Browsing category

ଦେଶ ବିଦେଶ

ଆଖିବୁଜିଲା ୱାଲାବି

ବାରଙ୍ଗ,୧୧।୩(ଏସଏସନିଉଜ) ଶୁକ୍ରବାର ଦିନ ଗୋଟିଏ ଦିନରେ ୩ଟି ବିରଳଜନ୍ତୁ ମୃତ୍ୟୁବରଣ କରିଥିବାର ତିନିଦିନ ନପୂରୁଣୁ ପୁଣି ଗୋଟିଏ ୱାଲାବିର ଚିକିତ୍ସାଧିନ ଅବସ୍ଥାରେ ସୋମବାର ମୃତ୍ୟୁ ହୋଇଛି ।ତେବେ ବାରମ୍ବାର ପ୍ରାଣୀଉଦ୍ୟାନ ନନ୍ଦନକାନନରେ ଜୀବଜନ୍ତୁଙ୍କ ମୃତ୍ୟୁ ଜନ୍ତୁବିଭାଗର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନବାଚି ସୃଷ୍ଟି କରିଛି । ସୂଚନାଯୋଗ୍ୟଯେ , ପ୍ରାଣୀ ଉଦ୍ୟାନକୁ ଗତ ୨୦୨୩ ମସିହା ଡିସେମ୍ବରମାସ ୨୩ ତାରିଖରେ ହାଇଦ୍ରାବାଦର ଏକ ଘରୋଇ ଫାର୍ମରୁ ଗୋଟିଏ ହଳେ ୱାଲାବୀ କିଣାହୋଇ ଆସିଥିଲା । ଏଠାକୁ ଆସିବାର କିଛିଦିନ […]

ୟୁସୁଫପଠାନ ଟିଏମ୍‌ସି ପ୍ରାର୍ଥୀ

ଭୁବନେଶ୍ୱର,୧୦।୩(ଏସଏସନିଉଜ)ପୂର୍ବତନ କ୍ରିକେଟର ୟୁସୁଫ ପଠାନଙ୍କୁ ପ୍ରାର୍ଥୀ କଲା ଟିଏମ୍‌ସି।ବହରାମପୁରରୁ ସାଂସଦପ୍ରାର୍ଥୀ ହେଲେ ୟୁସୁଫ ପଠାନ।୪୨ଜଣିଆ ସାଂସଦପ୍ରାର୍ଥୀ ଘୋଷଣାକଲେ ମମତା ବାନାର୍ଜୀ।ବାଦ୍ ପଡ଼ିଲେ ବାସିରହାଟ ସାଂସଦ ନୁସରତ ଜାହାନ୍‌।କ୍ରିଷ୍ଣାନଗରରୁ ଲଢ଼ିବେ ମହୁଆ ମୈତ୍ର ବୋଲି ଜଣାପଡିଛି।

ସବୁ ଆସନପାଇଁ ପ୍ରସ୍ତୁତି କରୁଛୁ

ଭୁବନେଶ୍ୱର,୧୦।୩(ଏସଏସନିଉଜ)ବିଜେପି ରାଜ୍ୟନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ବିଧାନସଭା ହେଉ କିମ୍ବା ଲୋକସଭା ସବୁ ଆସନ ପାଇଁ ଆମେ ପ୍ରସ୍ତୁତି କରୁଛୁ।ଗୋଟିଏ ଗୋଟିଏ ଆସନପାଇଁ ଚର୍ଚ୍ଚା ହୋଇଛି। ମେଣ୍ଟ ଚର୍ଚ୍ଚାକୁ ନେଇ ସାମ୍ବାଦିକଙ୍କ ପ୍ରଶ୍ନରେ ଲତା କହିଛନ୍ତି ଆପଣମାନେ ଚର୍ଚ୍ଚା କରୁଛନ୍ତି, ଆମେ ନୁହେଁ, ସବୁ ଆସନ ପାଇଁ ଆମେ ପ୍ରସ୍ତୁତ ବୋଲି କହିଛନ୍ତି।

ବୋରୱେଲରେ ଫସିଲା ଶିଶୁ

ଦିଲ୍ଲୀ,୧୦।୩(ଏସଏସନିଉଜ)୪୦ ଫୁଟ ବୋରୱେଲ ଭିତରେ ଖସିପଡ଼ିଲା ଶିଶୁ।କେଶୋପୁର ମଣ୍ଡି ନିକଟ ଦିଲ୍ଲୀ ଜଳବୋର୍ଡ ପ୍ଲାଣ୍ଟରେ ଅଘଟଣ ଘଟିଛି।ବୋରୱେଲରୁ ଶିଶୁକୁ ସୁରକ୍ଷିତ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି।ଘଟଣାସ୍ଥଳରେ ଅଗ୍ନିଶମବାହିନୀ , ଏନ୍‌ଡିଆରଏଫ୍ ଓ ପୋଲିସ ଉପସ୍ଥିତ ରହିଛନ୍ତି।

ରାତିରେ ଖୋଲିବ ନନ୍ଦନକାନନ!

