Browsing category

ଦେଶ ବିଦେଶ

କାଶ୍ମୀରଘାଟିରେ ପ୍ରଶିକ୍ଷଣ ନେଉଛନ୍ତି

କଟକ,୨୪।୭(ଏସଏସନିଉଜ)ଭାରତୀୟ ସେନା ସହିତ ମିଶି ଯୁଦ୍ଧପାଇଁ ପ୍ରସ୍ତୁତ ନିମନ୍ତେ ଏକ ତାଲିମ ଆରମ୍ଭ କରିଛିସିଆଇଏସଏଫ୍।କାଶ୍ମୀର ଘାଟିରେପ୍ରଥମଥର ପାଇଁ ଉଚ୍ଚମାନର ଭାରତୀୟ ସେନା ସହିତ ମିଶିକାଶ୍ମୀର ଉପତ୍ୟକାରେ ସିଆଇଏସଏଫ୍ ଯବାନମାନେ ସ୍ୱତନ୍ତ୍ର ତାଲିମ ନେଉଛନ୍ତି।କେନ୍ଦ୍ରୀୟ ଶିଳ୍ପ ସୁରକ୍ଷାବଳ (ସିଆଇଏସଏଫ୍) ଭାରତୀୟସେନା ସହିତ ମିଶି ତାଲିମ ଅଭ୍ୟାସ ଆରମ୍ଭ କରିଛନ୍ତି।ବଢୁଥିବା ସୁରକ୍ଷା ଚ୍ୟାଲେଞ୍ଜ ଓ ଏହାର କାର୍ଯ୍ୟକ୍ଷମ ପ୍ରସ୍ତୁତିକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ । ସ୍ୱତନ୍ତ୍ର ଦୃଷ୍ଟିକୋଣ ପାଇଁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବା ସିଆଇଏସଏଫ୍ […]

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା

ଭଞ୍ଜନଗର,୨୧।୭(ଏସଏସନିଉଜ)ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଜଣେ ଶିଶୁ ସମେତ ଫସି ରହିଛନ୍ତି ୮ ଜଣ ଶ୍ରମିକ।ତାମିଲନାଡୁର ନୀଳାକୋଟଇରେ ଫସିଛନ୍ତି ଶ୍ରମିକ। ମିଳୁନି ଦରମା, କାମ ନକଲେ ମାଡ଼ ମାରୁଥିବା ଅଭିଯୋଗ।ଉଦ୍ଧାର ପାଇଁ ଜିଲ୍ଲାପାଳଙ୍କୁ ଜଣାଇଲେ ପରିବାର ଲୋକ।

ଆସିକା ଓ ଚିକିଟିକୁ ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର

ଭୁବନେଶ୍ୱର,୧୭ା୭(ଏସଏସନିଉଜ)ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି।ଅହମ୍ମଦାବାଦ, ଭୋପାଳ ଏବଂ ଲକ୍ଷ୍ନୌ ଶ୍ରେଷ୍ଠ ସ୍ୱଚ୍ଛସହର ରୂପେ ମାନ୍ୟତାଲାଭ କରିଛନ୍ତି। ମହାକୁମ୍ଭ ପାଇଁ ଏକ ବିଶେଷ ସ୍ୱୀକୃତି ସହିତ ୪୩ଟି ଜାତୀୟ ପୁରସ୍କାର ଘୋଷଣା କରାଯାଇଛି। ପ୍ରମୁଖ ସୁପର ସ୍ୱଚ୍ଛ ଲିଗରେ ଇନ୍ଦୋର, ସୁରଟ, ନଭି ମୁମ୍ବାଇ ସ୍ଥାନ ପାଇଛନ୍ତି।ଓଡ଼ିଶାର ରାଜଧାନୀ ଭୁବନେଶ୍ୱରକୁ ସମ୍ଭାବନାପୂର୍ଣ୍ଣ ସ୍ୱଚ୍ଛ ସହର ଏହାଛଡ଼ା […]

ବିଜେପି ସମ୍ବିଧାନ ଉପରେ ଆକ୍ରମଣ କରୁଛି

ଭୁବନେଶ୍ୱର,୧୧।୭(ଏସଏସନିଉଜ) ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲ ତାଙ୍କ ସମ୍ବୋଧନରେ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ୍‌ କିପରି ଅଛି ପ୍ରଶ୍ନ କରୀଥିଲେ।କଂଗ୍ରେସ କର୍ମକର୍ତ୍ତାଙ୍କୁ ପ୍ରଶଂସା କରିବା ସହ ସରକାର ଗରିବଙ୍କୁ ଲୁଟୁଛନ୍ତି ବୋଲି କହିଥିଲେ ରାହୁଲ।ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି।ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି।ମହାରାଷ୍ଟ୍ରରେ ନୂଆ ୧ଲକ୍ଷ ଭୋଟର୍ କିପରି ଆସିଲେ ଓମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି ବୋଲି କହିଥିଲେ।ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି […]

ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

ଭୁବନେଶ୍ୱର,୯ା୭(ଏସଏସନିଉଜ)ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନାବିହାରର ଜୟପ୍ରକାଶ ନାରାୟଣ ଏୟାରପୋର୍ଟରେ ଅବତରଣ କରିଛି ।ପକ୍ଷୀ ସହ ବିମାନ ମାଡ଼ ହେବାରୁ ଇଂଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି ।ଅଳ୍ପକେ ବର୍ତ୍ତିଲେ ଇଣ୍ଡିଗୋ ବିମାନ ୬ଋ୫୦୯ର ୧୬୯ ଯାତ୍ରୀା ପାଟନାରୁ ଦିଲ୍ଲୀ ଅଭିମୁଖେ ଯାଉଥିଲା ଇଣ୍ଡିଗୋ ବିମାନା

