ଆଜିର ରାଶିଫଳ
ଜାନୁଆରୀ ୨୩ ତାରିଖ ୨୦୨୧ ମସିହା(ଶନିବାର)ପୌଷମାସ,ଶୁକ୍ଳପକ୍ଷ,ତିଥି-ଦଶମୀ, ବିଛା ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କଳମ ଶାଗ ଓ ଶିମ୍ବ ଭକ୍ଷଣ ନିଷେଧ। ମେଷ-ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ। […]