Browsing category

ରାଜନୀତି

ବିନା କୋଚିଂରେ ଆଇଏଏସ

➡️୧-ଆଜି ବାରଣାସୀରେ ଥିବା କାଶୀ ବିଶ୍ୱନାଥ ମନ୍ଦିର କରିଡର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ➡️୨-ବାତ୍ୟା ଜୱାଦ୍ : ପ୍ରଥମ ଦିନରେ ଗ୍ରାଉଣ୍ଡରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ କଟକ ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ର ଆକଳନ ଓ ଚାଷୀଙ୍କ ସହ କଲେ ଆଲୋଚନା । ➡️୩-ବିନା କୋଚିଂରେ ଆଇଏଏସ ଅଫିସର ହେଲେ ଉତ୍ତରପ୍ରଦେଶର ବରେଲିରେ ରହୁଥିବା ହିଂମାଶୁ ଗୁପ୍ତା । ଘର ଚଳାଇବା ପାଇଁ ସେ ଚା’ ବିକିବା […]

କଥା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୧୨/୧୨(ଏସଏସନିୟୁଜ)ଆଜି ଗଞ୍ଜାମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଣ୍ଟି ଥିଲେ ।ସୂଚନାଯୋଗ୍ୟ ଯେ କରୋନାର ପ୍ରଥମ ଲହରରେ ଗଞ୍ଜାମ ବିଶେଷ ଭାବରେ ପ୍ରଭାବିତ ହୋଇଥିଲା । ବାହାରେ ରହୁଥିବା ଓଡ଼ିଶା ବାସୀ ମଧ୍ୟ ଲକ୍ ଡାଉନ୍ ଯୋଗୁଁ ଘରକୁ ଫେରି ଥିଲେ । ଜିଲ୍ଲାରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସେତେବେଳେ ସରପଞ୍ଚ ମାନଙ୍କୁ ଜିଲ୍ଲା ପାଳ କ୍ଷମତା ଦେଇ […]

ବିନା ଅନୁମତିରେ ସ୍ତ୍ରୀର କଲ୍ ରେକର୍ଡିଂ କରିବା…..

➡️୧-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ।ନିର୍ବାଚନ ମଣ୍ଡଳି ହିଞ୍ଜିଳିରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ବିଜୁସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ । ➡️୨-ଜୱାଦ କ୍ଷୟକ୍ଷତିର ଆକଳନ ପାଇଁ ଭୁବନେଶ୍ୱର ପହଁଚିଲେ କେନ୍ଦ୍ରୀୟ ଟିମ୍ । ଆଜିଠାରୁ ଏହି ଟିମ୍ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି କ୍ଷୟକ୍ଷତିର ଆକଳନ କରିବେ । ➡️୩-୧୫ ମାସର ଆନ୍ଦୋଳନ ପରେ ଘରକୁ ଫେରିଲେ ଚାଷୀ । ଚାଷୀଙ୍କ ଏହି ବିଜୟ ପରେ […]

ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧/୧୨(ଏସ ଏସ ନିଉଜ) ଫନି ବାତ୍ୟା ପ୍ରଭାବିତଙ୍କ ପାଇଁ ୧.୮୪ ଲକ୍ଷ ଗ୍ରାମୀଣ ପିଏମଏୱାଇ ଘର ଦାବି କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ଅଞ୍ଚଳରେ ୧୩ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇବାକୁ ଚିଠିରେ କୁହାଯାଇଛି । ୧୩ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ଅଧିକାଂଶ କେବିକେ ଅଞ୍ଚଳର ବୋଲି ଉଲେଖ ରହିଛି ।

ହସ୍ପିଟାଲରେ ବିଧାୟକ ବଦ୍ରି ନାରାୟଣ ପାତ୍ର

ଭୁବନେଶ୍ୱର, ୧୧/୧୨(ଏସଏସନିୟୁଜ) ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲକୁ ନିଆଯାଇଥିଲା ।ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ର ୨୦୦୯ ମସିହାରୁ ଘଷିପୁରା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଆସୁଛନ୍ତି ।  

ପ୍ରକାଶ ପାଇଲା ୱାର୍ଡ ଚିଠା ସଂରକ୍ଷଣ ତାଲିକା

ଭୁବନେଶ୍ୱର, ୧୧/୧୨(ଏସଏସନିୟୁଜ) ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ଆଜି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି । ଜନସାଧାରଣଙ୍କ ଠାରୁ ପ୍ରସ୍ତାବ ଅଭିଯୋଗ ପାଇଁ ବିଭାଗ ପକ୍ଷରୁ ୧୦ ଦିନ ସମୟ ଧାର‌୍ୟ୍ୟ କରାଯାଇଛି । ଏହାପର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।

