Browsing category

ଦେଶ ବିଦେଶ

ବୈଜୟନ୍ତପଣ୍ଡାଙ୍କୁ ହତ୍ୟା ଧମକ !

ଭୁବନେଶ୍ୱର,୨୧ ୯(ଏସଏସନିଉଜ)ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ଆସିଛି।ଫୋନ୍‌ କଲ୍‌ ଯୋଗେ ଧମକ ମିଳିଥିବା ପୋଲିସ୍‌ରେ ଅଭିଯୋଗ ହୋଇଛି।ବୈଜୟନ୍ତଙ୍କ ଜଣେ ସହଯୋଗୀ ଉକ୍ତ ଫୋନ୍‌ କଲ୍‌ ରିସିଭ୍‌ କରିଥିଲେ।ନବଦାସଙ୍କ ଭଳି ବୈଜୟନ୍ତ ସମାନଦଶା ଭୋଗିବେ କହିଥିଲେ କଲର୍‌।ଧମକକଲ୍‌ ନେଇ ଦିଲ୍ଲୀ ପୋଲିସରେ ଏତଲା କରାଯାଇଛି।ସତ କି ପ୍ରାଙ୍କ୍‌ କଲ୍‌ ଜଣାପଡ଼ିବା ସମ୍ଭବ ନଥିବାରୁ ଏତଲା ହୋଇଛି।ଏନେଇ ଦିଲ୍ଲୀ ପୋଲିସ ତଦନ୍ତ କରୁଥିବା ବୈଜୟନ୍ତଙ୍କ ଅଫିସ ସୂତ୍ରରୁ ସୂଚନା ମିଳିଛି।

ପଞ୍ଚଭୂତରେ ଲୀନହେଲେ ଗୀତାମେହେଟା

ଭୁବନେଶ୍ୱର,୧୮ା୯(ଏସଏସନିଉଜ) ପ୍ରସିଦ୍ଧ ଲେଖିକା, ଚଳଚ୍ଚିତ୍ର ନିର୍ମାତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାପଞ୍ଚଭୂତରେ ଲୀନ ହୋଇଛନ୍ତି ।ନୂଆଦିଲ୍ଲୀର ଲୋଧି ରୋଡସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିବାବେଳେ ତାଙ୍କର ଏକମାତ୍ର ପୁତ୍ର ଆଦିତ୍ୟ ସିଂ ମେହେଟା ମୁଖାଗ୍ନି ଦେଇଛନ୍ତି। ଅନ୍ତିମ ସଂସ୍କାର ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବଡ଼ ଭାଇ ପ୍ରେମ ପଟ୍ଟନାୟକ , ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କ ସମେତ ବହୁରାଜନେତା ଶ୍ମଶାନ ଘାଟରେ ଉପସ୍ଥିତଥିଲେ ।ଗତ ଶନିବାର ରାତିରେ […]

ନବକଳେବରହେବ ନରାଜ – ମାର୍ଥାପୁରଷ୍ଟେସନ

ବାରଙ୍ଗ ,୧୭।୯(ଏସଏସନିଉଜ) ବାରଙ୍ଗ ବ୍ଳକ ଅନ୍ତର୍ଗତ ନରାଜ – ମାର୍ଥାପୁର ରେଲୱେ ଷ୍ଟେସନର ହେବ ନବୀକରଣ । ଏନେଇ ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମିଳିଥିବା ସୂଚନା ଅନୁଯାୟୀ, ନରାଜ- ମାର୍ଥାପୁର ରେଲୱେ ଷ୍ଟେସନ ନବୀକରଣ ନେଇ ଉଦ୍ୟମ ଆରମ୍ଭ ହେଇଛି । ଷ୍ଟେସନର ରୂପରେଖ ବଦଳିବା ସହିତ ନୂତନ ରେଳ ପଥ କରିବାର ମଧ୍ୟ ଯୋଜନା ରହିଛି । ରବିବାର ଅପରାହ୍ନରେ ଏନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ […]

