Browsing category

ରାଜନୀତି

ଡାକ୍ତରଖାନାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର,୩/୧୦(ଏସଏସନିୟୁଜ) ଡାକ୍ତରଖାନାରେ ଭର୍ତିହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିବାର ସାଂସଦଙ୍କ ପ୍ରତିନିଧି ଚନ୍ଦ୍ରବିନ୍ଦୁ ଦାସ ଟ୍ୱିଟ କରି ସୂଚନା ଦେଇଛନ୍ତି । ରବିବାର ସାଂସଦଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ।ସ୍ୱାସ୍ଥ୍ୟ ଭଲଥିବାସହ କରୋନାର ଲକ୍ଷଣ ନଥିଲେ ମଧ୍ୟ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାର ଜଣାପଡିଛି ।

ପିପିଲିରେ ପୁଣି ମହାରଥି

ଭୁବନେଶ୍ୱର,୩/୧୦(ଏସଏସନିୟୁଜ) ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ହରାଇ ପିପିଲିରେ ନିଜର ପୁର୍ବସ୍ଥିତିକୁଜାହିର କରିଛି ବିଜେଡି । ବିଧାନସଭା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କୁ ବିପୁଳ ଜନସମର୍ଥନ ମିଳିଥିବାରୁ ପିପିଲିବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ପ୍ରାର୍ଥୀ ତଥା ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ୯୬,୯୭୨ ଖଣ୍ଡ ଭୋଟ ମିଳିଛି। ଭାରତୀୟ ଜନତା ପାର୍ଟି (ବିଜେପି)ର ଆଶ୍ରିତ ପଟ୍ଟନାୟକଙ୍କୁ ୭୬,୦୫୬ ଖଣ୍ଡ ଭୋଟ୍ ମିଳିଥିବା ବେଳେ ୩ୟ ସ୍ଥାନରେ […]

ବିଜୟ ଅଭିମୁଖେ ଦିଦି

ଭୁବନେଶ୍ୱର, ୩/୧୦(ଏସଏସନିୟୁଜ) ପଶ୍ଚିମବଙ୍ଗର ହାଇପ୍ରୋଫାଇଲ୍ ସିଟ୍ ଭବାନୀପୁରରେ ଭୋଟ ଗଣତି ଚାଲିଛି । ୪୨ହଜାର ଭୋଟରେ ଆଗୁଆ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୧୬ ରାଉଣ୍ଡ ଭୋଟଗଣତି ସୁଦ୍ଧା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି୨୦୪୬୮ ଭୋଟ ପାଇଥିବାବେଳେ ୬୨୭୬୦ ଭୋଟ୍ ପାଇଛନ୍ତି ମମତା ବାନାର୍ଜୀ । ତେବେ ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଟିବରୱାଲଙ୍କ ସହ ମମତା ବାନାର୍ଜୀଙ୍କ ମଧ୍ୟରେ କଡ଼ା ଫାଇଟ୍ ଚାଲିଛି ।  

୯ମ ରାଉଣ୍ଡ ସୁଦ୍ଧା ବିଜେଡି ୯୩୮୨ଭୋଟରେ ଆଗରେ

ସାକ୍ଷୀଗୋପାଳ,୩/୧୦(ଏସଏସନିୟୁଜ)ପିପିଲି ଉପନିର୍ବାଚନ ଫଳାଫଳ ପାଇ ଭୋଟଗଣତି ସକାଳୁ ଆରମ୍ଭ ହୋଇଯାଇଛି । ୯ମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ୯୩୮୨ଭୋଟରେ ଆଗରେ ରହିଥିବାର ଜଣାପଡିଛି । ୯ମରାଉଣ୍ଡ ସୁଦ୍ଧା ବିଜେଡି – ୩୪,୯୧୩ଖଣ୍ଡ , ବିଜେପି-୨୫,୫୩୧ ଖଣ୍ଡ ଓ କଂଗ୍ରେସ-୨୨୮୧ଖଣ୍ଡ ପାଇଥିବା ଜଣାପଡିଛି । ତେବେ ୧୪ ଗୋଟି ଟେବୁଲ ରେ ଗଣତି ହେଉଥିବାବେଳେ ୨୫ ରାଉଣ୍ଡ ଗଣତି ହେବ ।

