନୂଆପଡ଼ାରେ ଗୋଟିଏ ଟିମ୍ କୁନେଇ ସମୁଦାୟ୨୧ଟିଟିମ୍ ଗଣନାରେ ସାମିଲ ହୋଇଛନ୍ତି । ଏହି ଗଣନାରେ ୧୧୮ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସକାଳ ୬ଟାରୁ ଗଣନା ପ୍ରକ୍ରିୟା ଆରମ୍ଭ ହୋଇ ଦିନ ୧୨ଟା ଯାଏଁ ଚାଲିବ ।ସେହିଭଳିଭାବେ କୁମ୍ଭୀର ଗଣନା ପାଇଁ ସ୍ଥାୟୀ ଓ ଅସ୍ଥାୟୀ କର୍ମଚାରୀଙ୍କୁ ନେଇ ବିଭିନ୍ନ […]

ସ୍ଥାୟୀ ବେଞ୍ଚର ଆବଶ୍ୟକତା ନାହିଁ

ଭୁବନେଶ୍ୱର,୨।୧(ଏସଏସନିଉଜ)ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେସ୍ଥାୟୀ ବେଞ୍ଚର ଆବଶ୍ୟକତା ନଥିବା କହିଲେ କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ।ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ,ଇ-କୋର୍ଟ ଆରମ୍ଭ ହେଲାଣି , ଭର୍ଚୁଆଲ ରେ ସୁବିଧା ମିଳୁଛି।ଇ-କୋର୍ଟ ବ୍ୟବସ୍ଥାରେ ଓଡ଼ିଶା ଆଗରେ ଅଛି।ଜିଲ୍ଲାରେ ଭଲ ସୁବିଧା ମିଳୁଛି ବୋଲି କେନ୍ଦ୍ର ଆଇନମନ୍ତ୍ରୀ କହିଛନ୍ତି।ତେଣୁ ହାଇକୋର୍ଟ ବେଞ୍ଚର ଆବଶ୍ୟକତା ଆଉ ନାହିଁ ବୋଲି କହିଛନ୍ତି।

କଟକ ସହରକୁ ଗଡ଼ିବ ମେଟ୍ରୋ

କଟକ,୨୮ା୧୨(ଏସଏସନିଉଜ)ଏବେ ତ୍ରିଶୁଳିଆ ନୁହେଁ କଟକସହରକୁ ଗଡିବ ମେଟ୍ରୋ ଟ୍ରେନ୍ । ପ୍ରଥମପର୍ଯ୍ୟାୟରେ  ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୂଳିଆଛକପର୍ଯ୍ୟାୟରେ  ମେଟ୍ରୋପ୍ରକଳ୍ପ ପାଇଁ ‌ଯୋଜନା କରାଯାଇଥିବାବେଳେ ଏବେ ଏହାକୁ ‌କଟକ ନେତାଜୀ ବସ୍ ଟର୍ମିନାଲପର୍ଯ୍ୟନ୍ତ ସଂପ୍ରସାରିତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।ଏଥିପାଇଁ କାଠଯୋଡି ପୋଲକୁଲାଗି ୨୨୦ କୋଟି ଟଙ୍କା ବ୍ୟୟବରାଦରେ ହେବାକୁଥିବା ଦ୍‌ବିତୀୟସେତୁ ପାଇଁ ଟେଣ୍ଡରକୁ ବାଜତିଲ କରି ଦିଆଯାଇଛି । ଏବେ କାଠ‌ଯୋଡ଼ି ଉପରେ ପ୍ରାୟ ୭୦୦ କୋଟି ଟଙ୍କା ବ୍ୟୟରେ ଏକ ବହୁବିଧ ପରିବହନ ବ୍ୟବସ୍ଥା ଥିବାା ସେତୁ […]

ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ

ପୁରୀ,୨୬ା୧୨(ଏସଏସନିଉଜ)ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଜାନୁଆରୀ ୧୭ ତାରିଖରେ ଲୋକାର୍ପଣ ହେବାକୁଯାଉଛି ।ଏଥିନିମନ୍ତେ ଶ୍ରୀମନ୍ଦିରପ୍ରଶାସନ ପକ୍ଷରୁ ଆୟୋଜିତ ଭବ୍ୟ ଆୟୋଜନରେ ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ନିମନ୍ତ୍ରଣ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ନିମନ୍ତ୍ରଣପତ୍ର ବାଣ୍ଟିବାପାଇଁ ରାଜ୍ୟ ଭିତରେ ୧୩ଟିଦଳ ଓ ରାଜ୍ୟ ବାହାରକୁ ୧୭ଟି ଦଳ କୁନେଇ ସମୁଦାୟ ୩୦ ପ୍ରତିନିଧି ଦଳ ପବିତ୍ର ମାର୍ଗଶିର ପୂର୍ଣ୍ଣିମାରୁ ବାହାରିଛନ୍ତି ।ଆଜି ଏକ ପ୍ରତିନିଧିଦଳ ପ୍ରଥମେ ଲିଙ୍ଗରାଜଙ୍କୁ […]

