Browsing category

ରାଶିଫଳ

ଆଜିର ରାଶିଫଳ

ଅପ୍ରେଲ ମାସ ୧୧ ତାରିଖ ୨୦୨୨ ମସିହା (ସୋମବାର) ଚୈତ୍ର-ଶୁକ୍ଳପକ୍ଷ,ତିଥି- ଦଶମୀ ରାତ୍ରି ଘ ୦୪/୪୦ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୨୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୫୯,ମିଥୁନ ରାଶିର ଘାତବାର, ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିଶୁଦ୍ଧ ଅମୃତ ବେଳ। – ଦିବା ଘପ୦୭/୦୯ ମଧ୍ୟେ ଓ ଘ୧୦/୪୪ ଗତେ ଘ୧୨/୫୦ ମଧ୍ୟେ,ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ ଘ୦୬/୨୬ ମଧ୍ୟେ ଓ ଘ୦୪/୩୦ ଗତେ ଘ୦୪/୫୦ ମଧ୍ୟେ , କଳମଶ।ଗ ରାତ୍ରି ଘ ୦୪/୪୨ ଗତେ ଶିମ୍ବ […]

ଆଜିର ରାଶିଫଳ

ଶ୍ରୀ ରାମ ନବମୀ ଓ ବାସନ୍ତିକ ଶ୍ରୀ ଦୁର୍ଗାଦେବ୍ୟା ମହାନବମୀ, ରବିବାର୨୦୨୨ ମସିହା ଏପ୍ରିଲ ମାସ ୧୦ ତାରିଖ,ଚୈତ୍ର ମାସ- ଶୁକ୍ଳପକ୍ଷତିଥି- ନବମୀ ,ମେଷ ରାଶିର ଘାତବାର,ନବମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ଲାଉଭକ୍ଷଣ ନିଷେଧ। 🐏ମେଷ👉ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ […]

ଆଜିର ରାଶିଫଳ

ଅପ୍ରେଲ ମାସ ୦୯ ତାରିଖ ୨୦୨୨ ମସିହା(ଶନିବାର) ଚୈତ୍ର-ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ,କନ୍ୟା ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନଡିଆ , ଲାଉ ଭକ୍ଷଣ ନିଷେଧ। ମେଷ : -ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ […]

ଆଜିର ରାଶିଫଳ

ଶ୍ରୀ ଲିଙ୍ଗରାଜ ଦେବଙ୍କ ରଥ ପ୍ରତିଷ୍ଠା ଓ ବାସନ୍ତିକ ଶ୍ରୀ ଦୁର୍ଗାଦେବ୍ୟା ସପ୍ତମୀ ପୂଜା,ଶୁକ୍ରବାର୨୦୨୨ ମସିହା ଅଦ୍ୟ ଏପ୍ରିଲ ମାସ ୮ ତାରିଖ,ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ , ସୁର୍ୟୋଦୟ-ପ୍ରାତଃ ଘ୫/୩୮/୪୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯/୦୭,ବିଛା, ଧନୁ ଓ ମୀନ ରାଶି ର ଘାତବାର,କନ୍ୟା ରାଶି ର ଘାତଚନ୍ଦ୍ର,ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତାଳ ଭକ୍ଷଣ ନିଷେଧ, 🐏ମେଷ👉ବ୍ୟବସାୟ ପ୍ରତି ବିଶେଷ ଦୃଷ୍ଟି ଦେବେ। ରାଜନୈତିକ ପରିସର ବୃଦ୍ଧି ହେବ। ଅଫିସ ତରଫରୁ ରାଜ୍ୟ ବାହାରକୁ ଯିବାର […]

ଆଜିର ରାଶିଫଳ

ଅପ୍ରେଲ ମାସ ୦୭ ତାରିଖ ୨୦୨୨ ମସିହା(ଗୁରୁବାର) ଚୈତ୍ର-ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୨୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୯/୪୯, କନ୍ୟା ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନିମ୍ବ ତାଳ ଭକ୍ଷଣ ନିଷେଧ। ମେଷ-ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ […]

ଆଜିର ରାଶିଫଳ

ଶିବଙ୍କର ବାଡ଼ି ନୃସିଂହ ବିଜେ, ରାହୁ ଓ କେତୁ ଚଳନ ᯽⊱▬▬▬❊⊰❀ ମଙ୍ଗଳବାର୨୦୨୨ ମସିହା ଅଦ୍ୟ ଏପ୍ରିଲ ମାସ ୫ ତାରିଖ, ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ଚତୁର୍ଥୀ, ସୁର୍ୟୋଦୟ-ପ୍ରାତଃ ଘ୫/୪୧/୦୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୦୪,ମକର ରାଶି ର ଘାତବାର,ବିଛା ରାଶିର ଘାତଚନ୍ଦ୍ର,ଚର୍ତୁଥିର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୂଳା,ବେଲ ଭକ୍ଷଣ ନିଷେଧ। 🐏ମେଷ👉ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ […]

ଆଜିର ରାଶିଫଳ

ସୋମବାର୨୦୨୨ ମସିହା ଏପ୍ରିଲ ମାସ ୪ ତାରିଖ,ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ତୃତୀୟା ,ମିଥୁନ ରାଶିର ଘାତବାର,ମେଷ ରାଶିର ଘାତଚନ୍ଦ୍ର,ତୃତୀୟାର ଶ୍ରାଦ୍ଧ,ପୋଟଳ ମୂଳାଭକ୍ଷଣ ନିଷେଧ। 🐏ମେଷ👉ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। 🐮ବୃଷ👉କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, […]

ଆଜିର ରାଶିଫଳ

ରବିବାର,୨୦୨୨ ମସିହା , ଏପ୍ରିଲ ମାସ ୩ ତାରିଖ, ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ଦୁତିୟା , ସୁର୍ୟୋଦୟ -ପ୍ରାତଃ ଘ୫/୪୨/ ୩୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/ ୫୭/ ୨୨,ମେଷ ରାଶିର ଘାତବାର,ମେଷ ରାଶିର ଘାତ ଚନ୍ଦ୍ର,ଦୁତିୟାର ଏକଦିଷ୍ଟ ଓ ତୃତୀୟାର ପାର୍ବଣ ଶ୍ରାଦ୍ଧ, ବୋଇତି କଖାରୁ,ପୋଟଳ ଭକ୍ଷଣ ନିଷେଧ। 🐏ମେଷ👉ବ୍ୟବସାୟରେ ସବୁକିଛି ଭଲ ହେବ। ଓକିଲଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ଅଫିସରେ ଆପଣଙ୍କୁ ଅଧିକ ଦାୟିତ୍ବ ମିଳିବ। ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ। 🐮ବୃଷ👉ପୂଜାପାଠରେ ସମୟ ବିତିବ। […]

ଆଜିର ରାଶିଫଳ

ଅପ୍ରେଲ ମାସ ୦୨ ତାରିଖ ୨୦୨୨ ମସିହା(ଶନିବାର) ଚୈତ୍ର-ଶୁକ୍ଳପକ୍ଷ,ତିଥି- ପ୍ରତିପଦ ,ମେଷ ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ପ୍ରତିପଦର ଏକୋଦିଷ୍ଟ ଓ ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ,ପାଣିକଖାରୁ ,ବୋଇତୀକଖାରୁ ଭକ୍ଷଣ ନିଷେଧ। ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷ👉ଅସ୍ବାଭାବିକ ଚିନ୍ତାଧାରାର […]

ଆଜିର ରାଶିଫଳ

ଶୁକ୍ରବାର୨୦୨୨ ମସିହା ଏପ୍ରିଲ ମାସ ୧ ତାରିଖ,ଚୈତ୍ର ମାସ- କୃଷ୍ଣପକ୍ଷ,ତିଥି-ଅମାବାସ୍ୟା ,ବିଛା, ଧନୁ ଓ ମୀନ ରାଶିର ଘାତ ବାର,ଧନୁ ରାଶିର ଘାତ ଚନ୍ଦ୍ର,ଅମାବାସ୍ୟା ର ଏକଦିଷ୍ଟ ଓ ପ୍ରତିପଦାର ପାର୍ବଣ ଶ୍ରାଦ୍ଧ,ସ୍ତ୍ରୀ ତୈଳ ବର୍ଜନ ,ମାଛ ଓ ମାଂସ ,ପାଣିକଖାରୁ ଭକ୍ଷଣ ନିଷେଧ। 🐏ମେଷ👉ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା […]