ଗୁଲାବ କଲା ବାଦଲ ଫଟା ବର୍ଷା
୧-REETରେ ଚିଟ କରିବା ପାଇଁ ସ୍ୱତନ୍ତ୍ର ଚପଲ: ୪୦ ଜଣଙ୍କୁ ଗିରଫ କଲାଣି ପୋଲିସ ।ସେମାନେ ପିନ୍ଧିଥିବା ଚପଲ ‘ସୋଲ୍’ରେ ‘ବ୍ଲୁଟୁଥ୍ ଡିଭାଇସ୍’ ଖଞ୍ଜା ଯାଇଥିବା କଥା ପୁଲିସ ଅଧିକାରୀମାନେ କହିଛନ୍ତି। ୨–‘ଆୟୁଷ୍ମାନ୍ ଭାରତ ଡିଜିଟାଲ୍ ମିସନ୍’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ; ପ୍ରତ୍ୟେକ ନାଗରିକଙ୍କ ପାଇଁ ‘ସ୍ବାସ୍ଥ୍ୟ ପରିଚୟପତ୍ର’ ୩-ଜାସନ ରୟ ଓ ଓ୍ଵିଲିୟମସନଙ୍କ ଅର୍ଦ୍ଧଶତକ, ଲଗାତାର ପରାଜୟ ପରେ ରାଜସ୍ଥାନକୁ ହରାଇ ବିଜୟର ସ୍ଵାଦ ଚାଖିଲା ହାଇଦ୍ରାବାଦ । ୪-ଗୁଲାବ ପ୍ରଭାବରେ ବାଦଲ ଫଟା […]