ଉଦ୍ଯାପିତ ହେଲା ମହିଳା ବିଜ୍ନେସ୍ ମେଳା -୨୦୨୨
ଭୁବନେଶ୍ୱର,୮/୩(ଏସଏସନିଉଜ)ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ ଏଣ୍ଟରପ୍ରିନ୍ୟୁରସିପ୍ କାଉନସିଲ୍ ଦ୍ୱାରା ଜନତା ମଇଦାନରେ ଚାଲିଥିବା ଭାରତର ପ୍ରଥମ ମହିଳା ବିଜ୍ନେସ ମେଳା-୨୦୨୨ ରବିବାର ଉଦ୍ଯାପିତ ହୋଇଯାଇଛି । ଉଦ୍ଯାପନୀ ଦିବସରେ ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗଦେଇ କହିଥିଲେଯେ, ମେଳାର ଅର୍ଥ ହେଉଛି ଦକ୍ଷତା, କ୍ଷମତା, ସମତା ଓ ମମତା । ଏହି ସବୁର ମିଳନରେ ହିଁ ମେଳାର ସୃଷ୍ଟି । କାର୍ଯ୍ୟକ୍ରମରେ ରାଜ୍ୟପାଳ ମହିଳାଙ୍କର କାର୍ଯ୍ୟଦକ୍ଷତାକୁ ଭୂୟସୀ ପ୍ରଶଂସା କରିବା ସହ ମହିଳାମାନେ ହିଁ […]