Browsing category

ଦେଶ ବିଦେଶ

ଆଇପିଏଲ ଉପରେ କରୋନା କଳାବାଦଲ

୧-ଥରେ ସିଟି-ସ୍କାନ କରିବା ୩୦୦ ଥର ଛାତି ଏକ୍ସ-ରେ କରିବା ସହ ସମାନ, ସାମାନ୍ୟ କରୋନା ଲକ୍ଷଣ ଥିଲେ ସିଟି ସ୍କାନ କରନ୍ତୁ ନାହିଁ :  ଏମ୍ସ ନିର୍ଦ୍ଦେଶକ । ୨– ଲକ୍‌ଡାଉନ୍ ପୂର୍ବରୁ ଭିଡ ଅସମ୍ଭାଳ, ବିବାହ, ଧାର୍ମିକ ଶୋଭାଯାତ୍ରା ସାଙ୍ଗକୁ ରାସ୍ତାଘାଟ ଗହଳି । ୩-ଲକ ଡାଉନ ପାଇଁ  ମଦ ଦୋକାନ ଆଗରେ ଭିଡ଼ ୪-ପିପିଲି ଉପନିର୍ବାଚନ ସ୍ଥଗିତ, ଉଠିଲା ଆଚରଣବିଧି । ୫-ମେ ୫ରେ ଶପଥ ନେବେ ମମତା । ତୃତୀୟ ଥର […]

ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ମମତା

ଭୁବନେଶ୍ୱର,୩/୫(ସତ୍ୟସନ୍ଧାନଡେସ୍କ) ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ମମତା ।ପୁଣି ମୁଖ୍ୟମନ୍ତ୍ରୀ ଆସନରେ ବସିବେ । ନନ୍ଦିଗ୍ରାମରୁ ହାରିଥିଲେ ମଧ୍ୟ ୫ ତାରିଖରେ ମମତା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି । ନନ୍ଦିଗ୍ରାମ ଆସନରୁ ମମତା ଙ୍କୁ ପରାଜିତ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ ଜିତିଥିଲେ । ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଏକ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ ମମତା ବାନାର୍ଜୀଙ୍କୁ ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି ।ତେବେ ଏକ ସରଳ ଶପଥ […]

ନା ତାମିଲନାଡୁ ନା କେରଳ ମିଳିଲା

୧-ପୁଣି ଫେରିଲା ଲକଡାଉନ୍ । ମେ ୫ ରୁ ୧୯ ଯାଏଁ ତାଲାବନ୍ଦ । ସକାଳ ୬ରୁ ୧୨ଟା ଯାଏଁ ଅଧ କିଲୋମିଟର ଭିତରେ ଚାଲିଚାଲି ଯାଇ କିଣି ପାରିବେ ସଉଦା । ୨-ମମତା ବାନାର୍ଜୀ ନୁହେଁ ବିଜେପିର ଶୁଭେନ୍ଦୁ ଅଧିକାରୀ ଜିତିଲେ ନନ୍ଦୀଗ୍ରାମ ବିଧାନସଭା ଆସନ । ୩-ମମତାଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ, କରୋନାରେ ଯଥା ସମ୍ଭବ ସାହାଯ୍ୟ କରିବାକୁ ଦେଲେ ଆଶ୍ଵାସନା .। ୪-ତାମିଲନାଡୁରେ ବଦଳିଗଲା ସରକାର, ଶାସନକୁ ଆସିଲା ଡିଏମକେ । […]

ଶେଷରେ ହାରିଲେ ଦିଦି, ଜିତିଲେ ଶୁଭେନ୍ଦୁ

ପଶ୍ଚିମବଙ୍ଗ ୨ /୫ (ଏସଏସନିୟୁଜ) ଶେଷରେ ନନ୍ଦିଗ୍ରାମ ବିଧାନସଭା ଆସନରୁ ମମତାକୁ ହାରିବାକୁ ପଡିଛି ।ମମତା ହାରିବା ସହ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ ୧୬୨୨ ଭୋଟରେ ବିଜୟୀ ହୋଇଛନ୍ତି ।ଶେଷମୁହୁର୍ତରେ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ପରାଜୟ ସ୍ୱିକାର କରିବାକୁ ପଡିଛି ।ଏହି ଆସନପାଇଁ ଟିଏମସି ଓ ବିଜେପି ମଧ୍ୟରେ କଡ଼ା ଟକ୍କର ହୋଇଥିଲା ।  

ଥରିଲା ଆସାମ

୧-ଆଜି ରାଜ୍ୟ ସରକାର କରିପାରନ୍ତି ବଡ ଘୋଷଣା । ପ୍ରେସମିଟ୍ କରି ଘୋଷଣା କରିବେ ମୁଖ୍ୟ ଶାସନ ସଚିବ । ୨-ପୋଲାର୍ଡଙ୍କ ବିସ୍ଫୋରକ ବ୍ୟାଟିଂ । ୪ ୱିକେଟରେ ଜିତିଲା ମୁମ୍ବାଇ । ଚେନ୍ନାଇର ଦ୍ୱିତୀୟ ପରାଜୟ । ୩–ଚଳିତ ଏପ୍ରିଲରେ ସଂଗ୍ରହ ହେଲା ରେକର୍ଡ ପରିମାଣର ଜିଏସଟି, ମୋଟ ଆଦାୟ ଦେଢ ଲକ୍ଷ କୋଟି । ୪-ଜୁନ୍ ତୃତୀୟ ସପ୍ତାହରେ ପ୍ରକାଶ ପାଇପାରେ ସିବିଏସଇ ଦଶମ ପରୀକ୍ଷା ଫଳ । ସବୁ ସ୍କୁଲକୁ ୮ ଜଣିଆ […]

ସିଂହକୁ କରେନା

ଭୁବନେଶ୍ୱର,୧/୫(ସତ୍ୟସନ୍ଧାନଡେସ୍କ)ମଣିଷ ପରେ ଏବେ ସିଂହକୁ ହୋଇଛି କରୋନା । କରୋନା ସଂକ୍ରମଣରେ ଏସୀୟ ସିଂହ ପ୍ରାଣ ହରାଉ ଥିବା ନେଇ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ସୂଚନା ଦେଇଛି। ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ପଶୁମାନଙ୍କ ମଧ୍ୟରେ ଜୀବାଣୁ ସଂକ୍ରମଣ ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକମାନଙ୍କପାଇଁ ଜାତୀୟ ଉଦ୍ୟାନ, ଅଭୟାରଣ୍ୟ ଏବଂ ଅନ୍ୟାନ୍ୟ ସଂରକ୍ଷିତ ଅଞ୍ଚଳ ବନ୍ଦ କରିବାକୁ ପରିବେଶ ମନ୍ତ୍ରଣାଳୟ ସମସ୍ତ ସମସ୍ତ ରାଜ୍ୟକୁ ପରାମର୍ଶ ଦେଇଛି। ଜାତୀୟ ଉଦ୍ୟାନ. […]

ଦିନ ୨ଟାରୁ ବନ୍ଦ ରହିବ ଦୋକାନ ବଜାର

୧-କେନ୍ଦ୍ର ସରକାରଙ୍କ ଟିକା ପରିଚାଳନା ଉପରେ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ । ଟିକାର ଭିନ୍ନ ଭିନ୍ନ ଦାମ ନେଇ ମାଗିଲେ ଜବାବ । ୨-ସୋସିଆଲ ମିଡିଆରେ ଅମ୍ଳଜାନ, ଶଯ୍ୟା, ଔଷଧ ପାଇଁ ପୋଷ୍ଟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବ ନାହିଁ କାର୍ଯ୍ୟାନୁଷ୍ଠାନ: : ସୁପ୍ରିମକୋର୍ଟ । ୩-ଆସିଲା ଦେଢ଼ ଲକ୍ଷ କୋଭାକ୍ସିନ୍ ଟିକା ଡୋଜ୍ । ୪-ରୟାଲ୍ ଉପରେ କିଙ୍ଗସ୍‌ର ବିଜୟ, ୩୪ ରନ୍‌ରେ ଆରସିବିକୁ ମାତ୍ ଦେଲା ପଞ୍ଜାବ । ୫-ଦିନ ୨ଟାରୁ ବନ୍ଦ ରହିବ […]