ବାରଙ୍ଗ,୯ା୩(ଏସଏସନିଉଜ)ପ୍ରାଣିଉଦ୍ୟାନ ନନ୍ଦନକାନନ ରାତିବେଳା ଖୋଲିବାକୁ ଯାଉଛି ।ଏଥର ପର୍ଯ୍ୟଟକମାନେ ରାତିରେ ମଧ୍ୟ ଜୀବଜନ୍ତୁ ମାନଙ୍କୁ ଦେଖିବାର ସୁଯୋଗ ପାଇବେ ।ଏଥିନିମନ୍ତେ ନନ୍ଦନକାନନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ।ବିଭିର୍ଣ ଜୀବଜନ୍ତୁ ଏନକ୍ଲୋଜର ଆଗରେ ଓ ରାସ୍ତାରେ ଆଲୋକିକରଣର ବ୍ୟବସ୍ଥା କରାଯାଉଛି ।ଏଥି ନିମନ୍ତେ ଶନିବାରଦିନ ନନ୍ଦନକାନନର କର୍ତୁପକ୍ଷଙ୍କ ଉପସ୍ଥିତିରେ ପରୀକ୍ଷାମୁଳକଭାବେ ଅନୁଧ୍ୟାନ କରାଯାଇଥିବାର ଜଣାପଡିଛି ।ତେବେ ଏହି ସୁବିଧା କେବଳ ରବିବାରଦିନ ଉପଲବ୍ଧ ହୋଇପାରିବା ।ପ୍ରାଥମିକପର୍ଯ୍ୟାୟରେ ରବିବାର ରାତି୭ରୁ୯ଟା ଦୁଇଘଂଟା ପର୍ଯ୍ୟନ୍ତ ପର୍ଯ୍ୟଟକମାନେ ଏହି ସୁବିଧା ପାଇପାରିବେ […]

ବନ୍ଦହେଲା Facebook!

ଭୁବନେଶ୍ୱର,୫।୩(ଏସଏସନିଉଜ)ବନ୍ଦ ହେଲା ଫେସବୁକ, କାମକରୁନି ଲକ୍ଷଲକ୍ଷ ୟୁଜରଙ୍କ ଫେସବୁକ ଆକାଉଣ୍ଟ।ପୁଣିଥରେ ମେଟାର ଫେସବୁକକୁ ନେଇ ଦେଖାଦେଇଛି ସମସ୍ୟା । ସର୍ଭରଡାଉନ୍ ଯୋଗୁଁ ଲଗ୍ ଇନ୍ ସହ ଆକାଉଣ୍ଟରେ ଅନ୍ୟାନ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଲକ୍ଷଲକ୍ଷ ୟୁଜର ।ଏନେଇ ଟ୍ୱିଟରରେ ଅନେକ ୟୁଜର ପ୍ରଶ୍ନ କରିଥିଲେ ମଧ୍ୟ ମେଟା ତରଫରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ । ତେବେ କିଛି ୟୁଜର ଫେସବୁକ ସହିତ ଇନଷ୍ଟାଗ୍ରାମ ସର୍ଭର ମଧ୍ୟ ଡାଉନ୍ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ।

ନନ୍ଦନକାନନରେ ସିଜେଡଏ ଟିମ

ବାରଙ୍ଗ,୨ା୩(ଏସଏସନିଉଜ) ଶନିବାର ସକାଳୁ ନନ୍ଦନକାନନରେ ଆସି ପହଁଚିଛନ୍ତି କେନ୍ଦ୍ରିୟ ଚିଡିଆଖାନା କର୍ତୁପକ୍ଷଙ୍କ ଏକ ଦୁଇଜଣିଆ ପ୍ରତିନିଧିଦଳ ।ଏହିପ୍ରତିନିଧିଦଳ ଆସିବାର ପୁର୍ବ ସୁଚନା ଆସିଥିବାରୁ ନନ୍ଦନକାନନ କର୍ତୁପକ୍ଷ ପୁର୍ବପ୍ରସ୍ତୁତିମୁାବକ ସଜାଗ ହୋଇରହିଥିଲେ । ପ୍ରତି୩ବର୍ଷର ବ୍ୟବଧାନରେ କେନ୍ଦ୍ରିୟ ଚିଡିଆଖାନା ପକ୍ଷରୁ ଦେଶରେ ଥିବା ବିଭିର୍ଣ ଚିଡିଆଖାନାକୁ ଯାଇ ଅନୁଧ୍ୟାନ କରାଯାଇଥାଏ ।କେନ୍ଦ୍ରିୟ ଚିଡିଆଖାନା କର୍ତୁପକ୍ଷଙ୍କ ନିତୀନୀୟମ ଓ ସର୍ତାବଳୀକୁ ଅନୁପାଳନ କରି ଚିଡିଆଖାନା କିପରି ଚାଲୁଛି ଆସିଥିବା ଦଳ ଏହାକୁ ଅନୁଧ୍ୟାନ କରି ଫେରିବାପରେ କେନ୍ଦ୍ରିୟ ଚିଡିଆଖାନାକର୍ତୁପକ୍ଷଙ୍କ ପାଖରେ […]

