Browsing category

ରାଜନୀତି

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ

ଭୁବନେଶ୍ୱର,୧୭/୫(ଏସ ଏସ ନିଉଜ) ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ତାର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ।ଘୋଷଣା କରାଯାଇଥିବା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଧ୍ୟରେ ଅଭିନେତା ଅରିନ୍ଦମ,ଆକାଶ ଦାସ ନାୟକଙ୍କୁ ସାମିଲ କରାଯାଇଛି । ଏହି ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ପ୍ରତାପ ଦେବ, ଅରୁଣ ସାହୁ, ସଞ୍ଜୟ ଦାସବର୍ମା, ନବ କିଶୋର ଦାସ, ଦିବ୍ୟଶଙ୍କର ମିଶ୍ର, ସୁଶାନ୍ତ ସିଂହ ଓ ଟୁକୁନି […]

ସମବାୟ ନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି

ଭୁବନେଶ୍ୱର,୧୬/୫(ଏସଏସନିଉଜ) ବିଜେଡିପକ୍ଷରୁ ସମବାୟ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି ।ଏଥିପାଇଁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଦଳର ବରିଷ୍ଠ ନେତୃତ୍ବଙ୍କ ସହିତ ଆଲୋଚନା କରିଛନ୍ତି ।ବିଜେଡି ପକ୍ଷରୁ ସମବାୟ ନିର୍ବାଚନ ପରିଚାଳନା ନେଇ ୭ ଜଣିଆ କମିଟି ଗଠନ କରାଯାଇଛି ।କମିଟିର ଅଧ୍ୟକ୍ଷ ରହିବେ ପ୍ରତାପ ଦେବ ରହିଥିବାବେଳେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅତନୁ ସବ୍ୟସାଚୀ ନାୟକ, ପୁଷ୍ପେନ୍ଦ୍ର ସିଂ ଦେଓ , ସ୍ନେହାଙ୍ଗିନ ଛୁରୀଆ, ବିକ୍ରମ ପଣ୍ଡା, ରବୀନ୍ଦ୍ର ଜେନା କମିଟିର ସଦସ୍ୟ […]

ବ୍ରଜରାଜନଗର ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ କିଶୋର ପଟେଲ

ଝାରସୁଗୁଡ଼ା, ୯/୫(ଏସଏସନିଉଜ) ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି କଂଗ୍ରେସପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କ ନାମ ନାମ ଘୋଷଣା କରିଛି ।ତେବେ ବିଜେଡିର ପାର୍ଥୀ ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ଅଳକା ମହାନ୍ତି ହୋଇଥିବାବେଳେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ଗତ ଡିସେମ୍ବର ମାସ ୩୦ ତାରିଖରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ପରେ ଏହି ଆସନ ଖାଲି ପଡିଥିଲା […]

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କଲା

ଝାରସୁଗୁଡ଼ା, ୯/୫(୫(ଏସଏସନିଉଜ) ବିଜେଡି ବ୍ରଜରାଜନଗର ବିଧାୟକ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବରେ ମନୋନୟନ କରିଛନ୍ତି ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ।ମେ ୩୧ରେ ବ୍ରଜରାଜନଗରରେ ଭୋଟ ଦାନ୍ ଓ ଜୁନ୍ ୩ରେ ଗଣତି ଓ ଫଳାଫଳ ରହିଛି । ଗତ ବର୍ଷ ଡିସେମ୍ବର ମାସ ୩୦ ତାରିଖରେ […]

ଉଦ୍‌ଯାପିତ ହେଲା ମହିଳା ବିଜ୍‌ନେସ୍ ମେଳା -୨୦୨୨

ଭୁବନେଶ୍ୱର,୮/୩(ଏସଏସନିଉଜ)ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ ଏଣ୍ଟରପ୍ରିନ୍ୟୁରସିପ୍ କାଉନସିଲ୍ ଦ୍ୱାରା ଜନତା ମଇଦାନରେ ଚାଲିଥିବା ଭାରତର ପ୍ରଥମ ମହିଳା ବିଜ୍‌ନେସ ମେଳା-୨୦୨୨ ରବିବାର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଦିବସରେ ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗଦେଇ କହିଥିଲେଯେ, ମେଳାର ଅର୍ଥ ହେଉଛି ଦକ୍ଷତା, କ୍ଷମତା, ସମତା ଓ ମମତା । ଏହି ସବୁର ମିଳନରେ ହିଁ ମେଳାର ସୃଷ୍ଟି । କାର୍ଯ୍ୟକ୍ରମରେ ରାଜ୍ୟପାଳ ମହିଳାଙ୍କର କାର୍ଯ୍ୟଦକ୍ଷତାକୁ ଭୂୟସୀ ପ୍ରଶଂସା କରିବା ସହ ମହିଳାମାନେ ହିଁ […]

ପଞ୍ଜାବ ପୁଲିସକୁ ବଡ଼ ସଫଳତା

ଭୁବନେଶ୍ୱର,୮/୫(ଏସ ଏସ ନିଉଜ)ପଞ୍ଜାବ ପୁଲିସକୁ ବଡ଼ ସଫଳତା ମିଳିଛି ।ଭାରତ- ପାକିସ୍ତାନ ନିକଟରୁ ସାଢେ ୩ କିଲୋ ଆରଡିଏକ୍ସ ଜବତ କରିଛି ପୁଲିସ୍ । ପଞ୍ଜାବକୁ ଦୋହଲାଇବା ପାଇଁ ହୋଇଥିଲା ବଡ଼ ଧରଣର ଷଡ଼ଯନ୍ତ୍ର ବୋଲି ଜଣାପଡିଛି ।

ରାଧାରାଣୀପଣ୍ଡା ବିଜେପିିପ୍ରାର୍ଥୀ

ଭୁବନେଶ୍ୱର,୮/୫(ଏସଏସନିୟୁଜ)ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା କରିଛି ।ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି ।ବ୍ରଜରାଜନଗରର ପୂର୍ବତନ ବିଧାୟିକା ହେଉଛନ୍ତି ରାଧାରାଣୀ ପଣ୍ଡା ।ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଚାରି ମେ’ରୁ ୧୧ ତାରିଖ ପର‌୍ୟ୍ୟନ୍ତ ନାମାଙ୍କନ ଦାଖଲ,୧୨ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ୧୭ରେ ପ୍ରତ୍ୟାହାରରେ ଶେଷ ଦିନ, ମେ ୩୧ରେ ବ୍ରଜରାଜନଗରରେ ଭୋଟ.ଜୁନ୍ ୩ରେ ଗଣତି ଓ ଫଳାଫଳ ରହିଛି । ଗତ […]

ଦର୍ଶନ ଦେଲେ ବାବା କେଦାରନାଥ

ଭୁବନେଶ୍ୱର,୬/୫(ଏସ ଏସ ନିଉଜ) କେଦାରନାଥ ଧାମ ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ।ବାବାଙ୍କ ମନ୍ଦିର ୧୫ କ୍ବିଣ୍ଟାଲ ଫୁଲରେ ସଜେଇ ହୋଇଛି।ବାବାଙ୍କ ଦର୍ଶନ ପାଇଁ ୧୦ ହଜାର ଭକ୍ତଙ୍କ ସମାଗମ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମନ୍ଦିର ଖୋଲିବା ବେଳେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୪/୫(ଏସ ଏସ ନିଉଜ)ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣ କୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟନାୟକ ନିର୍ଦେଶ ଦେଇଛନ୍ତି. ସୂଚନା ଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀ ରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସର […]

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ଼,୨/୫(ଏସ ଏସ ନିଉଜ)ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ପ୍ରତିବାଦରେ ୧୨ ଘଣ୍ଟିଆ ଦେବଗଡ଼ବନ୍ଦ ପାଳନ କରୁଛି ବିଜେପି।କର୍ମୀମାନେ ପିକେଟିଂ ଯୋଗୁ ଦୋକାନ ବଜାର ଓ ସରକାରୀ ଅଫିସ ବନ୍ଦ ସହ ଗାଡି ଚଳାଚଳ ମଧ୍ୟ ସଂପୂର୍ଣ୍ଣ ଠପ୍‌ ହୋଇଯାଇଛି।ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକ ଗିରଫ ହୋଇଛନ୍ତି ।