Browsing category

ରାଜନୀତି

ପଶ୍ଚିମବଙ୍ଗରେ ହୁ ହୁ ହୋଇ ବଢୁଛି..

୧. ପୂର୍ବତଟ ରେଳବାଇ ଅର୍ନ୍ତଗତ ହାୱାଡାରୁ ଜଗଦଲପୁର ମଧ୍ୟରେ ଚଳାଚଳ କରୁଥିବା ସମଲେଶ୍ୱରୀ ଏକ୍ସପ୍ରେସ ସୋମବାର ଠାରୁ ଚଳାଚଳ ଆରମ୍ଭ କରିବ। ୨. ରାଜ୍ୟରେ ରବିବାର ଗୋଟିଏ ଦିନରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ୩. ମହାମାରୀ ତୃତୀୟ ବର୍ଷରେ ପହଞ୍ଚିଥିବା ବେଳେ ୨୦୨୨ରେ ଏହା ଶେଷ ହେବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ ଆଶାବ୍ୟକ୍ତ […]

ଆସନ୍ତାକାଲିଠାରୁ ଖୋଲିବ ନାହିଁ ସ୍କୁଲ  

ଭୁବନେଶ୍ୱର,୨/୧(ଏସଏସନିୟୁଜ) ଜାନୁଆରୀ ୩ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ସରକାର ନେଇଥିଲେ ସେଥିରେ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ବିଭିର୍ଣ ପଦାଧିକାରୀମାନେ ବିଭିନ୍ନ ସ୍କୁଲ ଗସ୍ତ କରି ବିଦ୍ୟାଳୟ ସହ ଜଡିତ ବ୍ୟକ୍ତିବିଶେଷଙ୍କ ସହିତ ଆଲୋଚନା କରିଥିବାବେଳେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିକୁ ରଖି ଓ ପିଲାମାନଙ୍କ ବୃହତ୍ତର ସ୍ୱାସ୍ଥ୍ୟଗତ ହିତକୁ ଧ୍ୟାନରେ ରଖି ରାଜ୍ୟ ସରକାର ସ୍କୁଲ ଖୋଲାଯିବା ନିଷ୍ପତ୍ତିକୁ ସ୍ଥଗିତ ରଖିଥିବାର ସୂଚନା ଓ ଲୋକ […]

ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୩୧/୧୨(ଏସଏସନିୟୁଜ)ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ […]

ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର,୩୦/୧୨(ଏସଏସନିୟୁଜ) ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ହୃଦଘାତ ପରେ ଝାରସୁଗୁଡା ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ଘଟିଛି । ପଶ୍ଚିମ ଓଡ଼ିଶାର ଚର୍ଚ୍ଚିତ ରାଜନୈତିକ ନେତା କିଶୋର ମହାନ୍ତି ଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ […]

ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ

ଭୁବନେଶ୍ୱର,୩୦/୧୨(ଏସଏସନିୟୁଜ) ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥୀଙ୍କ ସଂକେତ ଜାରି ହୋଇଛି । ରାଜ୍ୟ ନିର୍ବାଚନ ଆୟୋଗ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ସରପଞ୍ଚ ପ୍ରାର୍ଥୀଙ୍କ ଲାଗି ୩୨, ସମିତି ସଭ୍ୟଙ୍କ ପାଇଁ ୧୯ଟି ଓ ୱାର୍ଡ ମେମ୍ବର ପ୍ରାର୍ଥୀଙ୍କ ପାଇଁ ୧୫ ପ୍ରକାର , ଜିଲ୍ଲା ପରିଷଦ ସଭ୍ୟଙ୍କ ଲାଗି ସ୍ୱୀକୃତି ପ୍ରାପ୍ତ ଦଳ ସେମାନଙ୍କ ଦଳୀୟ ଚିହ୍ନ ସହିତ ୧୯ ପ୍ରକାର ଶଗଡ଼ ଗାଡ଼ି, ନିକିତି, କଲମ, ନଡ଼ିଆ ଗଛ, ଖୋଲା ବହି, […]

୧୨ ଘଣ୍ଟିଆ ଜୟପୁର ବନ୍ଦ

ଜୟପୁର,୩୦/୧୨(ଏସଏସନିୟୁଜ) କୋରାପୁଟ ଜିଲ୍ଲା ବାମୁଣିଗାଁର ଗଣଦୁଷ୍କର୍ମ ଘଟଣା ପ୍ରତିବାଦରେ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଜୟପୁର ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ବିଭିନ୍ନ ଛକମାନଙ୍କରେ ବିଜେପି ପକ୍ଷରୁ ପିକେଟିଂ କରାଯାଇଥିବାରୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ୨୪ ତାରିଖରେ ସଦର ଥାନା ଅଧିନସ୍ଥ ଜଣଙ୍କ ଘରେ ଦୁଇଜଣ ପଶି ସ୍ମାମୀ ମୁଣ୍ଡରେ ବନ୍ଧୁକଦେଖାଇ ଓ ପୁଅକୁ ତଂଟିଚିପି ମାରିଦେବାକୁ ଧମକ ଦେଖାଇ […]

ଏକାମ୍ର ଅଞ୍ଚଳର ବିକାଶ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବ – ମୁଖ୍ୟମନ୍ତ୍ରୀ

ଈୁବନେଶ୍ୱର,୨୮/୧୨(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ , କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ […]

ବିଶାଳ ଜନଗର୍ଜନ….

୧. ଟିକାକରଣ ସହ କୋଭିଡ ଚିକିତ୍ସା ବ୍ୟବସ୍ଥାକୁ କ୍ରିୟାଶୀଳ କରିବାକୁ ନିର୍ଦ୍ଦେଶ: ମୁଖ୍ୟମନ୍ତ୍ରୀ । ୨. ନୀତି ଆୟୋଗ ଜାରିକଲେ ଚତୁର୍ଥ ସ୍ୱାସ୍ଥ୍ୟ ସୂଚକାଙ୍କ; ସମସ୍ତ ରାଜ୍ୟମାନଙ୍କ ଭିତରେ କେରଳ ନମ୍ବର ୧ । ୩. ମିଶନାରୀଜ୍‌ ଅଫ ଚାରିଟି (ଏମଓସି)ର ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍‌ କରିନାହିଁ ସ୍ୱରାଷ୍ଟ୍ର ମନ୍ତ୍ରାଳୟ । ୪. ଭାରତ-ଚୀନ ସମସ୍ୟାର ବିଶେଷଜ୍ଞ ଓ ବେଜିଙ୍ଗର ପୂର୍ବତନ ଭାରତୀୟ ରାଷ୍ଟ୍ରଦୂତ ବିକ୍ରମ ମିସରୀଙ୍କୁ ଆଜି ରାଷ୍ଟ୍ରୀୟ ସୁରକ୍ଷା ସଚିବାଳୟରେ ରାଷ୍ଟ୍ରୀୟ ଉପ ସୁରକ୍ଷା […]

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭/୧୨(ଏସଏସନିୟୁଜ)ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି ।୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ ମାନଙ୍କୁ ବର୍ଷାଜଳ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିଚ୍ଛା ୬୮୦୦ ଟଙ୍କା, ଜଳସେଚିତ ଅଞ୍ଚଳ ପାଇଁ ହେକ୍ଟର ପିଚ୍ଛା ୧୩,୫୦୦ […]

ବିନାଏସକଟ୍ ରେ ମହିଳାଙ୍କ ଦୂରଯାତ୍ରା ମନା

୧. ଓମିକ୍ରନ ଭୟ ମଧ୍ୟରେ ଆଶ୍ୱସ୍ତି: ରୋଗୀଙ୍କୁ ଦରକାର ପଡ଼ୁନାହିଁ ଅକ୍ସିଜେନ-ଡା. ସୁରେଶ କୁମାର । ୨. ସନ୍ନି ଲିଓନୀଙ୍କ ବିବାଦୀୟ ‘ମଧୁବନ ମେ ରାଧିକା ନାଚେ’: ୩ ଦିନ ମଧ୍ୟରେ ଗୀତ ବଦଳାଇବା ସାରେଗାମା । ୩. ଘନ କୁହୁଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଜାରି […]