ଆଜିର ସନ୍ଥବାଣୀ
?ଯଦି ଉପର ଵାଲା ସହିତ ତୁମର ସମ୍ପର୍କ ମଜଭୁତ ଅଛି, ତେବେ ମର୍ତ୍ୟରେ ଥିବା ମନୁଷ୍ୟ ତୁମର କିଛି କ୍ଷତି କରି ପାରିବ ନାହିଁ !! ?ଏମିତି ମୋହରେ ନପଡନ୍ତୁ ଯେମିତି କାହାର ଦୋଷକୁ ଲୁଚେଇବାକୁ ପଡିବ, ଘୃଣା ଏତେଟା ନ କରନ୍ତୁ ଯେମିତି କାହାର ଭଲ ଗୁଣ ଓ କର୍ମକୁ ଦେଖି ନ ହେବ !! ?”ନାରୀ ଓ ବୃକ୍ଷ” ଖୁସି ହେଲେ ଫୁଲରେ ସଜେଇ ଦିଅନ୍ତି, ଦୁହେଁ ବଢନ୍ତି ଆଉ ଶୋଭା ବର୍ଦ୍ଧନ କରନ୍ତି […]