ଆଜିର ରାଶିଫଳ
ଜୁନ ମାସ ୦୭ ତାରିଖ ୨୦୨୧ ମସିହା(ସୋମବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ଦ୍ଵାଦଶୀ ,ମେଷ ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ ଭକ୍ଷଣ ନିଷେଧ । ମେଷ-ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ […]