Browsing category

ରାଶିଫଳ

ଆଜିର ରାଶିଫଳ

ଏପ୍ରିଲ ମାସ ୦୭ ତାରିଖ ୨୦୨୧ ମସିହା(ବୁଧବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ଏକାଦଶୀ ,ସିଂହ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଶିମ୍ବ ପୋଇ ଭକ୍ଷଣ ନିଷେଧ । ମେଷ:-ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ:-ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି […]

ଆଜିର ରାଶିଫଳ

ମେଷ-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ-ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]

ଆଜିର ରାଶିଫଳ

ମେଷ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ:-ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ […]

ଆଜିର ରାଶିଫଳ

ମେଷ:-ଆଶାବାଦୀ ହୋଇପାରନ୍ତି। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ:-କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ:-ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ […]

ଆଜିର ରାଶିଫଳ

ଏପ୍ରିଲ ମାସ ୦୩ ତାରିଖ ୨୦୨୧ ମସିହା(ଶନିବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ଷଷ୍ଠୀ ,ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନିମ୍ବ ତାଳ ଭକ୍ଷଣ ନିଷେଧ ।  ମେଷ-ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। […]

ଆଜିର ରାଶିଫଳ

ଏପ୍ରିଲ ମାସ ୦୨ ତାରିଖ ୨୦୨୧ ମସିହା(ଶୁକ୍ରବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ପଞ୍ଚମୀ ,ବିଛା,ଧନୁ ଓ ମୀନ ରାଶିର ଘାତବାର,ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବେଲ ଓ ନିମ୍ବ ଭକ୍ଷଣ ନିଷେଧ।  ମେଷ-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। […]

ଆଜିର ରାଶିଫଳ

ଏପ୍ରିଲ ମାସ ୦୧ ତାରିଖ ୨୦୨୧ ମସିହା(ଗୁରୁବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଥୀ,ନକ୍ଷତ୍ର-ବିଶାଖା,ତୁଳା ଓ କୁମ୍ଭ ରାଶିର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୂଳା ବେଲ ଭକ୍ଷଣ ନିଷେଧ।  ମେଷ-ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ। ବୃଷ-ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୩୧ ତାରିଖ ୨୦୨୧ ମସିହା(ବୁଧବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ତୃତୀୟା,କର୍କଟ ରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ,ପୋଟଳ ଓ ମୂଳା ଭକ୍ଷଣ ନିଷେଧ ।  ମେଷ : –ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ […]

ଆଜିର ରାଶିଫଳ

ମେଷ-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୨୯ ତାରିଖ ୨୦୨୧ ମସିହା(ସୋମବାର)ଚୈତ୍ର ମାସ-କୃଷ୍ଣପକ୍ଷ,ତିଥି-ପ୍ରତିପଦ, ନକ୍ଷତ୍ର-ହସ୍ତାବୃଷ, ବୃଷ ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପାଣିକଖାରୁ ଓ ବୋଇତି କଖାରୁ ଭକ୍ଷଣ ନିଷେଧ ।  ମେଷ:-ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ:-ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ […]