ଆଜିଠୁ ୟୁଟ୍ୟୁବ୍ରେ ପାଠପଢ଼ା
୧-ଆଜି ସକାଳ ସାଢେ ୬ଟାରେ ଆନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପିଏମ୍ ମୋଦୀ ୨–ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ: ପ୍ରଥମ ଇଂନିସରେ ୨୧୭ ରନରେ ଭାରତ ଅଲଆଉଟ ।ନ୍ୟୁଜିଲାଣ୍ଡ ୧୦୧/୨ . ୩-ଆଜିଠୁ ୟୁଟ୍ୟୁବ୍ରେ ପାଠପଢ଼ା . ୪-ଅନାଥ ଶିଶୁଙ୍କ ପାଇଁ ଆସିଲା ଆଶୀର୍ବାଦ ଯୋଜନା । ବାପା ଓ ମା’ଙ୍କୁ ହରାଇଥିଲେ ମିଳିବ ମାସିକ ୨୫୦୦ ଟଙ୍କା । ୫–ସିଏଚ୍ଏସଇ ପରୀକ୍ଷା ନିୟନ୍ତ୍ରକ ଡ.ବିଜୟ ସାହୁଙ୍କ ସୂଚନା- ବିକଳ୍ପ ମୂଲ୍ୟାୟନ ଯୋଗୁ ଚଳିତ […]