କୃଷକଙ୍କ ପରେ ରାସ୍ତାକୁ ଓହ୍ଲାଇବ ବ୍ୟବସାୟୀ ସଂଘ
ଭୁବନେଶ୍ୱର,୨୦/୨(ଏସ ଏସ ନିୟୁଜ )କୃଷକଙ୍କ ପରେ ରାସ୍ତାକୁ ଓହ୍ଲାଇବ ବ୍ୟବସାୟୀ ସଂଘ । ୨୬ ରେ ଭାରତବନ୍ଦ ଡାକରା ଦେଇଥିବା ବେଳେ ଏଥିରେ ୪୦ ହଜାରରୁ ଅଧିକ ବ୍ୟବସାୟିକ ସଂସ୍ଥା ସାମିଲ ହେବେ ବୋଲି ଜଣାପଡିଛି । ଗୋଳମାଳିଆ ଜିଏସଟି ବ୍ୟବସ୍ଥା ଓ ଜିଏସଟି ଅଧିକାରୀଙ୍କ ଏକଚାଟିଆ ମନୋଭାବକୁ ବିରୋଧ କରି ସର୍ବ ଭାରତୀୟ ବ୍ୟବସାୟୀ ମହାସଂଘ ବା ସିଏଆଇଟି ଚଳିତ ମାସ ୨୬ ତାରିଖରେ ଭାରତ ବନ୍ଦ ଡକରା ଦେଇଛି । ସିଏଆଇଟି ସୂଚନା ଦେଇଛି […]