ଆଜିରରାଶିଫଳ
ଅପ୍ରେଲମାସ ୨୧ତାରିଖ ୨୦୨୪ ମସିହା (ରବି ବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୦୧/୦୯ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ଉତ୍ତରା ଫାଲଗୁନୀ ସନ୍ଧ୍ୟା ଘ୦୫/୪୯ ଗତେ ହସ୍ତା, ସୁର୍ୟୋଦୟ-ପ୍ରାତଃ ଘ୦୫/୨୯/୫୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୭,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୧/୦୯ ଗତେ ପଶ୍ଚିମେ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବୃଷରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ଅଦ୍ୟ ମୃତେ ଦ୍ଵିପାଦ ଓ ସନ୍ଧ୍ୟାଘ ୦୫/୪୯ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା – ଦିବା ଘ୧୦/୧୧ଗତେ ଘ୦୧/୨୨ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୧୪ ଗତେ ଘ୦୯/୨୬ ମଧ୍ୟେ ଓ […]