ସୋମବାର ନନ୍ଦନକାନନ ଖୋଲା

ବାରଙ୍ଗ,୨୪ା୧୨(ଏସଏସନିଉଜ)ଏଥର ବଡଦିନ ଓ ନୁଆବର୍ଷରେ ନନ୍ଦନକାନନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମଜା ଉଠାଇବେ ।ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଏଥର ବଡଦିନ ଓ ନୁଆବର୍ଷ ସୋମବାର ପଡୁଅଛି ।ତେଣୁ ସୋମବାର ନନ୍ଦନକାନନ ବନ୍ଦ ରହିବା ଦ୍ୱନ୍ଦ ଉପରୁ ପର୍ଦାଉଠାଇଛନ୍ତି କର୍ତୁପକ୍ଷ ।ପୁର୍ବନିର୍ଦ୍ଧାରିତ ନୀୟାମାନୁସାରେ ସୋମବାର ଖୋଲା ରହି ମଙ୍ଗଳବାରଦିନ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ବନ୍ଦ ରହିବ ବୋଲି ନନ୍ଦନକାନନ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।  

ନନ୍ଦନକାନନରେ ୱାଲାବି

ବାରଙ୍ଗ,୨୨ା୧୨(ଏସଏସନିଉଜ) ଆଉ ଦିନକେଇଟା ପରେ ନନ୍ଦନକାନନକୁ ୬୩ପୁରୀ ୬୪ଚାଲିବା ଡିସେମ୍ବର ୨୯ ତାରିଖରେ ୬୪ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି ନନ୍ଦନକାନନ ।ସବୁବର୍ଷ ପର‌୍ୟ୍ୟଟକଙ୍କୁ ନୁଆବର୍ଷର ଭେଟିଦେଉଥିବା ବେଳେ ନନ୍ଦନକାନନ ଚଳିତବର୍ଷ ପ୍ରତିଷ୍ଠା ଦିବସରରେ ପର‌୍ୟ୍ୟଟକଙ୍କୁ ନୁଆପ୍ରଜାତିର (କଙ୍ଗାରୁ ଜାତୀୟ)ୱାଲାବି ଭେଟିଦେବାକୁ ଯାଉଛି ।ଶୁକ୍ରବାରରାତିରେ ହଳେ ୱାଲାବି ଓ ହଳେ ଲିଭିଙ୍ଗଷ୍ଟୋନ ଟୁରାକୋ ନନ୍ଦନକାନନରେ ଆସି ପହଁଚିଛି । ହାଇଦ୍ରାବାଦର ଏକ ଘରୋଇ ସଂସ୍ଥାଠାରୁ ପ୍ରାୟ ୨୦ଲକ୍ଷଟଙ୍କା ରେ କ୍ରୟ କରାଯାଇ ୪ଅତିଥିଙ୍କୁ ନନ୍ଦନକାନନକୁ ଅଣାଯାଇଛି ।ୱାଲାବି […]

ଓଡ଼ିଶା ଆସିବେ ମୋଦି !

ଭୁବନେଶ୍ୱର,୧୨।୧୨(ଏସଏସନିଉଜ)ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ। ଡିସେମ୍ବର ଶେଷ ସୁଦ୍ଧା ମୋଦି ଓଡ଼ିଶା ଆସିବା ନେଇ ସୂଚନା ରହିଛି। ପଶ୍ଚିମଓଡ଼ିଶାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିପାରନ୍ତି । ମୋଦିଙ୍କ ଗସ୍ତ ନେଇ ବିରୋଧି ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ସୂଚନା ଦେଇଛନ୍ତି।

ଜନ୍ତୁଅଦଳବଦଳରେ ନନ୍ଦନକାନନରୁ ଗଲେ ୮

ବାରଙ୍ଗ,୪ା୧୨(ଏସଏସନିଉଜ)କେନ୍ଦ୍ରୀୟ ଚିଡ଼ିଆଖାନା କର୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ସମ୍ବଲପୁର ଚିଡ଼ିଆଖାନା ମଧ୍ୟରେ ପ୍ରଥମପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ପ୍ରାଣୀଉଦ୍ୟାନ ନନ୍ଦନକାନନରୁ ୮ଟି କୃଷ୍ନସାରମୃଗ (୪ଟି ଅଣ୍ଡିରା,୪ଟି ମାଇ), ୮ଟି ନୀଳଗାଇ (୪ଟି ଅଣ୍ଡିରା,୪ଟି ମାଇ) ଏବଂ ୮ଟି ହଗ୍ ଡିଅର (୪ଟି ଅଣ୍ଡିରା,୪ଟି ମାଇ) ରହିଛନ୍ତି। ସେହିପରି ପ୍ରତିବଦଳରେ ସେଠାରୁ ୭ଟି ଚଉସିଂଘା (୨ଟି ଅଣ୍ଡିରା,୫ଟି ମାଇ), ୫ଟି ସମ୍ବର (୨ଟି ଅଣ୍ଡିରା,୩ଟି ମାଇ) ରହିଛନ୍ତି। ସୋମବାର ଏବଂ […]