ଆଜି ପଶ୍ଚିମବଙ୍ଗରେ ଅନ୍ତିମ ପର୍ଯ୍ୟାୟ ଭୋଟ୍
ଭୁବନେଶ୍ୱର,୨୯/୪(ସତ୍ୟସନ୍ଧାନଡେସ୍କ) ସମଗ୍ର ଦେଶରେ କରୋନା ଭାଇରସ୍ ଭୟାବହତା ଦେଖାଦେଇଥିବାବେଳେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଅଷ୍ଟମ ତଥା ଅନ୍ତିମ ପର୍ୟ୍ୟାୟ ଭୋଟ୍ ଚାଲିଛି । ଅଷ୍ଟମ ପର୍ଯ୍ୟାୟରେ ମାଲଦାର ୬ ଆସନ, ବୀରଭୂମିର ୧୧ ଆସନ, ମୁଶିଦାବାଦର ୧୧ ଆସନ, କୋଲକତା ଦକ୍ଷିଣର ୭ ଆସନ ଆଦି ୩୫ ଟି ସିଟ୍ ପାଇଁ ଗୁରୁବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ମତଦାନ କରିବେ ଭୋଟର ।୧୧,୮୬୦ ମତଦାନ କେନ୍ଦ୍ରରେ ୩୫ […]