ନିର୍ବାଚନ ପାଇଁ ସଜବାଜ

ଭୁବନେଶ୍ୱର,୧୩ା୯(ଏସଏସନିଉଜ)ଭୁବନେଶ୍ୱରରେ ପହଁଚିଛନ୍ତି ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍ ।ଏହି ଟିମ୍ ଭୁବନେଶ୍ୱରରେ ପହଁଚିବାପରେ ଓଡ଼ିଶା ରାଜନୀତିକୁ ପୁଣି ଥରେ ଚଳଚଂଳ କରିଦେଇଛି ।ଆଜି ଏହି ଟିମ୍ ଖାରବେଳ ଭବନରେ ଜିଲ୍ଲାପାଳଙ୍କ ବୈଠକରେ ଯୋଗଦେବେ । ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିବେ ନିର୍ବାଚନ ଆୟୋଗଙ୍କ ଟିମ୍ । ବୈଠକରେ ଭୋଟରତାଲିକା ପ୍ରସ୍ତୁତିନେଇ ହେବଆଲୋଚନା । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ ବୁଥ୍ ଉପରେ ହେବ ଚର୍ଚ୍ଚା ।ତେବେ ନିର୍ବାଚନ ପାଇଁ ବିଧିବନ୍ଧ ଭାବେ ତାରିଖ ଘୋଷଣା […]

ମୋମାଟି ମୋଦେଶକାର୍ଯ୍ୟକ୍ରମ

ଭୁବନେଶ୍ୱର,୧୧ା୯(ଏସଏସନିଉଜ)ଆଜି ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ବ୍ଲକର ହାଣ୍ଡିଘର ପଞ୍ଚାୟତରେ ମୋ ମାଟି ମୋ ଦେଶକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏଥିରେ ସମସ୍ତଙ୍କ ଘର ଅଗଣା ଓ ତୁଳସି ଚଉଁରାରୁ ମାଟି ଅଣାଯାଇଥିଲା । ଏହି ମାଟି ସହିଦମାନଙ୍କୁ ମନ ପକାଇବାପାଇଁ ଦିଲ୍ଲୀ ଅମ୍ଭୁତ ବାଟିକାକୁ ପଠାଯିବ ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପିଉପ-ସଭାପତି ଗୋଲୋକ ମହାପାତ୍ର. ରାଜ୍ୟ ସମ୍ପାଦିକା କସ୍ତୁରୀ ମିଶ୍ର. ଅନିତା ଶୁଭଦର୍ଶନୀ. ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ କୁମାର ପଣ୍ଡା. ସମ୍ପାଦକ ଯଜ୍ଞ ନାରାୟଣ […]

ସୌରିନ୍‌ଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍

ଭୁବନେଶ୍ୱର,୧୧ା୯(ଏସଏସନିଉଜ)ସୌରିନ୍‌ଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରିକରିଛି କମିଶନରେଟ୍ ପୋଲିସ୍ । କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କୁ କୋଲକାତାରେ ଖୋଜି ନପାଇବା ପରେ କମିଶନରେଟ୍ ପୋଲିସ୍ ଏହିଭଳି ପଦକ୍ଷେପ ନେଇଥିବାର ଜଣାପଡିଛି ।

ନିଶାମୁକ୍ତ ଓ ଡିଜେମୁକ୍ତ ହେବ ଭସାଣି

କଟକ,୧୦ା୯(ଏସଏସନିଉଜ)ଆସୁଛି ପାର୍ବଣ ରୁତୁ ।ପ୍ରସିଦ୍ଧ ଦୁର୍ଗାପୁଜାନିମନ୍ତେ ପ୍ରସ୍ତୁତିପର୍ବରେ ଲାଗିପଡିଲେଣି ଭାଇଚାରାର ସହର କଟକ । ଦୁର୍ଗାପୂଜା ଲାଗି କଟକ ମହାନଗର ନିଗମର ଶାନ୍ତି କମିଟି ବୈଠକ ଅନୁଷ୍ଠିତହୋଇଯାଇଛି ।ଚଳିତବର୍ଷର ଭସାଣିକୁ ନିଶା ମୁକ୍ତ ଓ ଡିଜେ ମୁକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଛି ।ବୈଠକରେ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲୋଏହାସହ ସହରର ରାଜନୈତିକ ଦଳର ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲୋଅକ୍ଟୋବର ୨୪ରେ ଦଶମୀ ଓ ୨୫ରେ ଭସାଣି ଉତ୍ସବ ଅନୁଷ୍ଠିତ ହେବାକୁଯାଉଛି ।  

ଆଜି ପୁଣି ଭାରତ-ପାକ ଲଢ଼େଇ

ଭୁବନେଶ୍ୱର,୧୦ା୯(ଏସଏସନିଉଜ) କଲମ୍ବୋରେ ଖେଳାଯିବ ଭାରତ-ପାକ ମ୍ୟାଚାବର୍ଷା ଯୋଗୁଁ ବାଧାପ୍ରାପ୍ତ ହୋଇଥିଲା ପ୍ରଥମ ମ୍ୟାଚାଦିନିକିଆ ଏସିଆ କପ୍‌ରେ ଦୁଇ ପ୍ରତିଦ୍ବନ୍ଦ୍ବୀ ୧୪ ଥର ମୁହାଁମୁହିଁ ହେରାଇଥିଲେ ।ଆଜି ବି ମ୍ୟାଚରେ ବର୍ଷା ବାଧକ ସାଜିବାର ଆଶଙ୍କା ରଖାଯାଇଛି । ଯଦି ବର୍ଷା ହେବ ତେବେ ରିଜର୍ଭ ଡେରେ ମ୍ୟାଚ ହେବ ବୋଲି ଜଣାପଡିଛି ।

ଇସ୍ରୋର ଆଉ ଏକ ସଫଳତା

ଭୁବନେଶ୍ୱର,୧୦ା୯(ଏସଏସନିଉଜ)ସୂର୍ଯ୍ୟ ମିଶନ ଆଦିତ୍ୟ L-1କୁ ନେଇ ଇସ୍ରୋକୁ ଆଉ ଏକ ସଫଳତାମିଳିଛି ।ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କରିଛି ଆଦିତ୍ୟL-1 ରାତି ୨ଟା୩୦ମିନିଟ ସମୟରେ କକ୍ଷପଥ ପରିବର୍ତ୍ତ କରିଛି ।-ଚତୁର୍ଥ କକ୍ଷପଥରେ ପ୍ରବେଶ କଲାମିଶନ ଆଦିତ୍ୟ L-1 ,ଚତୁର୍ଥ କକ୍ଷପଥ ପ୍ରବେଶ ନେଇ ଇସ୍ରୋ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।ପୃଥିବୀଠୁ ୭୧,୭୬୭ କିମି ଦୂରରେ ବୁଲୁଛି ଆଦିତ୍ୟL-1 ,ଆସନ୍ତା ୧୫ ତାରିଖରେ ବଦଳାଇବ ଚତୁର୍ଥ କକ୍ଷପଥ ବୋଲି କୁହାଯାଇଛି ।

୨୦୦୦ରୁଊର୍ଦ୍ଧ୍ବ ମୃତ

ଭୁବନେଶ୍ୱର,୧୦ା୯(ଏସଏସନିଉଜ) ଶୁକ୍ରବାରରାତିରେ ମୋଡରକୋରେ ହୋଇଥିବା ଭୂମିକମ୍ପ ଯୋଗୁଁ ୨୦୦୦ରୁ ଅଧିକ ଲୋକ ପ୍ରାଣ ହରାଇବାସହ ୨,୦୫୯ ଆହତ ହୋଇଥିବାର ଜଣାପଡିଛି । ଆହୁରି ଅନେକ ଲୋକ ପୋତି ହୋଇ ରହିଥିବା ଆଶଙ୍କା କରି ତଲାସ ଜାରି ରହିଛି ।ଏହିଘଟଣାପରେ ପଡ଼ୋଶୀ ରାଷ୍ଟ୍ର ଆଲ୍‌ଜେରିଆ ସମେତ ମୋରକୋବାସୀଙ୍କ ପାଇଁ ସବୁଆଡୁ ସହାୟତା ଆସୁଛି। ପ୍ରାକୃତିକ ବିପର‌୍ୟ୍ୟୟଜନିତ ଧନଜୀବନ ହାନି ଲାଗି ୩ ଦିନ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି ।ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଲଦୀ ଶୋକବ୍ୟକ୍ତ କରିବାସହ ସମ୍ଭାବ୍ୟ […]