ଫ୍ରାନ୍ସ ବିରୋଧୀ ହିଂସାରେ ଜଳୁଛି ପାକିସ୍ତାନ
୧. ଅନ୍ତଃରାଜ୍ୟ ବସ୍ ସେବା ବାତିଲ କଲେ ସରକାର; ରାଜ୍ୟ ଭିତରେ ବସ୍ ସେବା ଜାରି ରହିବ: ପରିବହନ ମନ୍ତ୍ରୀ । ୨. ପୁଲିସ ବିଭାଗର ଅଜବ ନୀତି: ୪ ବର୍ଷ ଡିଏସ୍ପି ପାହ୍ୟାରେ ରହିବା ପରେ ଏବେ ଇନ୍ସପେକ୍ଟର । ୩. ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବାର୍ଷିକ ପରୀକ୍ଷା ପଞ୍ଜିକା ପ୍ରକାଶିତ ହୋଇଛି । ୧୭ଟି ନିଯୁକ୍ତି ପରୀକ୍ଷାର ଏକ ତାଲିକା ପ୍ରସ୍ତୁତ କରାଯାଇ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଓପିଏସ୍ସି ୱେବସାଇଟ୍ opsc.gov.in ରେ […]