ଆଜିର ରାଶିଫଳ
୨୦୨୩ମସିହା ନଭେମ୍ବରମାସ ୨୪ତାରିଖ ଶୁକ୍ରବାର। ଗରୁଡ଼ ଉତ୍ଥାପନ, ତୁଳସୀ ବିବାହ, ଶ୍ରୀଜୀଉଙ୍କର ବାଙ୍କଚୂଡ଼ା ବେଶ, ଶୁଦ୍ଧକାଳ ଆରମ୍ଭ।ସୁର୍ଯ୍ୟୋଦୟ- ଘ୬/୩/୨୯ ,ସୂର୍ଯ୍ୟାସ୍ତ- ଘ୫/୨/୩୩ ,କାର୍ତ୍ତିକମାସ ,ଶୁକ୍ଳପକ୍ଷ ,ଭୃଗୁବାସ ,ତିଥି- ଦ୍ବାଦଶୀ ରାତ୍ରି ଘ୭/୭ମି ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ନୈର୍ଋତ କୋଣରେ, ରାତ୍ରି ଘ୭/୭ମି ପରେ ଦକ୍ଷିଣ ଦିଗରେ। ଅଗନ୍ତବ୍ୟ ତିଥି, ବ୍ୟତିପାତ ଯୋଗ ହେତୁ ଯାତ୍ରା ନିଷେଧ।ଘାତଚନ୍ଦ୍ର–ଧନୁ ରାଶିର ଏବଂ ଦିବା ଘ୪/୪୦ମି ପରେ ମେଷ ରାଶିର ଘାତଚନ୍ଦ୍ର।ଘାତବାର–ବିଛା, ଧନୁ ଓ ମୀନରାଶିର […]