ଆଜିର ରାଶିଫଳ
ସେପ୍ଟେମ୍ବର ମାସ ୩୦ ତାରିଖ ୨୦୨୧ ମସିହା(ଗୁରୁବାର)ଆଶ୍ଵିନ୍ୟ – କୃଷ୍ଣପକ୍ଷ,ତିଥି- ନବମୀ,କନ୍ୟା ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତାବାର,ନବମୀ ର ଏକୋଦିଷ୍ଟ ଓ ପାର୍ବଣ ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ,ଲାଉ କଳମଶାଗ ଭକ୍ଷଣ ନିଷେଧ। ମେଷ–ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ […]