ମନ୍ତ୍ରୀମଣ୍ଡଳରେ ହେବ ବଡ ଧରଣର ଅଦଳବଦଳ
ଭୁବନେଶ୍ୱର,୪/୬(ଏସଏସନିଉଜ)ମନ୍ତ୍ରୀମଣ୍ଡଳରେ ହେବ ବଡ ଧରଣର ଅଦଳବଦଳ । ଅନେକ ମନ୍ତ୍ରୀଙ୍କୁ ମନ୍ତ୍ରୀପଦରୁ ଇସ୍ତଫା ଦେବାକୁ ଫୋନ କଲ୍ ଯାଇଛି।ସେମାନଙ୍କ ମଧ୍ୟରେ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର , ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମଧ୍ୟ ଇସ୍ତଫା ଦେଇଛନ୍ତି ।ଏହାଭିତରେ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରକୁ ୨୫ ବର୍ଷ ପୂରିଛି। ଆଗକୁ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏଭଳି ସମୟରେ ନିଜର ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ ଆଣିବାକୁ ମୁଖ୍ୟମନ୍ତ୍ରୀ ମନସ୍ଥିର କରିଛନ୍ତି ବୋଲି ଜଣାପଡ଼ିଛି […]