ହଠାତ୍ ପୋଲ ଦୁଇଫାଳ ,୯ମୃତ

ଭୁବନେଶ୍ୱର,୯ା୭(ଏସଏସନିଉଜ)ଗୁଜରାଟରେ ପୋ ଭୁଶୁଡ଼ି ୯ଜଣଙ୍କର ମୃତୁ୍ୟହୋଇଥିବାବେଳେ ୧୦ଜଣ ଗୁରୁତର ଆହତ ହୋଇଛନ୍ତି । ମହିସାଗର ନଦୀ ଉପରେ ଥିବା ପୋଲ ହଠାତ୍ ଦୁଇ ଫାଳ ହୋଇଯାଇଥିଲା । ପୋଲ ଉପରୁ ନଦୀକୁ ଖସି ପଡ଼ିଥିଲା ୫ରୁ ଅଧିକ ଗାଡ଼ିାଯାହାଫଳରେ ୯ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଗୁରୁତର ୧୦ ଜଣ ମେଡ଼ିକାଲରେ ଚିକିସ୍ା ପାଇଁ ଭର୍ତ୍ତି ହୋଇଥିବାର ଜଣାପଡିଛି ।

ମନମୋହନ ହେବେ ରାଜ୍ୟ ବିଜେପି ସଭାପତି!

ଭୁବନେଶ୍ୱର,୭।୭(ଏସଏସନିଉଜ)ମନମୋହନ ସାମଲ ପୁଣି ଥରେ ରାଜ୍ୟ ବିଜେପି ସଭାପତି ହେବାର ଆଶା ସ୍ପଷ୍ଟ ହୋଇଯାଇଛି। ସେ ଏକ ମାତ୍ର ପ୍ରାର୍ଥୀ ଭାବେ ଦଳୀୟ ନିର୍ବାଚନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ୟ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କାଲି ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ବିଜେପି ସଭାପତି ଘୋଷଣା ହେବ।

ଆରମ୍ଭ ହେଲା ଅମରନାଥ ଯାତ୍ରା

ଭୁବନେଶ୍ବର,୩।୭(ଏସଏସନିଉଜ)ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥଯାତ୍ରା। ଜମ୍ମୁର ବେସ୍ କ୍ୟାମ୍ପରେ ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଆଜି ଭୋରରେ ପତାକା ଦେଖାଇ ଅମରନାଥ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୫ହଜାର ୮୦୦ରୁ ଅଧିକ ଶ୍ରଦ୍ଧାଳୁ ଯାଇଛନ୍ତି । ଆସନ୍ତା ଅଗଷ୍ଟ ୯ତାରିଖରେ ଶେଷ ହେବ ଏହି ୩୮ଦିନିଆ ଯାତ୍ରା । ଭକ୍ତଙ୍କ ସୁରକ୍ଷାକୁ କଡ଼ାକଡ଼ି କରାଯାଇ ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ପ୍ରାୟ୬୦୦ଅତିରିକ୍ତ କମ୍ପାନୀ ଅର୍ଦ୍ଧସାମରିକବାହିନୀ ମୁତୟନ କରାଯାଇଛି। ଏହି ସମୟରେ ଜମ୍ମୁ ଏବଂ କାଶ୍ମୀର […]

ଜନ୍ମଦେଲା ଆନାକୋଣ୍ଡା

ବାରଙ୍ଗ,୨୯।୬(ଏସଏସନିଉଜ) ନନ୍ଦନକାନନ ପାଇଁ ଖୁସି ଖବର।ସରୀସୃପ ଉଦ୍ୟାନରେ ଥିବା ହଳଦିଆ ଆନାକୋଣ୍ଡା ଛୁଆ ଦେଇଛି।ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ୭ଟିହଳଦିଆ ଆନାକୋଣ୍ଡାଙ୍କ ଜନ୍ମଗ୍ରହଣ କରିଛନ୍ତି।୨୨ଅକ୍ଟୋବର ୨୦୧୯ରେ ଚେନ୍ନାଇର ମାଡ୍ରାସ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟରୁ ହଳଦିଆ ଆନାକୋଣ୍ଡାଙ୍କୁ ଅଣାଯାଇଥିଲା।ଜୁଲାଇ ୨୦୨୨ରେ ଏମାନଙ୍କର ଶେଷ ପ୍ରଜନନ ରହିଥିଲା।୬ଜୁଲାଇ୨୦୨୨ରେ ଗୋଟିଏ ଅଣ୍ଡା ଏବଂ ୮ଜୁଲାଇ ୨୦୨୨ରେ ଆଉ ଆଠଟିଛୁଆ ଜନ୍ମ ହୋଇଥିଲା।ଏହି ନୁଆଛୁଆଙ୍କୁ ମିଶାଇ ଚିଡ଼ିଆଖାନାରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।ସେଥିମଧ୍ୟରୁ ଦୁଇଟି ବୟସ୍କ ପୁରୁଷ, ଦୁଇଟି […]

ଶରଧାବାଲିରେ ଅଘଟଣ

ପୁରୀ,୨୯।୬(ଏସଏସନିଉଜ)ପୁରୀ ଶରଧାବାଲିରେ ଅଘଟଣ ଘଟିଛି। ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର ୪ଟାରେ ପହଡ଼ ଖୋଲିବା ପରେ ଦର୍ଶନପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ବଢିଥିଲା।ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଛନ୍ତିଲ ସିଏମ୍‌।ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।ଏହିଭଳି ଏକ ଦାରୁଣ ଦୁଃଖକୁ […]