କରୋନା ପାଇଁ ଫେବ୍ରୁଆରୀର ଗାଇଡଲାଇନ
ଭୁବନେଶ୍ବର,୩୦/୧(ଏସଏସନିୟୁଜ)ନୂଆ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ଫେବ୍ରୁଆରୀ ୨୮ ପର୍ଯ୍ୟନ୍ତ ଏହି ଗାଇଡଲାଇନ ଲାଗୁ ରହିବ। ପ୍ରାଥମିକ ସ୍କୁଲ ଖୋଲିବାକୁ ଏସଓପି ଜାରି କରିବାକୁ ନିର୍ଦ୍ଦେଶ। ସାମାଜିକ, ଧାର୍ମିକ, ରାଜନୈତିକ ସମାବେଶରେ ୫ଶହ ଲୋକଙ୍କ ଉପସ୍ଥିତ କୁ ଅନୁମତି ମିଳି ଥିବାର ଜଣାପଡିଛି । ଏଥିରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା, ହାତ ଧୁଆ ଓ ଥର୍ମାଲ ସ୍କାନିଂ ବାଧ୍ୟତାମୂଳକ କରାଯାଇଥିବା ବେଳେ ସଭାସମିତି ଏବଂ ଉତ୍ସବ ପାଇଁ ଜିଲ୍ଲାପାଳ ଓ ମୁନିସିପାଲିଟି କମିଶନରଙ୍କ […]