Browsing category

ରାଶିଫଳ

ଆଜିର ରାଶିଫଳ

ଜୁଲାଇ ମାସ ୦୧ ତାରିଖ ୨୦୨୧ ମସିହା(ଗୁରୁବାର)ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ସପ୍ତମୀ, ଧନୁ ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ସପ୍ତମୀର ଏକୋଦିଷ୍ଟ ଶ୍ରାଦ୍ଧ , ତାଳ ନଡ଼ିଆ ଭକ୍ଷଣ ନିଷେଧ । ମେଷ=ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ। ବୃଷ=ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ […]

ଆଜିର ରାଶିଫଳ

ଜୁନ ମାସ ୩୦ ତାରିଖ ୨୦୨୧ମସିହା(ବୁଧବାର)ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ଷଷ୍ଠୀ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଷଷ୍ଠୀ ର ଏକୋଦିଷ୍ଟ ଓ ସପ୍ତମୀର ପାର୍ବଣ ଶ୍ରାଦ୍ଧ,ନିମ୍ବ ,ତାଳ ଭକ୍ଷଣ ନିଷେଧ । ମେଷ-ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। ବୃଷ-ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ […]

ଆଜିର ରାଶିଫଳ

ଜୁନ ମାସ ୨୮ ତାରିଖ ୨୦୨୧ ମସିହା(ସୋମବାର)ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଥୀ, ସିଂହ ରାଶିର ଘାତଚନ୍ଦ୍,ମିଥୁନ ରାଶିର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ମୂଳା,ବେଲ ଭକ୍ଷଣ ନିଷେଧ । ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ […]

ଆଜିର ରାଶିଫଳ

ଜୁନ ମାସ ୨୬ ତାରିଖ ୨୦୨୧ ମସିହା(ଶନିବାର)ଆଷାଢ଼ମାସ-କୃଷ୍ଣପକ୍ଷ,ତିଥି-ଦ୍ଵିତୀୟା ,ନକ୍ଷତ୍ର- ଉତ୍ତରାଶାଢା ,ବୃଷ ,ସିଂହ ଓ କନ୍ୟା ରାଶିର ଘାତବାର,ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୋଇତିକଖାରୁ,ପୋଟଳ ଭକ୍ଷଣ ନିଷେଧ । ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ:-ଆଜି ଧନ ଓକାର୍ଯ୍ୟହାନୀ […]

ଆଜିରରାଶିଫଳ

ମେଷ: ଆପଣ ଧୈର୍ଯ୍ୟ ଧରି କାମ କରନ୍ତୁ। ସବୁ ଅଶାନ୍ତି ଦୂର ହୋଇଯିବ। ରାଜନୀତିରେ ସଫଳତା ପାଇବେ। ବ୍ୟାଙ୍କର ଋଣ ସମ୍ବନ୍ଧୀୟ କୌଣସି କାମ ପୂରା ହେବ। ବୃଷ: ଚାକିରି ବୃତ୍ତିରେ ଆଶାଜନକ ପରିଣାମ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ଘରେ କୌଣସି ବିବାଦ ହୋଇପାରେ। କୋର୍ଟ କଚେରି ମାମଲାରେ ପଶିପାରନ୍ତି। ମିଥୁନ: ଆପଣ ସକାରାତ୍ମକ ଶକ୍ତିରେ ଭରପୂର ରହିବେ। ସମାଜରେ ଆପଣଙ୍କର ଯଶ ଖ୍ୟାତି ବଢ଼ିବ। ବ୍ୟବସାୟୀ ନିଜ ମତରେ ଅନ୍ୟମାନଙ୍କୁ ସହମତ କରାଇନେବେ। […]

ଆଜିର ରାଶିଫଳ

ଜୁନ ମାସ ୨୪ ତାରିଖ ୨୦୨୧ ମସିହା(ଗୁରୁବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ପୂର୍ଣ୍ଣିମା,ନକ୍ଷତ୍ର- ଜ୍ୟେଷ୍ଠା,ତୁଳା ଓ କୁମ୍ଭ ରାଶିର ଘାତବାର,ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଆମିଷ ପାଣିକଖାରୁ ଭକ୍ଷଣ ନିଷେଧ । ମେଷ :-ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ । ବୃଷ:-ବହୁଦିନ ଧରି ଥିବା […]

ଆଜିର ରାଶିଫଳ

ଜୁନ ମାସ ୨୩ ତାରିଖ ୨୦୨୧ ମସିହା(ବୁଧବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ତ୍ରୟୋଦଶୀ ଚତୁର୍ଦ୍ଦଶୀ,କର୍କଟ ରାଶିର ଘାତବାର,ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ,ବିରି ଭକ୍ଷଣ ନିଷେଧ । ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷ:-ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ […]

ଆଜିର ରାଶିଫଳ

ଜୁନ ମାସ ୨୨ ତାରିଖ ୨୦୨୧ ମସିହା(ମଙ୍ଗଳବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ଦ୍ଵାଦଶୀ ,ନକ୍ଷତ୍ର- ବିଶାଖା ମକର ରାଶିର ଘାତବାର, ପୋଇ ଓ ବାଇଗଣ ଭକ୍ଷଣ ନିଷେଧ । ମେଷ:-ଆଜି ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ପ୍ରାପ୍ତ ହେବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ। ବୃଷ:-ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସହକର୍ମୀ […]

ଆଜିର ରାଶିଫଳ

ଜୁନ ମାସ ୨୧ ତାରିଖ ୨୦୨୧ ମସିହା(ସୋମବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ଏକାଦଶୀ,ମିଥୁନ ରାଶିର ଘାତବାର,ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଦ୍ଵାଦଶୀ ର ପାର୍ବଣ ଶ୍ରାଦ୍ଧ,ଶିମ୍ବ, ପୋଇ ଭକ୍ଷଣ ନିଷେଧ । ମେଷ- ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ- ଆଜି ଆପଣଙ୍କ ଅଧୂରା […]

ଆଜିର ରାଶିଫଳ

ଜୁନ ମାସ ୨୦ ତାରିଖ ୨୦୨୧ ମସିହା(ରବିବାର) ଜ୍ୟେଷ୍ଠମାସ -ଶୁକ୍ଳପକ୍ଷ,ତିଥି-ଦଶମୀ ,ବୃଷରାଶିର ଘାତଚନ୍ଦ୍ର ,ମେଷରାଶିରଘାତବାର,ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କଳମ ଶାଗ, ଶିମ୍ବ ଭକ୍ଷଣ ନିଷେଧ । ମେଷ:-ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ। ବୃଷ:-ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ […]