କଠୋର ହେଲା ବିସିସିଆଇ
➡️୧-ଶ୍ରୀଜଗନ୍ନାଥ ମନ୍ଦିରକୁ ଦିଆଯାଉ ବିଶ୍ବ ଐତିହ୍ୟ ମାନ୍ୟତା । ୟୁନେସ୍କୋକୁ ଦେଇଥିବା ଚିଠିରେ ଅନୁରୋଧ କଲେ ପୁରୀ ବିକାଶ ପରିଷଦ। ➡️୨-ଅଗଷ୍ଟ ୧୪ ତାରିଖରୁ ୧୬ ତାରିଖ ମଧ୍ୟରେ ଯୁକ୍ତ ଦୁଇ ଆବେଦନ ପ୍ରକ୍ରିୟା ହେବ ଆରମ୍ଭ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା । ➡️୩-ଆସନ୍ତା ୨୦ ତାରିଖ ସୁଦ୍ଧା ଓଡ଼ିଶା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶ ପାଇବ । ଚଳିତ ମାସ ୧୨ରୁ ଆରମ୍ଭ ହେବ ଖାତା […]