Browsing category

ରାଶିଫଳ

ଆଜିର ରାଶିଫଳ

୨୦୨୨ ମସିହା ଅଗଷ୍ଟ ମାସ ୨୫ ତାରିଖ (ଗୁରୁବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ତ୍ରୟୋଦଶୀ ଦିବା ଘ୧୦/୨୫ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୨/୪୨ ,ସୂର୍ଯ୍ୟାସ୍ତ  -ସନ୍ଧ୍ୟା ଘ୦୬/୦୪/୧୨ ,ତୁଳା ଓ କୁମ୍ଭ ରାଶିର ଘାତବାର ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବାଇଗଣ ଦିବା ଘ୧୦/୨୫ ଗତେ ବିରି ଭକ୍ଷଣ ନିଷେଧ । ମେଷ-ଆଜି ଆପଣ ସାଂସାରିକ ବିଷୟକୁ ଏକପାଖରେ ରଖିକରି ଆଧ୍ୟାତ୍ମିକତା ଆଡ଼କୁ ଧ୍ୟାନ ରହିବ। ଗଭୀର ଭାବନା ଏବଂ ମନ୍ଥନ ଆପଣଙ୍କୁ […]

ଆଜିର ରାଶିଫଳ

୨୦୨୨ ମସିହା ଅଗଷ୍ଟ ମାସ ୨୫ ତାରିଖ (ବୁଧବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଦ୍ୱାଦଶୀ ଦିବା ଘ୭/୫୬ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ ,କର୍କଟ ରାଶିର ଘାତବାର ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ପୋଇଶାଗ ଦିବା ଘ୭/୫୬ ଗତେ ବାଇଗଣ ଭକ୍ଷଣ ନିଷେଧ । ମେଷ- ଆଜି ଆପଣଙ୍କୁ ଧନ ପ୍ରାପ୍ତି ହୋଇପାରେ । ପିଲା ମାନେ ଆଜି ଆପଣଙ୍କ ଘରୋଇ କାର୍ଯ୍ୟ ସାରିବାରେ ସହଯୋଗ ଦେବେ । ସମ୍ଭାଳିକି ବନ୍ଧୁ ମାନଙ୍କ ସହିତ କଥା ହୁଅନ୍ତୁ,କାରଣ ଆଜି […]

ଆଜିର ରାଶିଫଳ

କାଳୀୟଦଳନ ଏକାଦଶୀ ,୨୦୨୨ ମସିହା ଅଗଷ୍ଟ ମାସ ୨୩ ତାରିଖ (ମଙ୍ଗଳବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଏକାଦଶୀ ମଳ ପ୍ରାତଃ ଘ୫/୩୬ ପର୍ଯ୍ୟନ୍ତ ତଦନ୍ତେ ଦ୍ୱାଦଶୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୨/୧୪ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୪୮ ,ମକର ରାଶିର ଘାତବାର ,କନ୍ୟା ରାଶିର ଘାତଚନ୍ଦ୍ର ,ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ପୋଇଶାଗ ଭକ୍ଷଣ ନିଷେଧ । ମେଷ-ଆଜି ଦିନଟି ମଧ୍ୟମ ଧରଣର ରହିବ । ପରିବାରର ସଦସ୍ୟଙ୍କ ସଙ୍ଗେ ଯୁକ୍ତିତର୍କ ଓ ଝଗଡା ନିଶ୍ଚିତ ହେବ । […]

ଆଜିର ରାଶିଫଳ

୨୦୨୨ ମସିହା ଅଗଷ୍ଟ ମାସ ୨୨ ତାରିଖ (ସୋମବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଏକାଦଶୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୧/୫୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୩୧ ,ମିଥୁନ ରାଶିର ଘାତବାର ,କନ୍ୟା ରାଶିର ଘାତଚନ୍ଦ୍ର , ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ଶିମ୍ବ ଭକ୍ଷଣ ନିଷେଧ । ମେଷ-ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ। ଛାତ୍ରଙ୍କୁ କୌଣସି ଶୁଭ ସୂଚନା […]

ଆଜିର ରାଶିଫଳ

ଖୁଦୁରୁକୁଣୀ ଓଷା ,୨୦୨୨ ମସିହା ଅଗଷ୍ଟ ମାସ ୨୧ ତାରିଖ(ରବିବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଦଶମୀ ରା ଘ୩/୪ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀସୁର୍ୟୋଦୟ ପ୍ରାତଃ ଘ୦୫/୩୧/୪୩ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୭/୧୯ ,ମେଷ ରାଶିର ଘାତବାର ,କନ୍ୟା ରାଶିର ଘାତଚନ୍ଦ୍ର ,ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,କଳମ ଶାଗ ଭକ୍ଷଣ ନିଷେଧ ।  ମେଷ-ରୋଜଗାରର ମାତ୍ରା ବୃଦ୍ଧି ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ରୁଚିକର ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। […]