ସିଲ୍‌ଭର୍ ସିଟି କଟକରେ କମିଶନରେଟ୍ ପୋଲିସ୍‌ର ଏନ୍‌କାଉଣ୍ଟର୍‌

୧-ରାଜସ୍ଥାନକୁ ମାତ୍ ଦେଲା ମୁମ୍ବାଇ: ୭ ୱିକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇଲା ରୋହିତବାହିନୀ । ୨-ଦିଲ୍ଲୀର ଦମଦାର ବିଜୟ । କୋଲକାତାକୁ ୭ ୱିକେଟରେ ହରାଇଲା ପନ୍ତ ବାହିନୀ । ପୃଥ୍ୱୀ ସଙ୍କ ଧୂଆଁଧାର ୮୨ ରନର ଇଂନିସ । ୩-୫୦% କର୍ମଚାରୀ ନୁହେଁ, ଏଣିକି ବିଭାଗ ସ୍ଥିର କରିବ କେତେ କର୍ମଚାରୀରେ ଅଫିସ୍ ଚାଲିବ । ୪-ସିରମ ପରେ ଟିକା ମୂଲ୍ୟ ହ୍ରାସ କଲା ଭାରତ ବାୟୋଟେକ, ରାଜ୍ୟମାନଙ୍କ ପାଇଁ କୋଭାକ୍ସିନ ମୂଲ୍ୟ ଏବେ ୪୦୦ଟଙ୍କା […]

ଫେରିଲେ ମନମୋହନ ସିଂହ

ଭୁବନେଶ୍ୱର,୨୯/୪(ସତ୍ୟସନ୍ଧାନଡେସ୍କ) ଏମ୍ସ ଟ୍ରାମା କେୟାରୁ ସୁସ୍ଥ ହୋଇ ଫେରିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ । ମନମୋହନ ସିଂହ ଗତ ୧୯ ତାରିଖରେ କରୋନା ପଜିଟିଭ ଚିହ୍ନଟ ହେବାପରେ ତାଙ୍କୁ ଏମ୍ସ ଟ୍ରମା କେୟାରରେ ଭର୍ତ୍ତି କରାଯାଇଥିଲା। ମନମୋହନ ସିଂହ ମଧୁମେହ ରୋଗରେ ପୀଡିତ ଥିବା ସହ ଦୁଇଟି ବାଇପାସ ସର୍ଜରୀ ମଧ୍ୟ ହୋଇସାରିଛି। ମନମୋହନ ସିଂହଙ୍କୁ କୋଭାକ୍ସିନର ଦୁଇଟି ଡୋଜ ଦିଆଯାଇଛି। ସେ ସୁସ୍ଥ ହୋଇ ଫେରିବାନେଇ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

କରୋନାରେ ଆକ୍ରାନ୍ତ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯/୪(ସତ୍ୟସନ୍ଧାନଡେସ୍କ) କରୋନାରେ ଆକ୍ରାନ୍ତ ହୋଇଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ । ତାଙ୍କର କୋଭିଡର କୌଣସି ଲକ୍ଷଣ ନଥିବାବେଳେ ପରୀକ୍ଷା କରିବା ପରେ ପଜିଟିଭ ଆସିଛି । ସେ ଏବେ ଠିକ୍ ଥିବା ବେଳେ କୋଭିଡ ନିୟମ ପାଳନ ପୂର୍ବବ ଆଇସୋଲେସନରେ ରହି ନିଜର କାର୍ଯ୍ୟ କରିବେ ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ କୋଭିଡ ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି । ଗୋଟିଏ ଦିନ ପୂର୍ବର ଅଶୋକ ଗେହଲଟଙ୍କ […]