Browsing category

ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚ ମାସ ୦୬ ତାରିଖ ୨୦୨୧ ମସିହା(ଶନିବାର)ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଅଷ୍ଟମୀ,ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର,ବୃଷ, ସିଂହ ଓ କନ୍ୟା ରାଶିର ଘାତବାର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ନଡ଼ିଆ ଲାଉ ଭକ୍ଷଣ ନିଷେଧ । ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୦୫ ତାରିଖ ୨୦୨୧ ମସିହା(ଶୁକ୍ରବାର)ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ସପ୍ତମୀ, ନକ୍ଷତ୍ର-ଅନୁରାଧା, ବିଛା,ଧନୁ ଓ ମୀନ ରାଶିର ଘାତବାର,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ତାଳ ଓ ନଡ଼ିଆ ଭକ୍ଷଣ ନିଷେଧ । ମେଷ:-ଆଜି ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ପ୍ରାପ୍ତ ହେବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ। ବୃଷ:-ଆକସ୍ମିକ ଆବଶ୍ୟକତା […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୦୪ ତାରିଖ ୨୦୨୧ ମସିହା(ଗୁରୁବାର),ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଷଷ୍ଠୀ ,ନକ୍ଷତ୍ର-ବିଶାଖା,ତୁଳା ଓ କୁମ୍ଭ ରାଶିର ଘାତବାର,ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ନିମ୍ବ ତାଳ ଭକ୍ଷଣ ନିଷେଧ। ମେଷ:-ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ:-ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୦୨ ତାରିଖ ୨୦୨୧ ମସିହା(ମଙ୍ଗଳବାର)ମାଘମାସ-କୃଷ୍ଣପକ୍ଷ,ତିଥି- ତୃତୀୟା, ନକ୍ଷତ୍ର-ହସ୍ତା,ଚନ୍ଦ୍ର-କନ୍ୟା,ବୃଷ ରାଶିର ଘାତଚନ୍ଦ୍ର,ମକରରାଶିର ଘାତବାର, ଚତୁର୍ଥୀରଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ. ପୋଟଳ ଓ ମୂଳା ଭକ୍ଷଣ ନିଷେଧ ।  ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ […]

ଆଜିର ରାଶିଫଳ

ଫେବୃଆରୀ ୨୮ ତାରିଖ ୨୦୨୧ ମସିହା(ରବିବାର)ଫାଲଗୁନମାସ-କୃଷ୍ଣପକ୍ଷ,ତିଥି- ପ୍ରତିପଦ,  କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର, ପ୍ରତିପଦର ଏକୋଦିଷ୍ଟ ଓ ଦ୍ଵିତୀୟାର ଏକୋଦିଷ୍ଟ ପାର୍ବଣ ଶ୍ରାଦ୍ଧ,ପାଣିକଖାରୁ,ବୋଇତିକଖ।ରୁ ଭକ୍ଷଣ ନିଷେଧ । ମେଷ:-ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ। ବୃଷ:-ଜୀବନରେ କିଛି କରିବା ପାଇଁ […]

ଆଜିର ରାଶିଫଳ

ଫେବୃଆରୀ ୨୭ ତାରିଖ ୨୦୨୧ ମସିହା(ଶନିବାର),ମାଘମାସ-ଶୁକ୍ଳପକ୍ଷ,ତିଥି- ପୂର୍ଣ୍ଣିମା, ନକ୍ଷତ୍ର-ମଘା ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ବୃଷ ,ସିଂହ ଓ କନ୍ୟା ଘାତବାର,ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଆମିଷ,ପାଣିକଖାରୁ ଭକ୍ଷଣ ନିଷେଧ ।  ମେଷ:-ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। […]

ଆଜିର ରାଶିଫଳ

ଫେବୃଆରୀ ୨୫ ତାରିଖ ୨୦୨୧ ମସିହା(ଗୁରୁବାର)ମାଘମାସ-ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ, ନକ୍ଷତ୍ର-ପୂଷ୍ୟ।,ତୁଳା ଓ କୁମ୍ଭ ରାଶିର ଘାତ ବାର, ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ,ବିରି ଭକ୍ଷଣ ନିଷେଧ ।  ମେଷ:-ଆଜି ସକାଳୁ ସକାଳୁ ଦେବଦର୍ଶନର ସୁଯୋଗମିଳିବ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ବୃଷ:-ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ […]

ଆଜିର ରାଶିଫଳ

ଫେବୃଆରୀ ୨୪ ତାରିଖ ୨୦୨୧ ମସିହା(ବୁଧବାର),ମାଘମାସ-ଶୁକ୍ଳପକ୍ଷ,ତିଥି- ଦ୍ୱାଦଶୀ, ନକ୍ଷତ୍ର-ପୁନର୍ବସୁ, କନ୍ୟା ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଦ୍ଵାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଇ ଓ ବାଇଗଣ ଭକ୍ଷଣ ନିଷେଧ । ମେଷ:-ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ:-ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ […]

ଆଜିର ରାଶିଫଳ

ଫେବୃଆରୀ ୨୩ ତାରିଖ ୨୦୨୧ ମସିହା(ମଙ୍ଗଳବାର),ମାଘମାସ-ଶୁକ୍ଳପକ୍ଷ,ତିଥି- ଏକାଦଶୀ, କନ୍ୟା ରାଶି ର ଘାତଚନ୍ଦ୍ର,ମକର ରାଶିର ଘାତବାର,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ପୋଇ ଭକ୍ଷଣ ନିଷେଧ । ମେଷ –ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବୃଷ–ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ […]

ଆଜିର ରାଶିଫଳ

ଫେବୃଆରୀ ୨୨ ତାରିଖ ୨୦୨୧ ମସିହା(ସୋମବାର),ମାଘମାସ-ଶୁକ୍ଳପକ୍ଷ,ତିଥି- ଦଶମୀ,ନକ୍ଷତ୍ର-ମୃଗଶିରା,କନ୍ୟା ରାଶି ର ଘାତଚନ୍ଦ୍ର,ମିଥୁନ ରାଶି ର ଘାତବାର,ଦଶମୀର ଏ କୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କଳମସାଗ ଶିମ୍ବ ଭକ୍ଷଣ ନିଷେଧ। ମେଷ:-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ:-ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ […]