Browsing category

ରାଜନୀତି

ମୁହଁ ଫେରାଉଛି କରୋନା

୧. ଚଳିତ ବର୍ଷ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ଟୋକିମରା’ ପର୍ବ ପର୍ଯ୍ୟାୟକ୍ରମେ ପାଳିତ ହୋଇଛି । ୨. ଉତ୍ତରାଖଣ୍ଡ ନିର୍ବାଚନ ୨୦୨୨ ପୂର୍ବରୁ ଜଙ୍ଗଲ ମନ୍ତ୍ରୀ ହରକ ସିଂ ରାୱତଙ୍କୁ ଦଳ ବିରୋଧୀ ବିବୃତ୍ତି ପାଇଁ କ୍ୟାବିନେଟରୁ କାର୍ଯ୍ୟରୁ ବରଖାସ୍ତ କରାଯାଇଛି । ୩. ଲିମ୍ପିୟାଧୁରା, ଲିପୁଲେଖ ଏବଂ କାଲାପାନିକୁ ନିଜର ଦାବି କଲା ନେପାଳ, ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ଭାରତକୁ କଲା ଅପିଲ । ୪. ପଞ୍ଚାୟତ ନିର୍ବାଚନ ପାଇଁ ବାଜି ସାରିଛି […]

ବିଜେପିର ୭ ଜଣିଆ ପରିଚଳନା କମିଟି ଘୋଷଣା

ଭୁବନେଶ୍ୱର, ୧୬/୧(ଏସ୍‌ଏସ୍‌ନିଉଜ) ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବାପରେ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟ ବିଜେପିର ୭ ଜଣିଆ କମିଟି ଘୋଷଣା କରିଛନ୍ତି ରାଜ୍ୟ ସଭାପତି ସମୀର ମହାନ୍ତି । ନିର୍ବାଚନ ପରିଚାଳନା କମିଟିରେ ଜୁଏଲ ଓରାମ, ବସନ୍ତ ପଣ୍ଡା, ଜୟନାରାୟଣ ମିଶ୍ର, ମୋହନ ମାଝୀ, ଅନିତା ଶୁଭଦର୍ଶିନୀ, ଗୋଲକ ମହାପାତ୍ର, ଶଙ୍କର ପରିଡ଼ା ସଦସ୍ୟ ରହିଥିବାର ଜଣାପଡିଛି ।  

୩୦ରୁ ଅଧିକ ଡାକ୍ତର,ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା

➡୧-ଆଜି ମକର ସଂକ୍ରାନ୍ତି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମକର ସଂକ୍ରାନ୍ତି ପାଇଁ ସ୍ୱତନ୍ତ୍ର ରୀତି ନୀତି ପାଳିତ ହେବ। ଏଥର ମକର ମଉଜ ପଡ଼ିବ ଫିକା: ମେଳାରେ ବାଧକ ସାଜିଲା ମହାମାରୀ, ଉତ୍ସବ ପାଇଁ ଉତ୍ସାହ ଅଛି କିନ୍ତୁ କିଛି ହୋଇପାରୁ ନାହିଁ ➡୨-ଜାନୁଆରି ୧୯ରୁ ଆରମ୍ଭ ହେବ ‘ନିଟ୍-ୟୁଜି’ କାଉନ୍ସେଲିଙ୍ଗ୍ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡଭୀୟ କଲେ ଘୋଷଣା । ➡୩-ମକର ସଂକ୍ରାନ୍ତି ଉପଲକ୍ଷେ ଗଞ୍ଜାମ ବେଳାଭୂମି, ଖୋର୍ଦ୍ଧା ପ୍ରସିଦ୍ଧ ଅଟ୍ରି, ମା କାଳିଜାଇ, […]

ପୂବର୍ତନ ବିଧାୟକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର,୧୨/୧(ଏସଏସନିୟୁଜ) ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ ଜେନା(୯୦)ଙ୍କର ପୈତୃକ ଘର ପାରଳାଖେମୁଣ୍ଡି ନିକଟବର୍ତ୍ତୀ ଗୁରାଣ୍ଡିରେ ପରଲୋକ ହୋଇଛି । ଗତକାଲି ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ବିଧାୟକ ଭାବେ ବିଜୟ କୁମାର ଜେନା ଦୁଇ ଥର ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ପାରଳାଖେମୁଣ୍ଡି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ପାରଳାଖେମୁଣ୍ଡିର ପୂବର୍ତନ ବିଧାୟକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୋକ […]

ଆସିଲା ନୁଆ ଗାଇଡ଼ଲାଇନ୍

ଭୁବନେଶ୍ୱର, ୧୨/୧(ଏସଏସନିୟୁଜ) ପଞ୍ଚାୟତ ନିର୍ବାଚନ ପାଇଁ ନୂଆ ଗାଇଡ଼ଲାଇନ୍ ଜାରି କରିଛନ୍ତି ଏସଆରସି ।ଏଥିରେ ବଡ଼ ସମାବେଶକୁ ବାରଣ କରାଯାଇଛି । ରୋଡ୍ ସୋ, ପଦଯାତ୍ରା, ସାଇକେଲ, ବାଇକ୍ ରାଲି କରାଯାଇପାରିବ ନାହିଁ । ପ୍ରଚାର ବେଳେ ସର୍ବାଧିକ ୫ ଜଣଙ୍କୁ ଅନୁମତି ମିଳିଛି । ଖୋଲା ଜାଗାରେ ଧାର୍ଯ୍ୟ ସୀମା ମଧ୍ୟରେ ସମାବେଶ କରିବାକୁ ଅନୁମତି ଦିଆଯାଇଛି । ସମାବେଶରେ କୋଭିଡ ନୀୟମମାନିବାକୁ ବାଧ୍ୟତାମୂଳକ କରାଯାଇଛି । ନୋମିନେସନ ବେଳେ ପ୍ରାର୍ଥୀ ଓ ଜଣେ ପ୍ରସ୍ତାବକ […]

ନିଆଁ ପରି ବ୍ୟାପୁଛିକୋଭିଡ୍ …

୧. ୱାସିଂଟନ:ବିଶ୍ବରେ ପ୍ରଥମ: ମଣିଷ ଶରୀରରେ ଘୁଷୁରି ହୃତ୍‌ପିଣ୍ଡ ପ୍ରତିରୋପଣ । ୨. ବିଶିଷ୍ଟ ସାହିତ୍ୟିକ, ନାଟ୍ୟକାର, ଆଦର୍ଶ ଶିକ୍ଷକ, ଆକାଶବାଣୀର ସ୍ବୀକୃତିପ୍ରାପ୍ତ ଗୀତିକାର ତଥା ପ୍ରଥମ ସମ୍ବଲପୁରୀ ଚଳଚ୍ଚିତ୍ର ‘ଭୁଖା’ର ଲେଖକ ମଙ୍ଗଳୁ ଚରଣ ବିଶ୍ବାଳଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି । ୩. ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଚାଲିଥିବା +୨ ପ୍ରଥମ ବର୍ଷ (ଏକାଦଶ) ପତ୍ର ବିନିମୟ ପାଠ୍ୟକ୍ରମ (କରେସପଣ୍ଡେନ୍ସ କୋର୍ସ)ର ନାମଲେଖା ଅବଧି ବୃଦ୍ଧି କରାଯାଇଛି । ଏନେଇ ପରିଷଦ […]

ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ

ଭୁବନେଶ୍ୱର,୧୧/୧(ଏସ ଏସ ନିଉଜ)ପଞ୍ଚାୟତ ନିର୍ବାଚନ ନେଇ ବାଜିଲା ବିଗୁଲ । ୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ .ଫେବ୍ରୁଆରୀ ୧୬ – ପ୍ରଥମ ପର୍ଯ୍ୟାୟ,ଫେବ୍ରୁଆରୀ ୧୮ – ଦ୍ୱିତୀୟ ପର୍ଯ୍ୟାୟ, ଫେବ୍ରୁଆରୀ ୨୦ – ତୃତୀୟ ପର୍ଯ୍ୟାୟ,ଫେବ୍ରୁଆରୀ ୨୨ – ଚତୁର୍ଥ ପର୍ଯ୍ୟାୟ, ଫେବ୍ରୁଆରୀ ୨୪ – ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବା ନେଇ ରାଜ୍ୟ ନିର୍ବାଚନ କମିଶନରଙ୍କ ପ୍ରେସମିଟ୍ ରେ ଘୋଷଣା କରିଛନ୍ତି ।ସବୁ ବ୍ଲକସ୍ତରରେ ଭୋଟ ଗଣତି ହେବ ।ଏହାସହ ସକାଳ ୭ଟାରୁ ଦିନ […]

୭ଟି ପର୍ଯ୍ୟାୟରେ ୫ ରାଜ୍ୟର ବିଧାନସଭା ନିର୍ବାଚନ

ଭୁବନେଶ୍ୱର,୮/୧(ଏସ ଏସ ନିଉଜ)୫ଟି ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଉତ୍ତରପ୍ରଦେଶ ସହ ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଓ ମଣିପୁର ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ଏଥର ୭ଟି ପର୍ଯ୍ୟାୟରେ ହେବ ।ଉତ୍ତରପ୍ରଦେଶରେ ଫେବୃଆରୀ ୧୦, ଫେବୃଆରୀ ୧୪, ଫେବୃଆରୀ ୨୦, ଫେବୃଆରୀ ୨୩, ଫେବୃଆରୀ ୨୭, ମାର୍ଚ୍ଚ ୩ ଏବଂ ମାର୍ଚ୍ଚ ୭ ତାରିଖରେ ଭୋଟ୍ ହେବ । ମୋଟ୍ ୭ଟି ପର୍ଯ୍ୟାୟରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ […]

ପଞ୍ଚାୟତ ଗେଟ୍ ଉଦଘାଟନ କଲେ ଜଟଣୀବିଧାୟକ

ଜଟଣୀ,୭/୧(ଏସଏସନିୟୁଜ)ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଅଞ୍ଚଳ ର ସମ୍ମାନ ଓ ସ୍ୱାଭିମାନ ର ପ୍ରତିକ ସାଜିଥିବା ପଞ୍ଚାୟତ ଗେଟ୍ କୁ ଲୋକାର୍ପଣକରିଛନ୍ତି ।ଯାହାକି ଗର୍ବ ଓ ଗୈାରବର ସ୍ମରକ ପାଲଟିଛି ।ସେହିଭଳିଭାବେ ଛଣଘର ପଞ୍ଚାୟତର ପର୍ଯ୍ୟଟନସ୍ଥଳୀ ମା ଖଣ୍ଡୁଆଳି ଉଦ୍ୟାନ ରେ ଏକ ଗୋଷ୍ଟି ଶୌଚାଳୟର ମଧ୍ୟ ଉଦଘାଟନ କରିଛନ୍ତି ।ଏହି ଉଦ୍‌ଘାଟନ ଉସ୍‌ବରେ ଦଳୀୟକର୍ମୀମାନଙ୍କ ସହ ଲୋକପ୍ରତିନିଧି ଓ ପଂଚାୟତବାସୀ ଉପସ୍ଥିତଥିଲେ ।  

ସ୍ୱାସ୍ଥ୍ୟମନ୍ତ୍ରୀଙ୍କର କରୋନା ପଜିଟିଭ

ଭୁବନେଶ୍ୱର,୭/୧(ଏସଏସନିୟୁଜ) ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ସଂକ୍ରମିତ ହୋଇଥିବାନେଇ ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।କାଲି ପଜିଟିଭ ଚିହ୍ନଟ ହୋଇଥିବା ନେଇ ସେ ଟ୍ୱିଟରେ କହିଛନ୍ତି ।ଏବେ ସଙ୍ଗରୋଧରେ ରହିଥିବାବେଳେ ୩ ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଟେଷ୍ଟ କରାଇନେବାକୁ ସେ ପରାମର୍ଶ ନେଇଛନ୍ତି ।