ଆଜିର ରାଶିଫଳ

ସ୍ନାର୍ତ୍ତ ସମ୍ମତ ନନ୍ଦୋଉତ୍ସବ ଓ ବୈଷ୍ଣବ ସମ୍ମତ ଶ୍ରୀକୃଷ୍ଣ ଜନ୍ମାଷ୍ଟମ.୨୦୨୨ ମସିହା ଅଗଷ୍ଟ ମାସ ୧୯ ତାରିଖ (ଶୁକ୍ରବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଅଷ୍ଟମୀ ଘ୧୦/୩୧ ପର୍ଯ୍ୟନ୍ତ ତଦନ୍ତେ ନବମୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୧/୧୩ ,ସୂର୍ଯ୍ୟାସ୍ତ – -ସନ୍ଧ୍ୟା ଘ୦୬/୦୮/୫୦ ,ବିଛା, ଧନୁ ଓ ମୀନ ରାଶିର ଘାତବାର ,ବିଛା ରାଶିର ଘାତଚନ୍ଦ୍ର ,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ନଡ଼ିଆ ରାତ୍ରି ଘ୧୦/୩୧ ଗତେ ଆଲାବୁ(ଲାଉ) ଭକ୍ଷଣ ନିଷେଧ ।  ମେଷ-ଅଫିସରେ ପରିସ୍ଥିତି ଅନୁକୂଳ ରହିବ। […]

ଆଜିର ରାଶିଫଳ

ସିଂହ ସଂକ୍ରାନ୍ତି ଓ ବୁଧିବାମନ ଓଷା ,୨୦୨୨ ମସିହା ଅଗଷ୍ଟ ମାସ ୧୭ ତାରିଖ (ବୁଧବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଷଷ୍ଠୀ ରା ଘ୮/୧୨ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୦/୪୩ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/ ୧୦/ ୧୩ ,କର୍କଟ ରାଶିର ଘାତବାର ,ମେଷ ରାଶିର ଘାତଚନ୍ଦ୍ର , ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ମେଷ-ଆଜି ଆପଣଙ୍କର ଭୌତିକ ଓ ଐଶ୍ଚର୍ଜ୍ୟର ସାଧନାରେ ବୃଦ୍ଧି ହେବ । ଯେଉଁ ଲୋକ ଚାକିରିର ସନ୍ଧାନ […]

ଆଜିର ରାଶିଫଳ

ସ୍ବାଧୀନତା ଦିବସ ଓ ଶ୍ରୀ ଅରବିନ୍ଦଙ୍କ ଜୟନ୍ତú,୨୦୨୨ ମସିହା ଅଗଷ୍ଟ ମାସ ୧୫ ତାରିଖ (ସୋମବାର)ଭାଦ୍ରବମାସ -କୃଷ୍ଣପକ୍ଷ ,ତିଥି-ଚର୍ତୁଥୀ ରା ଘ୯/୨ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୫/୨୯/୪୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୧/୧୭ ,ମିଥୁନ ରାଶିର ଘାତବାର ,ଧନୁ ରାଶିର ଘାତଚନ୍ଦ୍ର ,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ , ମୂଳା ଭକ୍ଷଣ ନିଷେଧ ।  ମେଷ-ଆଜି ଆପଣଙ୍କୁ ଧନ ପ୍ରାପ୍ତି ହୋଇପାରେ । ପିଲାମାନେ ଆଜି ଆପଣଙ୍କ ଘରୋଇ କାର୍ଯ୍ୟସାରିବାରେ ସହଯୋଗ ଦେବେ । […]

ଆଜିର ରାଶିଫଳ

ଅଙ୍ଗଭେଟ ତୃତୀୟା ,୨୦୨୨ ମସିହା ଅଗଷ୍ଟ ମାସ ୧୪ ତାରିଖ (ରବିବାର)ଭାଦ୍ରବ ମାସ -କୃଷ୍ଣପକ୍ଷ ,ତିଥି-ତୃତୀୟା ରା ଘ୧୦/୩୮ ପର୍ଯ୍ୟନ୍ତ ତଦନ୍ତେ ଚର୍ତୁଥୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୦/୧୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୪୭ ,ମେଷ ରାଶିର ଘାତବାର ,ଧନୁ ରାଶିର ଘାତଚ¦â, ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ପୋଟଳ ରାତ୍ରି ଘ୧୦/୩୮ ଗତେ ମୂଳା ଭକ୍ଷଣ ନିଷେଧ । ମେଷ-ସମସ୍ତଙ୍କ ସହଯୋଗ ପାଇବେ। ଜୀବନସାଥୀଙ୍କ ସହ ଭଲ ତାଳମେଳ ରହିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ଧ୍ୟାନ ଦିଅନ୍ତୁ। […]

ଆଜିର ରାଶିଫଳ

୨୦୨୨ ମସିହା ଅଗଷ୍ଟ ମାସ ୧୩ ତାରିଖ (ଶନିବାର)ଭାଦ୍ରବ ମାସ -କୃଷ୍ଣ ପକ୍ଷ ,ତିଥି-ଦ୍ୱିତିଆ ରା ଘ୧୨/୫୮ ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭାଦ୍ର ,ସୁର୍ୟୋଦୟ ପ୍ରାତଃ ଘ୦୫/୨୯/୪୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୩/୧୬ ,ବୃଷ, ସିଂହ ଓ କନ୍ୟା ରାଶିର ଘାତବାର ,ଦ୍ୱିତିଆର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ବୋଇତି କଖାରୁ ଭକ୍ଷଣ ନିଷେଧ ।  ମେଷ-ଆଳସ୍ୟ ଅନୁଭବ କରିପାରନ୍ତି। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି […]