ସିଲ୍ଭର୍ ସିଟି କଟକରେ କମିଶନରେଟ୍ ପୋଲିସ୍ର ଏନ୍କାଉଣ୍ଟର୍
୧-ରାଜସ୍ଥାନକୁ ମାତ୍ ଦେଲା ମୁମ୍ବାଇ: ୭ ୱିକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇଲା ରୋହିତବାହିନୀ । ୨-ଦିଲ୍ଲୀର ଦମଦାର ବିଜୟ । କୋଲକାତାକୁ ୭ ୱିକେଟରେ ହରାଇଲା ପନ୍ତ ବାହିନୀ । ପୃଥ୍ୱୀ ସଙ୍କ ଧୂଆଁଧାର ୮୨ ରନର ଇଂନିସ । ୩-୫୦% କର୍ମଚାରୀ ନୁହେଁ, ଏଣିକି ବିଭାଗ ସ୍ଥିର କରିବ କେତେ କର୍ମଚାରୀରେ ଅଫିସ୍ ଚାଲିବ । ୪-ସିରମ ପରେ ଟିକା ମୂଲ୍ୟ ହ୍ରାସ କଲା ଭାରତ ବାୟୋଟେକ, ରାଜ୍ୟମାନଙ୍କ ପାଇଁ କୋଭାକ୍ସିନ ମୂଲ୍ୟ ଏବେ ୪୦୦ଟଙ୍କା […]