ଲୋକଙ୍କ ପାଖରେ ପହଁଚିଲେ ଉତର ବିଧାୟକ

ଭୁବନେଶ୍ୱର,୨/୧୦(ଏସଏସନିୟୁଜ)ବିଏମସିର ୪ନଂୱାର୍ଡ ଅର୍ନ୍ତଗତ ଜୟପୁର ଭୋଇସାହିରେ ନିଆଁଲାଗି ୬ବଖରା ଘର ପୋଡିଯାଇଛି ।ନିଆଁଲାଗିବାର ପକୃତ କାରଣ ଜଣାପଡିନଥିବାବେଳେ ୬ଟି ପରିବାର ସର୍ବସ୍ୱାନ୍ତ ହୋଇପଡିଛନ୍ତି ।ନିଆଁଲାଗି ଘର ସମ୍ପୁର୍ଣ ପୋଡିଯିବା ସହ ଘରମଧ୍ୟରେ ଥିବା ଆସବାସପତ୍ର ଓ ଧାନଚାଉଳ ସବୁ ପୋଡି ନଷ୍ଟ ହୋଇଯାଇଛି ।ଖବରପାଇ ଦମକଳବାହିନୀ ପହଁଚି ନିଆଁକୁ ଆୟତ କରିଥିଲେ ।ତେବେ ଏହି ଖବର ଜାଣିବାପରେ ଭୁବନେଶ୍ୱରଉତର ବିଧାୟକ ସୁଶାନ୍ତରାଉତ ଘଟଣାସ୍ଥଳରେଶିଘ୍ର ପହଁଚି କ୍ଷତିଗ୍ରସ୍ଥ ପରିବାରଙ୍କୁ ସମବେଦନା ଜଣାଇବାସହ ପ୍ରଶାସନିକ ଅଧିକାରୀମାନଙ୍କୁ ଘଟଣାସ୍ଥଳକୁ ଡାକି ତୁରନ୍ତ […]

କିଏ ହେବ ପିପିଲି ବିଧାୟକ ଜଣାପଡିବ କାଲି

ଭୁବନେଶ୍ବର,୨/୧୦(ଏସଏସନିୟୁଜ) ପୁରୀ ପିପିଲି ବିଧାନସଭା ଆସନ ପାଇଁ ମତଦାନ ସରିଛି । ପିପିଲି ଉପନିର୍ବାଚନ ଫଳାଫଳ ଆସନ୍ତାକାଲି ପ୍ରକାଶ ପାଇବ। ଆସନ୍ତାକାଲି ସକାଳ ୮ ଟା ରୁ ଗଣତି ହେବ ।ଦୁଇଟି କାଉଣ୍ଟରରେ ୩ ହଲରେ ଗଣତି ହେବ। ପ୍ରଥମେ ୮ ଟାରୁ ପୋଷ୍ଟାଲ ବ୍ୟାଲଟ କାଉଣ୍ଟିଙ୍ଗ ଆରମ୍ଭ ହେବ । ସାଢେ ୮ଟାରେ ଇଭିଏମ କାଉଣ୍ଟ ହେବ। ମୋଟ ୧୪ ଟି ଟେବୁଲରେ ୬୨ ଜଣ ସରକାରୀ ଅଧିକାରୀଙ୍କୁ ନିୟୋଜିତ ହୋଇ ଗଣତି ହେବେ । […]

ରାଜନୀତିରେ ଘଡ଼ିକେ ଛୁଟୁଛି ଘୋଡ଼ା

୧-ଆଜି ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ: ବାପୁଜୀଙ୍କୁ ମନେ ପକାଉଛି ସାରା ଦେଶ । ୨-ପଞ୍ଜାବର ରାଜନୀତିରେ ଘଡ଼ିକେ ଛୁଟୁଛି ଘୋଡ଼ା । ପିସିସି ସଭାପତି ପାଇଁ ପୁଣି ରାଜି ସିଦ୍ଧୁ । ୩-ବିରଳ ରେକର୍ଡ ! ୪୫ ବର୍ଷ ପରେ ପୁଣି ହିମାଳୟର ମାଉଣ୍ଟ ‘ମାନସଲୁ’ରେ ପହଞ୍ଚିଲା ମଣିଷ, ଆରୋହଣ କଲେ ୨୨ ପର୍ବତାରୋହୀ । ୪-ସ୍ବଚ୍ଛ ଭାରତ ଅଭିଯାନ-‘ଅର୍ବାନ୍‌ ୨.୦’ ଓ ‘ଅମୃତ ୨.୦’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ । ୫-କରୋନା ଲକଡାଉନ୍ […]

