ଆଜିର ଅନୁଚିନ୍ତା
➡️କୌଣସି ମଣିଷ କେବେ ନିଜ ଇଛାରେ ବଦଳି ନଥାଏ, ଜୀବନରେ କିଛି ଘଟଣା ବା ପରିସ୍ଥିତି ଏମିତି ଘଟିଥାଏ ଯାହା ଗୋଟିଏ ମଣିଷକୁ ବଦଳିବାକୁ ବାଧ୍ୟ କରିଥାଏ । ➡️ଆମ ପାଖରେ ଯେତିକି ଅଛି ସେତିକିରେ ଖୁସି ରହିବାକୁ ଚେଷ୍ଟା କରିବା ଉଚିତ୍ ।କାହିଁକି ନା ଅତ୍ୟଧିକ ଆଶା ଓ ଲୋଭ ମଣିଷକୁ ଦୁଃଖ ଆଡକୁ ଟାଣି ନେଇଥାଏ । ➡️ ଯେତେବେଳ ପର୍ଯ୍ୟନ୍ତ ବାପା ନାମକ ଶବ୍ଦ ତୁମ ପାଖରେ ଅଛି ନା ସେ ପର୍ଯ୍ୟନ୍ତ […]