୪ମହାକାଶଚାରୀଙ୍କ ନାଁ ଘୋଷଣା

ଭୁବନେଶ୍ୱର,୨୭।୧(ଏସଏସନିଉଜ) ଗଗନଯାନ ମିଶନରେ ମହାକାଶ ଯିବାକୁଥିବା ୪ଜଣଙ୍କ ନାଁ ଘୋଷଣା ହୋଇଛି।ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୪ ଜଣଙ୍କ ନାଁ ଘୋଷଣା କଲା ଇସ୍ରୋ।ଭାରତୀୟ ବାୟୁସେନା ର ୪ପାଇଲଟ୍‌ ଯିବେ ମହାକାଶ।ଗ୍ରୁପ୍‌ କ୍ୟାପ୍‌ଟେନ୍ ପ୍ରଶାନ୍ତ ବାଲକୃଷ୍ଣନାୟାର,ଗ୍ରୁପ୍‌ କ୍ୟାପ୍‌ଟେନ୍ ଅଜିତ୍‌ କ୍ରିଷ୍ଣନ୍‌,ଗ୍ରୁପ୍‌ କ୍ୟାପ୍‌ଟେନ୍ ଅଙ୍ଗଦ ପ୍ରତାପ ଏବଂ ୱିଙ୍ଗ କମାଣ୍ଡର ଶୁଭ୍ରାଂଶୁ ଶୁକ୍ଳା।୪ ମହାକାଶଚାରୀଙ୍କୁ ୱିଙ୍ଗ ଲଗାଇ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ।

ଖୁସି ଖବର ଦେଲେ ଉତ୍ତରବିଧାୟକ

ଭୁବନେଶ୍ୱର,୨୫।୨(ଏସଏସନିଉଜ) ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀ ପାଇଁ ଖୁସି ଖବର। କଳାରାହାଙ୍ଗ ଲେବଲକ୍ରସିଂଠାରେ ଏକ ରେଲୱେ ଓଭରବ୍ରିଜ ନିର୍ମାଣ ହେବାକୁ ଯାଉଛି।ଏଥିନିମନ୍ତେ ଅଞ୍ଚଳ ବାସୀଙ୍କ ତରଫରୁ ବହୁଦିନରୁ ଦାବୀ ରହି ଆସୁ ଥିଲା।ପଦାସହି ଓ କଳାରାହଙ୍ଗ ଲେବଲ କ୍ରସିଂ ଠାରେ ଯାତାୟତ ନିମନ୍ତେ ସାଧାରଣ ଲୋକମାନେ ନାହିଁନଥିବା ହଇରାଣ ହରକତ ହେଉଥିଲେ।ଲେବଲ କ୍ରସିଂ ଅତିକ୍ରାନ୍ତ କରିବାକୁ ବହୁ ସମୟ ମଧ୍ୟ ଲାଗୁଥିଲା।ଏକ ବ୍ୟସ୍ତ ବହୁଳ ଅଞ୍ଚଳଭାବେ ଏହି ଲେବଲକ୍ରସିଂଠାରେ ନିୟମିତ ବ୍ୟବଧାନରେ ବିଭିନ୍ନ ଦୁର୍ଘଟଣା ମଧ୍ୟ ଘଟୁଥିଲା।ବିକଳ୍ପ ରାସ୍ତା […]

ନିୟନ୍ତ୍ରଣ ହରାଇ ପୋଖରୀକୁ ଖସିଲା ଟ୍ରାକ୍ଟର

ଭୁବନେଶ୍ୱର,୨୪।୨(ଏସଏସନିଉଜ)ଉତ୍ତରପ୍ରଦେଶ କାସଜଞ୍ଜଜିଲ୍ଲାରେ ଅଘଟଣ ଘଟିଛି ।ଦ୍ରୁତଗତିରେ ଆସି ଟ୍ରାକ୍ଟରଟି ନିୟନ୍ତ୍ରଣହରାଇ ଏକ ପୋଖରୀକୁ ଖସିପଡିବାରୁ ୧୫ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି।ଏହିଘଟଣାରେ ପାଖାପାଖି ଅନେକ ଆହତ ହୋଇଥିବା ଜଣାପଡିଛି ।ଜେଥରାରୁ ଗଙ୍ଗାସ୍ନାନ କରିବାକୁ ୩୫ଜଣ ଶ୍ରଦ୍ଧାଳୁ ଟ୍ରାକ୍ଟରରେ ଆସୁଥିଲେ । ଟ୍ରାକ୍ଟରଟି ଦ୍ରୁତଗତିରେ ଯାଉଥିବାବେଳ ଏକ ବଙ୍କାଣି ରେ ନିୟନ୍ତ୍ରଣ ରକ୍ଷାକରିପାରି ରାସ୍ତାକଡ ଏକପୋଖରୀ ଭିତରେ ଖସିପଡିଥିଲା ।୧୫ଜଣ ମୃତକଙ୍କ ମଧ୍ୟରେ ୭ଜଣ ଶିଶୁ ଓ ୮ଜଣମହିଳା ଥିବା ଜଣାପଡିଛି । ଏମାନେ ଏଟା ଜିଲ୍ଲାର କହାଗାଁର […]