Browsing category

ରାଶିଫଳ

ଆଜିର ରାଶିଫଳ

ଏପ୍ରିଲ ମାସ ୨୧ ତାରିଖ ୨୦୨୧ ମସିହା(ବୁଧବାର)ଚୈତ୍ର ମାସ-ଶୁକ୍ଳପକ୍ଷ,ତିଥି-ନବମୀ ,ନକ୍ଷତ୍ର- ପୂଷ୍ୟା, କର୍କଟ ରାଶିର ଘାତବାର,ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ଲ।ଉ ଭକ୍ଷଣ ନିଷେଧ । ପବିତ୍ର ଶ୍ରୀରାମନବମୀ । ମେଷ:-ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ:-ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। […]

ଆଜି ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳ

ମେଷ:-ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ:-ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର […]

ଆଜିର ରାଶିଫଳ

ଏପ୍ରିଲ ମାସ ୧୭ ତାରିଖ ୨୦୨୧ ମସିହା(ଶନିବାର)ଚୈତ୍ର ମାସ-ଶୁକ୍ଳପକ୍ଷତିଥି-ପଞ୍ଚମୀକନ୍ୟା ରାଶିର ଘାତଚନ୍ଦ୍ରବୃଷ ,ସିଂହ ଓ କନ୍ୟା ରାଶିର ଘାତବାରପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧବେଲ ନିମ୍ବ ଭକ୍ଷଣ ନିଷେଧ ଆଜିର ରାଶିଫଳ ମେଷ:-ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ  ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ […]

ଆଜିର ରାଶିଫଳ

ମେଷ-ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷ-ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ଆଜିର ରାଶିଫଳ

ମେଷ:-ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ:-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ […]

ଆଜିର ରାଶିଫଳ

ମେଷ –ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ –ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା […]

ଆଜିର ରାଶିଫଳ

ମେଷ:-ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ । ବୃଷ:-ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ […]

ଆଜିର ରାଶିଫଳ

ଏପ୍ରିଲ ମାସ ୧୦ ତାରିଖ ୨୦୨୧ ମସିହା(ଶବିବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଦ୍ଦଶୀ ,ଧନୁ ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିରି ଭକ୍ଷଣ ନିଷେଧ । ମେଷ-ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମଧ୍ୟରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ବନ୍ଧୁ, ପରିଜନଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ବ୍ୟବସାୟରେ ଝଗଡ଼ା ଓ ଯାତ୍ରାରେ ସଙ୍କଟର […]

ଆଜିର ରାଶିଫଳ

 ମେଷ:-ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ବୃଷ:-ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, […]

ଆଜିର ରାଶିଫଳ

ଏପ୍ରିଲ ମାସ ୦୮ ତାରିଖ ୨୦୨୧ ମସିହା(ଗୁରୁବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ଦ୍ୱାଦଶୀ ,ନକ୍ଷତ୍ର- ଶତଭିଷ।,ଚନ୍ଦ୍ର- କୁମ୍ଭ,ଯୋଗ-ଶୁଭ,କରଣ-କୌଳବ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ରତୁଳା ଓ କୁମ୍ଭ ରାଶିର ଘାତବାର,ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଇ ଓ ଶିମ୍ବ ଭକ୍ଷଣ ନିଷେଧ । ମେଷ:-ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ବୃଷ:- ଭାଗ୍ୟର ସହଯୋଗ ମିଳିବ। ଘର […]