ଏବେ ପୁଣି ଚର୍ଚ୍ଚାରେ ରାନୁ

୧. ଶାନ୍ତିସ୍ତୂପରେ ୨୧ଦିନ ଧରି ହେଉଥିଲା ବିଶ୍ବଶାନ୍ତି ମହାଯଜ୍ଞ, ଘିଅ ପରିବର୍ତ୍ତେ ୫ ଶସ୍ୟରେ ଦିଆଯାଉଥିଲା ପୂର୍ଣ୍ଣାହୁତି । ୨. ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ଅର୍ବାନ ୨.୦ ଏବଂ ଅମୃତ ୨.୦ ନୂଆଦିଲ୍ଲୀସ୍ଥିତ ଡକ୍ଟର ଆମ୍ବେଦକର ଆନ୍ତର୍ଜାତିକ ଶିକ୍ଷାକେନ୍ଦ୍ରରେ ଆରମ୍ଭ କରିବେ । ୩. ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍‌ଘାଟିତ । ୪. ସରକାରୀ ନିଯୁକ୍ତି ବୟସସୀମା ବୃଦ୍ଧି ଦାବିରେ ଯୁବ କଂଗ୍ରେସ ଅଭିନବ […]

ଚାଲିଛି ପିପିଲି ଉପନିର୍ବାଚନ ପାଇଁ ମତଦାନ

ପୁରୀ,୩୦/୯(ଏସଏସନିୟୁଜ) କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ପିପିଲି ଉପନିର୍ବାଚନ । ନିର୍ବାଚନର ରଣାଙ୍ଗନାରେ ୧୦ଜଣ ପାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ସମୁଦାୟ ୨.୩୦ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ପିପିଲି ଓ ଡେଲାଙ୍ଗ ବ୍ଲକ୍‌ର ୩୪୮ଟି ବୁଥ୍‌ରେ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସାଢ଼େ ୫ଟାରେ ମକ୍‌ପୋଲ୍ ହେବ। ୨୦୧ଟି ବୁଥ୍ ସମ୍ବେଦନଶୀଳ ଥିବାରୁ ଏଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। […]

ଗୁଲାବ କଲା ବାଦଲ ଫଟା ବର୍ଷା

୧-REETରେ ଚିଟ କରିବା ପାଇଁ ସ୍ୱତନ୍ତ୍ର ଚପଲ: ୪୦ ଜଣଙ୍କୁ ଗିରଫ କଲାଣି ପୋଲିସ ।ସେମାନେ ପିନ୍ଧିଥିବା ଚପଲ ‘ସୋଲ୍’ରେ ‘ବ୍ଲୁଟୁଥ୍ ଡିଭାଇସ୍’ ଖଞ୍ଜା ଯାଇଥିବା କଥା ପୁଲିସ ଅଧିକାରୀମାନେ କହିଛନ୍ତି। ୨–‘ଆୟୁଷ୍ମାନ୍‌ ଭାରତ ଡିଜିଟାଲ୍‌ ମିସନ୍‌’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ; ପ୍ରତ୍ୟେକ ନାଗରିକଙ୍କ ପାଇଁ ‘ସ୍ବାସ୍ଥ୍ୟ ପରିଚୟପତ୍ର’ ୩-ଜାସନ ରୟ ଓ ଓ୍ଵିଲିୟମସନଙ୍କ ଅର୍ଦ୍ଧଶତକ, ଲଗାତାର ପରାଜୟ ପରେ ରାଜସ୍ଥାନକୁ ହରାଇ ବିଜୟର ସ୍ଵାଦ ଚାଖିଲା ହାଇଦ୍ରାବାଦ । ୪-ଗୁଲାବ ପ୍ରଭାବରେ ବାଦଲ ଫଟା […]