ଆଜିର ରାଶିଫଳ
ସେପ୍ଟେମ୍ବର ମାସ ୦୮ ତାରିଖ ୨୦୨୧ ମସିହା(ବୁଧବାର)ଭାଦ୍ରମାସ-ଶୁକ୍ଳପକ୍ଷ,ତିଥି-ଦ୍ଵିତୀୟା,ବୃଷ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବୋଇତିକଖାରୁ,ପୋଟଳଭକ୍ଷଣ ନିଷେଧ । ମେଷ-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ […]