ଆଜିର ରାଶିଫଳ
୨୦୨୪ମସିହା ଫେବୃଆରୀମାସ ୧୯ତାରିଖ ସୋମବାର। ସୁର୍ଯ୍ୟୋଦୟ- ଘ୬/୧୭/୩୧ ,ସୂର୍ଯ୍ୟାସ୍ତ- ଘ୫/୪୩/୫୧ ,ମାଘମାସ ,ଶୁକ୍ଳପକ୍ଷ ,ତିଥି- ଦଶମୀ ଦିବା ଘ୮/୫୦ମି ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ଉତ୍ତରଦିଗରେ, ଦିବାଘ୮/୫୦ମିପରେ ଆଗ୍ନେୟକୋଣରେ। ବିଷ୍ଟିକରଣଦୋଷ ହେତୁ ସୂର୍ଯ୍ୟାଦୟରୁ ଦିବାଘ୮/୫୦ମିମଧ୍ୟେ ଉତ୍ତରଦିଗ,ବାୟୁକୋଣ ଓ ପଶ୍ଚିମ ଦିଗକୁ ତ୍ୟାଗ। ଦିବା ଘ୮/୫୦ମି ପରେ ରାତ୍ରି ଘ୯/୨୩ମି ମଧ୍ୟେ ଅଗ୍ନିକୋଣ, ପୂର୍ବଦିଗ, ଐଶାନ୍ୟ କୋଣକୁ ତ୍ୟାଗ କରି ଯାତ୍ରା କରାଯିବ।ଘାତଚନ୍ଦ୍ର– କନ୍ୟାରାଶିର ଘାତଚନ୍ଦ୍ର।ଘାତବାର–ମିଥୁନରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ-କଳମଶାଗ ଦିବା ଘ୮/୫୦ମିପରେ […]