ବନ୍ଧୁତ୍ୱପୁର୍ଣ୍ଣ ସ୍ୱଭାବ ଦେଖାଇଲା ତାଲିବାନ

୧-ଜାନୁଆରୀ ୭ ରୁ ୧୭ ଯାଏଁ ଅନୁଷ୍ଠିତ ହେବାକୁ ଥିବା ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଏଥର ମଧ୍ୟ ସ୍ଥଗିତ ରଖାଯାଇଛି । ଯେହେତୁ ଧନୁଯାତ୍ରା ରେ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହୋଇଥାଏ , ଡିସେମ୍ବର ଗାଇଡ ଲାଇନ ହିସାବରେ ମଧ୍ୟ ଏହା ସମ୍ଭବ ନୁହେଁ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଯଦି ଜାନୁଆରୀ ମାସରେ କିଛି ନୂଆ ଗାଇଡ ଲାଇନ ଆସେ ତେବେ ପୁଣି ଥରେ ଏଥିପାଇଁ ବୈଠକ ବସିବ । ୨-ଅଧିବେଶନରେ […]

ଶଙ୍ଖ ଧରିଲେ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ବର, ୧୦/୧୨(ଏସଏସନିୟୁଜ) କଂଗ୍ରେସର ଟାଣୁଆ ଆଦିବାସୀ ନେତା ତଥା ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି । ବହୁ ସମର୍ଥକମାନଙ୍କ ସହ ସେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ମିଶ୍ରଣ ପର୍ବରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ପ୍ରତାପ ଦେବ ଓ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ସେ ଦଳରେ ମିଶିଛନ୍ତି । ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ […]

କୃଷକ ଆନ୍ଦୋଳନ ପ୍ରତ୍ୟାହୃତ

ଭୁୁବନେଶ୍ୱର,୯/୧୨(ଏସଏସନିୟୁଜ) ପ୍ରତ୍ୟାହୃତ ହୋଇଛି କୃଷକ ଆନ୍ଦୋଳନ । ଆନ୍ଦୋଳନରତ କୃଷକମାନେ ୧୧ରୁ ଘରକୁ ଫେରିବେ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା ପ୍ରେସମିଟରେ ଘୋଷଣା କରିଛି । ପ୍ରାୟ ଏକ ବର୍ଷ ଧରି ସରକାରଙ୍କ ତିନି କୃଷି ଆଇନକୁ ବିରୋଧ କରି ବସିଥିଲେ ଚାଷୀ । ଶୀତକାଳୀନ ଅଧିବେଶନରେ ତିନି କୃଷି ଆଇନ ପ୍ରତ୍ୟାହୃତ ହେବାପରେ କୃଷକ ଆନ୍ଦୋଳନର ପରିସମାପ୍ତ ଘଟିଛି ।

ବୀରପୁଅକୁ ଝୁରୁଛି ଦେଶ…

୧-ମଝି ଆକାଶରେ ଜଳିଗଲା ବାୟୁସେନାର ଅତ୍ୟାଧୁନିକ ହେଲିକପ୍ଟର । ସିଡିଏସ ବିପିନ ରାୱତଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ । ୨-ବିଦାୟ ବିପିନ ବିଦାୟ… ଆଉ ନାହାନ୍ତି ସିଡିଏସ ବିପିନ ରାୱତ । ହେଲିକପ୍ଟର ଦୁର୍ଘଟଣାରେ ଦେହାନ୍ତ ପରେ ବୀରପୁଅକୁ ଝୁରୁଛି ଦେଶ… ୩-‘ମୁଁ ସୈନିକ ଅଟେ, ମୋତେ ଦିଲ୍ଲୀ-ମୁମ୍ବାଇ ନୁହେଁ, ବର୍ଡରରେ ରହିବା ଉଚିତ୍’- କର୍ମରୁ ନୁହେଁ ମନରୁ ମଧ୍ୟ ଫୌଜୀ ଥିଲେ ଜେନେରାଲ ବିପିନ ରାଓ୍ଵତ । ୪-ସିଡିଏସ ବିପିନ ରାୱତଙ୍କ ଦେହାନ୍ତରେ ଶୋକ […]